ସମଲେଶ୍ୱରୀ ଏକ୍ସପ୍ରେସ୍‌ ଟ୍ରେନ୍‌ ଦୁର୍ଘଟଣା ପ୍ରସଙ୍ଗ: ରେଳମନ୍ତ୍ରୀଙ୍କ ସହ କଥା ହେଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ରାୟଗଡା ଜିଲାରେ ମଙ୍ଗଳବାର ସମଲେଶ୍ୱରୀ ଏକ୍ସପ୍ରେସ ଟ୍ରେନ ଦୁର୍ଘଟଣାଗ୍ରସ୍ତ ହୋଇଛି। କର୍ତ୍ତବ୍ୟରତ ରେଳ କର୍ମଚାରୀଙ୍କ ମୃତ୍ୟୁରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଦୁଃଖପ୍ରକାଶ କରିଛନ୍ତି। ଏହାସହ ସେ ରେଳମନ୍ତ୍ରୀ ପୀୟୂଷ ଗୋଏଲଙ୍କ ସହ ଏ ବିଷୟରେ କଥା ହୋଇଥିବା ସାମାଜିକ ଗଣମାଧ୍ୟମରେ ଉଲ୍ଲେଖ କରିଛନ୍ତି ା ଧର୍ମେନ୍ଦ୍ର ନିଜ ଟୁଇଟରରେ ଉଲ୍ଲେଖ କରିଛନ୍ତି ଯେ, ପୀୟୂଷ ଗୋଏଲ ଏହି ଦୁର୍ଘଟଣାରେ ଭାରତୀୟ ରେଳପଥର ଉଦ୍ଧାର କାର୍ଯ୍ୟରେ ବ୍ୟକ୍ତିଗତ ହସ୍ତକ୍ଷେପ କରି ତା’ର ତଦାରଖ କରୁଛନ୍ତି ା ଏ ସମ୍ପର୍କରେ ସେ ସୂଚନା ଦେଇ କହିଛନ୍ତି, ସମଲେଶ୍ୱରୀ ଏକ୍ସପ୍ରେସରେ ଥିବା ସମସ୍ତ ଯାତ୍ରୀ ନିରାପଦ ଅଛନ୍ତି ଏବଂ ସମସ୍ତଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri