Posted inଖେଳ

ସବ୍‌ ଜୁନିୟର ଖୋ ଖୋ: ମହାରାଷ୍ଟ୍ର-ଓଡ଼ିଶା ଫାଇନାଲ

ଭୁବନେଶ୍ୱର, ୬।୧୦ (ସ୍ପୋଟର୍‌ସ ବ୍ୟୁରୋ)- ରାଞ୍ଚତ୍ର ହଟ୍‌ଓ୍ବରସ୍ଥିତ ଆଲବର୍ଟ ଏକ୍କା ଖୋ ଖୋ ଷ୍ଟାଡିୟମରେ ଚାଲିଥିବା ୩୦ତମ ଜାତୀୟ ସବ୍‌-ଜୁନିୟର ଖୋ ଖୋ ପ୍ରତିଯୋଗିତାର ଉଭୟ ବାଳିକା ଓ ବାଳକ ଫାଇନାଲରେ ଓଡ଼ିଶା ପ୍ରବେଶ କରିଛି। ରବିବାର ଖେଳାଯିବାକୁ ଥିବା ଉଭୟ ବାଳିକା ଓ ବାଳକ ବର୍ଗର ଫାଇନାଲରେ ଓଡ଼ିଶାର ମୁକାବିଲା ଡିଫେଣ୍ଡିଂ ଚାମ୍ପିୟନ ମହାରାଷ୍ଟ୍ର ସହ ହେବ। ଶନିବାର ଖେଳାଯାଇଥିବା ବାଳକ ସେମିଫାଇନାଲ ମୁକାବିଲାରେ ମହାରାଷ୍ଟ୍ର ୩ ମିନିଟ୍‌ ଓ ୨ ପଏଣ୍ଟରୁ କମ୍‌ ବ୍ୟବଧାନରେ ଉତ୍ତର ପ୍ରଦେଶକୁ ହରାଇଥିଲା। ସେହିଭଳି ଓଡ଼ିଶା ବାଳକ ଦଳ କ୍ୱାର୍ଟରରେ ଗୁଜରାଟକୁ ଏବଂ ସେମିଫାଇନାଲରେ ଆନ୍ଧ୍ର ପ୍ରଦେଶକୁ ହରାଇ ଟାଇଟଲ୍‌ ଲାଢ଼େଇରେ ପ୍ରବେଶ କରିଛି। ଅପରପକ୍ଷରେ ବାଳିକା ବିଭାଗ ସେମିଫାଇନାଲରେ ମହାରାଷ୍ଟ୍ର କ୍ୱାର୍ଟର ଓ ସେମିଫାଇନାଲରେ ଯଥାକ୍ରମେ ହରିୟାଣା ଓ କର୍ନାଟକକୁ ପରାସ୍ତ କରିଛି। ସେହିଭଳି ଗୁଜରାଟ ଓ ଆୟୋଜକ ଝାଡ଼ଖଣ୍ଡକୁ ଯଥାକ୍ରମେ କ୍ୱାର୍ଟର ଓ ସେମିଫାଇନାଲରେ ହରାଇ ଓଡ଼ିଶା ବାଳିକା ଦଳ ଫାଇନାଲରେ ପହଞ୍ଚତ୍ଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri