Posted inଜାତୀୟ

ସବା-ଫାରହା ମତଦାନ ଅଧିକାର କଲେ ସାବ୍ୟସ୍ତ

ପାଟନା,୧୯।୫: ବିହାରର ଯୋଡ଼ା ମୁଣ୍ଡ ଉଭଣୀ ସବା-ଫାରହା ଚଳିତ ଲୋକ ସଭା ନିର୍ବାଚନର ଅନ୍ତିମ ପର୍ଯ୍ୟାୟରେ ରବିବାର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ପାଟଳିପୁତ୍ର ଲୋକ ସଭା ଆସନ ପାଇଁ ସେମାନେ ଭୋଟ ଦେଇଛନ୍ତି। ପୂର୍ବାହ୍ନ ୧୧ଟାରେ ସେମାନେ ମତଦାନ କେନ୍ଦ୍ରରେ ପହଞ୍ଚିଥିଲେ। ଦୁଇ ଭଉଣୀ ଭିନ୍ନ ଭିନ୍ନ ପରିଚୟ ପତ୍ରରେ ଭୋଟ ଦେଇଛନ୍ତି। ପୂର୍ବରୁ ୨୦୧୫ରେ ରାଜ୍ୟ ବିଧାନସଭା ନିର୍ବାଚନରେ ଦୁଇ ଭଉଣୀଙ୍କୁ ଗୋଟିଏ ଭୋଟ ଦେବାର ଅଧିକାର ଦିଆଯାଇଥିଲା। ଦୁଇ ଭଉଣୀଙ୍କ ମୁଣ୍ଡ ଯୋଡ଼ି ହୋଇ ରହିଥିବାରୁ ସେମାନଙ୍କୁ ଗୋଟିଏ ବ୍ୟକ୍ତି ଭାବେ ନିର୍ବାଚନ କମିଶନ ଦର୍ଶାଇ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କୁ ବଡ଼ ଝଟ୍‌କା! ଆହୁରି ମହଙ୍ଗା ହେବ ଏଲ୍‌ପିଜି ଗ୍ୟାସ୍ ସିଲିଣ୍ଡର, କେନ୍ଦ୍ର ସରକାର ସ୍ପଷ୍ଟ କରି କହିଲେ…..

ନୂଆଦିଲ୍ଲୀ,୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଯୋଗୁଁ ଭାରତରେ ଲୋକମାନେ ମଧ୍ୟ ମୂଲ୍ୟ ବୃଦ୍ଧିର ଶିକାର ହେଉଛନ୍ତି । ଗତ କିଛି ଦିନ ମଧ୍ୟରେ…

ଇଣ୍ଡିଆ ମେଣ୍ଟ ବୈଠକରେ ବଡ଼ ନିଷ୍ପତ୍ତି; ଏହି ୫ ପ୍ରସଙ୍ଗ ଉପରେ ମୋହର ମାରିଲେ ବିରୋଧୀ, ଛାନିଆ ହେଲା ଭାଜପା

ନୂଆଦିଲ୍ଲୀ, ୮।୬: ବିରୋଧୀ ଇଣ୍ଡିଆ ବ୍ଲକର ବୈଠକ ସୋମବାର ଜାତୀୟ ରାଜଧାନୀ ଦିଲ୍ଲୀର କନଷ୍ଟିଚ୍ୟୁଶନ କ୍ଲବରେ ଦୀର୍ଘ ଏବଂ ତୀବ୍ର ଆଲୋଚନା ପରେ ସମାପ୍ତ ହୋଇଛି। କଂଗ୍ରେସ…

ଭାରତ ପାଇଁ ଖେଳିବା ପୂର୍ବରୁ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଆଗକୁ…

ନୂଆଦିଲ୍ଲୀ,୮।୬: ମାତ୍ର ୧୫ ବର୍ଷ ବୟସରେ ବିଶ୍ୱର ସବୁଠାରୁ ଚର୍ଚ୍ଚିତ କ୍ରିକେଟର ପାଲଟିଛନ୍ତି ବୈଭବ ସୂର୍ଯ୍ୟବଂଶୀ। IPLରେ ଚହଳ ସୃଷ୍ଟି କରିବା ଠାରୁ ଆରମ୍ଭ କରି ଟିମ…

ଭିଜିଲାନ୍ସ ହାବୁଡ଼ରେ ପଡିଗଲେ ମନରେଗା ସହାୟିକା, ବିଲ୍‌ କରାଇ ଦେବା କହି ନେଉଥିଲେ ଏତେ ଟଙ୍କା ଲାଞ୍ଚ

ଭବାନୀପାଟଣା,୮।୬(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜଳବିଭାଜିକା ବିଭାଗର କର୍ମଚାରୀ ତଥା ମନରେଗା ସହାୟିକା ପ୍ରିୟଙ୍କା ଜେନା। ଫାର୍ମ ପଣ୍ଡ କାମରେ ବିଲ୍‌ କରାଇ ଦେବା…

ରାଘବ ଚଢ଼ାଙ୍କୁ ମିଳିବ ଏହି ଦାୟିତ୍ୱ! ମୋଦି କ୍ୟାବିନେଟ୍‌ରେ ବଡ଼ ପଦବୀ ମିଳିବା ନେଇ ରାଜନୀତିରେ ହଇଚଇ, ହେବେ କି…

ନୂଆଦିଲ୍ଲୀ, ୮।୬: ଭାଜପା ପକ୍ଷରୁ କେନ୍ଦ୍ରମନ୍ତ୍ରୀ ରଭନୀତ ସିଂହ ବିଟ୍ଟୁ ଏବଂ ଜର୍ଜ କୁରିଏନ୍‌ଙ୍କୁ ରାଜ୍ୟ ସଭା ଟିକେଟ ନ ମିଳିବା ପରେ ସେମାନଙ୍କୁ ମୋଦି କ୍ୟାବିନେଟରୁ…

କଳାଅନ୍ଧାର କରି ମାଡ଼ି ଆସିଲା କାଳବୈଶାଖୀ: ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ଭୁବନେଶ୍ୱର, ୮।୬: ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ପ୍ରଭାବ ଜାରି ରହିଥିବା ବେଳେ ସୋମବାର ଅପରାହ୍ନରେ ପୁଣିଥରେ ଟ୍ୱିନ୍ ସିଟି କଟକ ଓ ଭୁବନେଶ୍ୱରକୁ କାଳବୈଶାଖୀ ମାଡ଼ି…

ଗୋଇସରରେ ଜଳକଷ୍ଟ:ପାଣି ପାଇଁ ଧାରଣା ଦେଲେ ମହିଳା

ବରଗଡ଼,୮।୬(ପ୍ରେମାନନ୍ଦ ଖମାରୀ): ତାତି ଥମିବାର ନାଁ ନେଉ ନାହିଁ। ଘରେ ହେଉ ଅବା ବାହାରେ ଯେଉଁଠି ରହିଲେ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଭଳି ସ୍ଥଳେ…

ହାତୀ ଛୁଆର ମିଳିଲା କଙ୍କାଳ: ତାରସିଂ ରେଞ୍ଜରେ ୩ ମାସରେ ୩ ହାତୀ ମୃତ୍ୟୁ

ଭଞ୍ଜନଗର,୮।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜ ଗାୟଗଣ୍ଡା ନିକଟସ୍ଥ ପାଇଛାଲିଆ ଘଞ୍ଚ ଜଙ୍ଗଲ ଭିତରୁ ସୋମବାର ଏକ ହାତୀ ଛୁଆର କଙ୍କାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri