ସବୁ ବର୍ଗର ସ୍କୁଲ୍‌ ପିଲାଙ୍କୁ ମିଳିବ ଡ୍ରେସ୍‌, ଜୋତା

ଭୁବନେଶ୍ୱର, ୧୮ା୯(ବ୍ୟୁରୋ): ସରକାରୀ ସ୍କୁଲଗୁଡ଼ିକରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପଢ଼ୁଥିବା ସମସ୍ତ ଛାତ୍ରୀଛାତ୍ରଙ୍କ ମିଳିବ ଡ୍ରେସ୍‌ ଓ ଜୋତା। ରାଜ୍ୟ ସରକାର ଏହି ବଡ଼ ନିଷ୍ପତ୍ତି ନେଇଛନ୍ତି। ବୁଧବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏ ସଂକ୍ରାନ୍ତରେ ସୂଚନା ଦେଇ କହିଛନ୍ତି, ପୂର୍ବରୁ କେବଳ ବିପିଏଲ୍‌ ପରିବାରର ପିଲାଙ୍କୁ ଡ୍ରେସ୍‌ ଓ ଜୋତା ସରକାର ଦେଉଥିଲେ। କିନ୍ତୁ ଆସନ୍ତା ବର୍ଷରୁ ସବୁବର୍ଗର ପିଲାଙ୍କୁ ଏହା ମିଳିବ। ଏହାଛଡ଼ା ସମସ୍ତ ଛାତ୍ରୀଛାତ୍ରଙ୍କୁ ପରିଚୟପତ୍ର ମଧ୍ୟ ଦିଆଯିବ। ଏଥିସହିତ ଛାତ୍ରୀଛାତ୍ରମାନେ ତଳେ ବସିବା ବଦଳରେ ସ୍କୁଲରେ ଥିବା ମ୍ୟାଟ୍‌ ବ୍ୟବହାର କରିବେ। ଅନ୍ୟପକ୍ଷରେ ଶିକ୍ଷକଙ୍କ ସ୍କୁଲ୍‌ ରହଣି ସମୟ ନେଇ ମଧ୍ୟ ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି। କେତେକ ଜିଲାରେ କଟକଣା ଲାଗୁ ହୋଇଥିବାବେଳେ ଶିକ୍ଷକଙ୍କ ଆଗମନକୁ ନେଇ ଦ୍ୱନ୍ଦ୍ୱାତ୍ମକ ପରିସ୍ଥିତି ସୃଷ୍ଟି ହେଉଛି। ତେବେ ପୂର୍ବଭଳି ସ୍କୁଲର ସମୟସୀମା ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ରହିବ ବୋଲି ମନ୍ତ୍ରୀ କହିିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ ହାତୀପଲ

ପାଟଣା,୧୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ବିଷ୍ଣୁପୁର ଗାଁରେ ଦୋଳଗୋବିନ୍ଦ ମିଶ୍ରଙ୍କ ଘର ଭାଙ୍ଗିବା ପରେ ପାଟଣା ସେକ୍ସନ ଅନ୍ତର୍ଗତ ମଲ୍ଲିପୋଷି ବିଟ୍‌ର…

କଳାହାଣ୍ଡିରେ ଲଜ୍ଜା: ପ୍ରାର୍ଥନା ବାହାନାରେ ନେଇ ମହିଳାଙ୍କୁ ବଳାତ୍କାର କଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ପାଷ୍ଟିକୁଡି ଅଞ୍ଚଳରୁ ଏକ ଲଜ୍ଜା ଘଟଣା ସାମ୍ନାକୁ ଆସିଛି। ପ୍ରାର୍ଥନା ବାହାନାରେ ଜଣେ ଗର୍ଭବତୀ ମହିଳାଙ୍କୁ…

ରକ୍ଷାବନ୍ଧନରେ ଲାଗିବ ଚନ୍ଦ୍ରଗ୍ରହଣ: ଏହି ୩ ରାଶିଙ୍କ ଉପରେ ବଡ଼ ସଙ୍କଟ! ଜାଣନ୍ତୁ ଅଶୁଭ ପ୍ରଭାବରୁ ବଞ୍ଚିବାର ଉପାୟ

୨୭ ଅଗଷ୍ଟରେ ଶ୍ରାବଣ ପୂର୍ଣ୍ଣିମାର ଆରମ୍ଭ ସକାଳ ୯ଟା ୮ ମିନିଟରେ ହେବ। ଏହାର ସମାପ୍ତି ୨୮ ଅଗଷ୍ଟ ରାତି ୯ଟା ୪୮ ମିନିଟରେ ହେବ। ଏଭଳି…

ପିଲାମାନଙ୍କୁ ସଠିକ୍‌ ମାର୍ଗ ଦର୍ଶନ ସହ ଅଧିକ ସମୟ ଦେବାକୁ ପରାମର୍ଶ

ଗଞ୍ଜାମ,୧୨ା୮(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ଭାରତୀ ବିଦ୍ୟାପୀଠ କନ୍‌ଫରେନ୍ସ ହଲ୍‌ଠାରେ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଏକ ଦିନିକିଆ ପ୍ରଧାନଶିକ୍ଷୟିତ୍ରୀ/ଶିକ୍ଷକ ସମ୍ମିଳନୀ ଓ ନବ ଭାରତ ସାକ୍ଷରତା…

ମଦଦୋକାନରେ ନକଲି ଅବକାରୀ ଅଧିକାରୀ

ରାଜକନିକା,୧୨।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ସଦର କାଜୁବଗିଚାଠାରେ ନୂତନଭାବେ ଖୋଲାଯାଇଥିବା ଏକ ଠିପିବନ୍ଦ ମଦ ଦୋକାନରେ ଅବକାରୀ ଅଧିକାରୀ ପରିଚୟ ଦେଇ କାଗଜପତ୍ର…

ପ୍ରଥମଥର ଏକାକୀ ବିମାନ ଉଡ଼ାଇଲେ ଯୁବତୀ, ଆକାଶରେ ଥାଇ ବାପାଙ୍କୁ କହିଲେ ଏହି ଦୁଇ ଶବ୍ଦ, ହୃଦୟକୁ ଛୁଇଁଗଲା…

ବାପା ଏବଂ ଝିଅଙ୍କ ମଧ୍ୟରେ ସମ୍ପର୍କ ବହୁତ ସ୍ବତନ୍ତ୍ର ହୋଇଥାଏ। ଜଣେ ବାପା ହେଉଛନ୍ତି ପ୍ରଥମ ବ୍ୟକ୍ତି ଯିଏ ତାଙ୍କ ଝିଅର ସ୍ବପ୍ନରେ ବିଶ୍ୱାସ କରନ୍ତି। ପ୍ରତ୍ୟେକ…

ଅନ୍ନପାଳ ହାଟ ପୋଲ ନିକଟରେ ଗୋରୁ ବୋଝେଇ ବୋଲେରୋ ଜବତ, ୬ ଗୋରୁ ଉଦ୍ଧାର

ତିହିଡ଼ି,୧୨।୮ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଅନ୍ନପାଳ ହାଟ ପୋଲ ନିକଟରେ ଗୋରୁ ବୋଝେଇ ଏକ ବୋଲେରୋ ଗାଡ଼ି ଜବତ ହୋଇଛି। ଗାଡ଼ିରୁ ୬ଟି ଗୋରୁଙ୍କୁ ଉଦ୍ଧାର…

ମୁଁ ସବୁ ପ୍ରଶ୍ନର ଉତ୍ତର ଦେବି…କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୧୨।୮: ସଂସଦର ମୌସୁମୀ ଅଧିବେଶନରେ ଚାଲିଥିବା ଅଚଳାବସ୍ଥା ମଧ୍ୟରେ ସମସ୍ତ ପ୍ରଶ୍ନର ଉତ୍ତର ଦେବାକୁ ପ୍ରସ୍ତୁତ ଥିବା କହିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri