ସବୁଦିନ ଏହି ଶିବମନ୍ଦିର ପ୍ରଦକ୍ଷିଣ କରିଥାନ୍ତି ପକ୍ଷୀଦଳ…

ଶିବମନ୍ଦିରରେ ଶ୍ରଦ୍ଧାଳୁ ୧୦୮ ଥର ପ୍ରଦକ୍ଷିଣ କରିଥାନ୍ତି । ଏହାଦ୍ୱାରା ଶୁଭଫଳ ମିଳିଥାଏ ବୋଲି କେତେକେ କୁହନ୍ତି। ତେବେ ମହେନ୍ଦ୍ରଗିରି ପର୍ବତରେ ଥିବା ଭୀମାଶଙ୍କର ଶିବମନ୍ଦିରରେ ପ୍ରତିଦିନ ପକ୍ଷୀଦଳ ମିଳିତ ଭାବେ ଉଡ଼ି ମନ୍ଦିର ପ୍ରଦକ୍ଷଣ କରିଥାନ୍ତିି। ମନ୍ଦିରରେ ଶଙ୍ଖନାଦ ସହ ପକ୍ଷୀମାନେ ଏଭଳି ପ୍ରଦକ୍ଷଣ କରିଥାନ୍ତି। ପକ୍ଷୀଙ୍କ ଏଭଳି କାର୍ଯ୍ୟ ସ୍ଥାନୀୟ ଲୋକ ତଥା ପର୍ଯ୍ୟଟକଙ୍କୁ ଆଶ୍ଚର୍ଯ୍ୟାନ୍ବିତ କରିଥାଏ। ମହେନ୍ଦ୍ରତନୟା ନଦୀକୂଳରେ ଥିବା ଏହି ମନ୍ଦିରରେ ଶ୍ରୀଲିଙ୍ଗ ଦ୍ୱାଦଶ ଜ୍ୟୋତିର୍ଲିଙ୍ଗ ମଧ୍ୟରେ ସ୍ଥାନ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମ ରିଲ କରିବାକୁ ଆପଣଙ୍କ ଫୋନରେ କେତେ ମେଗାପିକ୍ସେଲ କ୍ୟାମେରା ହେବା ଜରୁରୀ ଜାଣନ୍ତୁ

ନୂଆଦିଲ୍ଲୀ: ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଏକ ରିଲ ତିଆରି କରି ସମସ୍ତେ ଫେମଶ ହେବାକୁ ଚାହାଁନ୍ତି। ଏଥିପାଇଁ ଅନେକ ଲୋକ ବହୁତ କଠିନ ପରିଶ୍ରମ...

ରୋହିତ ବେମୁଲାଙ୍କ ଆତ୍ମହତ୍ୟାର ପୁଣି ତଦନ୍ତ କରିବେ ତେଲଙ୍ଗାନା ସରକାର

ହାଇଦ୍ରାବାଦ, ୫।୫:ବହୁ ଚର୍ଚ୍ଚିତ ରୋହିତ ବେମୁଲା ଆତ୍ମହତ୍ୟା ମାମଲାରେ ସାଇବରାବାଦ ପୋଲିସ ପକ୍ଷରୁ ଜାରି ହୋଇଥିବା କ୍ଲୋଜର ରିପୋର୍ଟକୁ ନେଇ ରୋହିତଙ୍କ ପରିବାର ପକ୍ଷରୁ ଅସନ୍ତୋଷ...

ରାମଲାଲାଙ୍କୁ ସାଷ୍ଟାଙ୍ଗ ପ୍ରଣିପାତ କରି ରୋଡ ଶୋ’ରେ ବାହାରିଲେ ମୋଦି

ଅଯୋଧ୍ୟା,୫।୫: ଜାନୁଆରୀ ୨୨ରେ ରାମ ମନ୍ଦିରର ଉଦଘାଟନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାମ ଲାଲାଙ୍କ ଦର୍ଶନ ପାଇବା ପାଇଁ...

ଗଧରେ ଚଢ଼ି ନାମାଙ୍କନ ଦାଖଲ ପାଇଁ ପହଞ୍ଚିଲେ ପ୍ରାର୍ଥୀ

ଗୋପାଳଗଞ୍ଜ,୫।୫ଚଳିତ ଲୋକ ସଭା ନିର୍ବାଚନରେ ବିଭିନ୍ନ ପ୍ରାର୍ଥୀଙ୍କ ଅଜବ ଗଜବ ରଙ୍ଗ ଥମିବାର ନାଁ ନେଉନାହିଁ। ବିହାରର ଗୋପାଳଗଞ୍ଜ ଲୋକ ସଭା ଆସନରୁ ଜଣେ ସ୍ବାଧୀନ...

ମେହେବୁବା ମୁଫତିଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ଶ୍ରୀନଗର,୫।୫: ଲୋକ ସଭା ନିର୍ବାଚନରେ ତୃତୀୟ ପର୍ଯ୍ୟାୟ ଭୋଟ ଦେବା ପୂର୍ବରୁ ରବିବାର (ମେ ୫) ପିଡିପି ସଭାପତି ମେହବୁବା ମୁଫତିଙ୍କୁ ଏକ ସୋ କଜ...

ନୁପୂର ଶର୍ମାଙ୍କୁ ହତ୍ୟା ଧମକ ଦେଇଥିବା ମୌଲବୀ ଗିରଫ

ସୁରଟ,୫ା୫: ଭାଜପାର ପୂର୍ବତନ ମୁଖପାତ୍ର ନୁପୂର ଶର୍ମାଙ୍କୁ ହତ୍ୟା ଧମକ ଦେବା ସହ ହିନ୍ଦୁ ସଂଗଠନର ଜଣେ ନେତାଙ୍କୁ ହତ୍ୟା ଯୋଜନା କରିଥିବା ଅଭିଯୋଗରେ ସୁରଟର...

ଗୁରୁଦ୍ୱାରାରେ ଯୁବକଙ୍କୁ ପିଟିପିଟି ମାରିଦେଲେ

ଚଣ୍ଡିଗଡ଼,୫ା୫: ପଞ୍ଜାବର ଫିରୋଜପୁରସ୍ଥିତ ଗୁରୁଦ୍ୱାରାରେ ଜଣେ ୧୯ ବର୍ଷୀୟ ଯୁବକ ପ୍ରବେଶ କରି ପବିତ୍ର ଗୁରୁଗ୍ରନ୍ଥ ସାହିବ୍‌ର କେତେକ ପୃଷ୍ଠା ଚିରିଦେବା ଅଭିଯୋଗରେ ଉତ୍ତ୍ୟକ୍ତ ଲୋକେ...

ଅଯୋଧ୍ୟାରେ ମୋଦି, ନେଲେ ରାମଲାଲାଙ୍କ ଆଶିଷ

ଅଯୋଧ୍ୟା,୫।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମଲାଲାଙ୍କ ଦର୍ଶନ କରିଛନ୍ତି। ସେ ଭଗବାନ ଶ୍ରୀ ରାମଙ୍କୁ ପୂଜା କରି ଆଶୀର୍ବାଦ ନେଇଛନ୍ତି। ମେ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri