Posted inଜାତୀୟ

ସନ୍ଧ୍ୟାରେ ଶେଷ ହେବ ପ୍ରଚାର, ଏବେ ଡୋର୍‌ ଟୁ ଡୋର୍‌ କ୍ୟାମ୍ପେନ ଉପରେ ନଜର

ନୂଆଦିଲ୍ଲୀ,୬।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ସନ୍ଧ୍ୟାରେ ପ୍ରଚାର କାର୍ଯ୍ୟ ଶେଷ ହେବ। ଶେଷ ଦିନରେ ଦିଲ୍ଲୀର ଶାସକ ଦଳ ଆମ ଆଦମୀ ପାର୍ଟି(ଏଏପି) ଓ ଭାରତୀୟ ଜନତା ପାର୍ଟି(ଭାଜପା) ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ କୌଣସି ସୁଯୋଗ ହାତଛଡା କରି ନାହାନ୍ତି। ଗୁରୁବାର ସନ୍ଧ୍ୟାରେ ସମସ୍ତ ଦଳୀୟ ପ୍ରାର୍ଥୀ ଓ ସମର୍ଥକ ଡୋର୍‌ ଟୁ ଡୋର୍‌ କ୍ୟାମ୍ପେନ କରିବାକୁ ପ୍ରସ୍ତୁତ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଫେବୃୟାରୀ ୮ରେ ନିର୍ବାଚନ ହେବାକୁ ଥିବା ବେଳେ ୧୧ରେ ଏହାର ଫଳାଫଳ ଘୋଷଣା କରାଯିବ। ମୋଟ ୭୦ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ କରଯାଉଥିବା ବେଳେ ଏଥିରେ ୧କୋଟି ୪୭ ଲକ୍ଷ ୮୬ ହଜାର ୩୮୯ ଭୋଟର ସେମାନଙ୍କ ମତ ସାବ୍ୟସ୍ତ କରିବେ। ଏଥର ନିର୍ବାଚନରେ ଏଏପି ଓ ଭାଜପା ମଧ୍ୟରେ କଡା ଟକ୍କର ହେଉଥିବା ବେଳେ କଂଗ୍ରେସ ମଧ୍ୟ ତା’ର ପୂର୍ବ ସ୍ଥିତିକୁ ଫେରିବାକୁ ଚେଷ୍ଟା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମିଛି ଆବର୍ଜନା-ନର୍ଦ୍ଦମାପାଣି: ବଢୁଛି ସଂକ୍ରାମକ ରୋଗ ଭୟ

ବରଗଡ଼,୨୭ା୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପରିମଳ ଓ ଜଳ ନିଷ୍କାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଛି। ସହରର ଯୁଆଡ଼େ ଦେଖିଲେ କୁଢ଼କୁଢ଼ ମଇଳା, ଆବର୍ଜନା ପଡ଼ିରହିଛି। ସେହିପରି ନିଷ୍କାସନ ବ୍ୟବସ୍ଥା…

୫ମାସ ବିତିଲା, ଅପହୃତାଙ୍କ ପତ୍ତା ମିଳୁନି: ଉଦ୍ଧାର ପାଇଁ ନିବେଦନ କଲେ ଅଜା

ମହାକାଳପଡ଼ା, ୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତଥା ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ବତୀଘର ଅଞ୍ଚଳର ଜଣେ ନାବାଳିକା ଛାତ୍ରୀଙ୍କୁ ଗତ ମାର୍ଚ୍ଚ ୧୧ତାରିଖ…

ଡାକ୍ତରୀ ପଢ଼ିବେ ଗରିବ ମେଧାବୀ ଛାତ୍ର ସୌମ୍ୟରଞ୍ଜନ: ସହଯୋଗର ହାତ ବଢାଇଲେ ସମବାୟବିତ୍‌

ମହାକାଳପଡ଼ା,୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଜୟ ନଗର ପଞ୍ଚାୟତ ସାହାବାଜପୁର ଗ୍ରାମର କୈଳାସ ଚନ୍ଦ୍ର ସାହୁଙ୍କ ଆର୍ଥିକ ସ୍ଥିତି ଗମ୍ଭୀର। ମୁଣ୍ଡ ଗୁଞ୍ଜିବାକୁ…

ବିହାରରେ ପହଞ୍ଚିଲା ନେପାଳର ବନ୍ୟା ଜଳ…ଏକ ବଡ଼ ବିପଦ ଟଳି ଯାଇଛି କି? ଜାଣନ୍ତୁ ବର୍ତ୍ତମାନର ସ୍ଥିତି

ପାଟନା/କାଠମାଣ୍ଡୁ,୨୭।୮: ନେପାଳରେ ପ୍ରବଳ ବର୍ଷାର ପ୍ରଭାବ ଏବେ ବିହାରର ସୀମାବର୍ତ୍ତୀ ଅଞ୍ଚଳରେ ଦୃଶ୍ୟମାନ ହେଉଛି। ବୁଧବାର ରାତିରେ, ନେପାଳରୁ ପ୍ରବାହିତ ହେଉଥିବା ଜଳର ପ୍ରବଳ ଲହରୀ ଯୋଗୁ…

ଅପହଞ୍ଚ ଗାଁ ପାଣିଖିଆ: ମୌଳିକ ସୁବିଧାରୁ ବଞ୍ଚିତ ଲୋକେ

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):୮୦ ବର୍ଷ ହେଲା ସ୍ବାଧୀନତା ମିଳିଲାଣି। ହେଲେ ଏବେବି ଅନେକ ନିପଟ ମଫସଲ ଗାଁରେ ସ୍ବାଧୀନତା ଅପହଞ୍ଚ ପାଲଟିଛି। ଲୁଣା ହେନ୍ତାଳ…

ମେଟାର ବଡ଼ ନିଷ୍ପତ୍ତି : ରାତି ୧୨ଟାରୁ ସକାଳ ୬ଟା ଯାଏ ଆଉ ଚାଲିବନି ଇନଷ୍ଟା-ଫେସବୁକ୍‌

ନୂଆଦିଲ୍ଲୀ,୨୭।୮: ଶିଶୁ ଓ କିଶୋରମାନଙ୍କୁ ସୋସିଆଲ ମିଡିଆ ନିଶାରେ ପକାଉଥିବା ଅଭିଯୋଗରେ ଛନ୍ଦି ହୋଇଥିବା ଫେସବୁକ-ଇନଷ୍ଟାଗ୍ରାମର ମାଲିକାନା ସଂସ୍ଥା ‘Meta’ ଏକ ଐତିହାସିକ ନିଷ୍ପତ୍ତି ନେଇଛି। ଆମେରିକାରେ…

ପୁଣି ଆସିବ ପ୍ରଳୟ! ଶେଷ ହୋଇନି ନେପାଳବାସୀଙ୍କ ଦୁର୍ଦ୍ଦଶା, ବଡ଼ ଆକଳନ କଲେଣି ବିଶେଷଜ୍ଞ

କାଠମାଣ୍ଡୁ,୨୭।୮: ନେପାଳରେ ବନ୍ୟା ହଜାର ହଜାର ଲୋକଙ୍କୁ ପ୍ରଭାବିତ କରିଛି; ଏପର୍ଯ୍ୟନ୍ତ ୧୬୦ ଜଣଙ୍କ ଜୀବନ ଯାଇଛି ଏବଂ ଶହ ଶହ ଲୋକ ନିଖୋଜ ଅଛନ୍ତି। ଗୁରୁତ୍ୱପୂର୍ଣ୍ଣ…

ମୋଦିଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ମାନସମନ୍ଥନ: ୭୦+ ମନ୍ତ୍ରୀଙ୍କ କଟିବ ପତ୍ତା! ଯୁବ-ମହିଳାଙ୍କୁ ମିଳିବ…

ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଖୁବଶୀଘ୍ର ବଡ଼ ପରିବର୍ତ୍ତନ ହୋଇପାରେ। ସମ୍ଭାବ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଯୁବ ଓ ମହିଳାଙ୍କୁ ଅଧିକ ସ୍ଥାନ ଦେବା ଉପରେ ଗୁରୁତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri