ସବୁଠି ଗାନ ହେଲା ‘ବନ୍ଦେ ଉତ୍କଳ ଜନନୀ’

ବନ୍ତ,୩୦ା୫(ସ୍ବ.ପ୍ର.):କରୋନା ଯୋଦ୍ଧାଙ୍କୁ ଉତ୍ସାହିତ କରିବା ସହିତ ସେମାନଙ୍କୁ ସମ୍ମାନ ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ କ୍ରମେ ଶନିବାର ୫ଟା ୩୦ରେ ବନ୍ତ ବ୍ଲକର ଆଗରପଡା ଅଞ୍ଚଳରେ ସରକାରୀ କାର୍ଯାଳୟ, ଶିକ୍ଷାନୁଷ୍ଠାନରେ ସମୂହ ବନ୍ଦେ ଉକତ୍ଳ ଜନନୀ ଗାନ କରାଯାଇଛି। ଆଗରପଡା ବଜାର ମୁଖ୍ୟ ଛକରେ ଜୋନ ବିଜେଡି ପକ୍ଷରୁ ଜିଲାପରିଷଦ ସଭ୍ୟ ପ୍ରଶାନ୍ତ କୁମାର ଦାଶଙ୍କ ନେତୃତ୍ୱରେ ବନ୍ଦେ ଉତ୍କଳ ଜନନୀ ଗାନ କରାଯାଇଥିଲା। ଏଥିରେ ଏମ୍‌ପିଙ୍କ ପ୍ରତିନିଧି ଶ୍ରୀନାଥ ମହାନ୍ତି, ଯୁବନେତା ସତ୍ୟସାଧନ ବେଜ, ସମିତି ସଭ୍ୟ ଦିଲୀପ ପୁହାଣ, ଭୀଷ୍ମେଶ୍ୱର ଦାସଙ୍କ ସମେତ ବହୁ ଦଳୀୟ କର୍ମୀ ଭାଗ ନେଇଥିଲେ। ସେହିପରି ଆଗରପଡା ଥାନାରେ ଥାନାଧିକାରୀ ସୁକାନ୍ତି କେରେଇଙ୍କ ନେତୃତ୍ୱରେ ବନ୍ଦେ ଉତ୍କଳ ଜନନୀ ଗାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା…

‘ମାନବ ଚାଲାଣ ରୋକିବା ପାଇଁ ସମସ୍ତଙ୍କ ସହଯୋଗ ଜରୁରୀ’

ଭଞ୍ଜନଗର,୩୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଗୁରୁବାର ବିଶ୍ୱ ମାନବ ଚାଲାଣ ବିରୋଧୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମାନବ…

ଜମିରୁ ଫେରିବା ବେଳେ ଚାଷୀଙ୍କୁ ଦନ୍ତା ଆକ୍ରମଣ: ଉଜୁଡ଼ିଲା ସଂସାର, ଘର ଚଳାଇବା କଷ୍ଟକର

ଜି.ଉଦୟଗିରି,୩୦।୭ (ଚିନ୍ମୟ କୁମାର ସେଠି): କନ୍ଧମାଳ ଜିଲା ଜି.ଉଦୟଗିରି ବନାଞ୍ଚଳ ଅନ୍ତର୍ଗତ ଡଙ୍ଗାଏଜୁ ଗ୍ରାମର ସିରାପାଦେରୀ ନିକଟରେ ଦନ୍ତାହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି। କିଛି…

ଅସହାୟଙ୍କ ପାଇଁ ସାହା ହେଲା ବିନ୍ଦୁମିନା ସେବା ଫାଉଣ୍ଡେଶନ: ବର୍ଷା ବିପନ୍ନଙ୍କୁ ମାଗଣା ରାଶନ ଓ ଶୁଖିଲା ଖାଦ୍ୟ ବଣ୍ଟନ

ଭବାନୀପାଟଣା/ଗୋଲାମୁଣ୍ଡା,୩୦।୭(ଉତ୍ତମ କୁମାର ଦାଶ/ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ପ୍ରବଳ ବର୍ଷା ଯାହାକି ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିଛି, ସେହି ସମୟରେ ବିପନ୍ନଙ୍କ ପାଇଁ ଦେବଦୂତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri