ସମସ୍ତ ୨୦ କରୋନା ଆକ୍ରାନ୍ତ ଶିଶୁ ସୁସ୍ଥ: ବାଗଚୀ

ଭୁବନେଶ୍ୱର,୧୫।୫(ବ୍ୟୁରୋ)-ଗତ ୨୦ ଦିନ ମଧ୍ୟରେ ୨୦ ଜଣ ଶିଶୁ ମହାମାରୀ କରୋନା ଭାଇରସରେ ଆକ୍ରାନ୍ତ ହୋଇଥିଲେ। ବର୍ତ୍ତମାନ ଏମାନେ ସଂପୂର୍ଣ୍ଣ ଭାବେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ବୋଲି ଶୁକ୍ରବାର ସ୍ଥାନୀୟ ଗୀତ ଗୋବିନ୍ଦ ସଦନରେ ରାଜ୍ୟ କୋଭିଡ-୧୯ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗଚୀ କହିଛନ୍ତି। ମୁଖପାତ୍ର ବାଗଚୀ ଆହୁରି କହିଛନ୍ତି, ଆମେରିକାରେ ଭାରତ ତୁଳନାରେ କରୋନା ଭାଇରସ ୧୭ ଗୁଣ ଅଧିକ। ସେହିପରି ସିଙ୍ଗାପୁରରେ ମଧ୍ୟ ସ୍ଥିତି ସଙ୍ଗୀନ ରହିଛି ବୋଲି ପ୍ରକାଶ କରିଥିଲେ। ସେହିପରି ଇଟାଲୀରେ କରୋନା ଭାଇରସ ଯୋଗୁ ୩୧ ହଜାରରୁ ଅଧିକ ଲୋକଙ୍କ ଜୀବନ ଯାଇଥିବାବେଳେ ସମଗ୍ର ବିଶ୍ୱରେ କରୋନା ଭାଇରସ ଯୋଗୁ ୩ ଲକ୍ଷ ଲୋକ ପ୍ରାଣ ହରାଇଲେଣି। ରାଜ୍ୟ ସରକାର ୩୦ଟି ଜିଲାରେ କୋଭିଡ-୧୯ ହସ୍ପିଟାଲ ନିର୍ମାଣ କରିଛନ୍ତି। ମୋଟ ୩୫ଟି କୋଭିଡ-୧୯ ହସ୍ପିଟାଲରେ ୫ ହଜାର ୭୦୦ ଶଯ୍ୟାର ବ୍ୟବସ୍ଥା କରାଯାଇଛି। ଆଜି ଗୋଟିଏ ଦିନରେ ୧୫ ହଜାର ୩୬୦ ପ୍ରବାସୀ ଓ ଆସି ପହଞ୍ଚିଛନ୍ତି। ଏପର୍ଯ୍ୟନ୍ତ ବାହାର ରାଜ୍ୟରୁ ୧୫ ହଜାର ୩୬୦ ଜଣ ପ୍ରବାସୀ ଫେରିଛନ୍ତି ବୋଲି ବାଗଚୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬୦୦ ବର୍ଷର ଐତିହାସିକ ପରମ୍ପରା: ଗ୍ରାମର ପ୍ରତ୍ୟେକ ଘରକୁ ଯାଇ ପଣା ଗ୍ରହଣ କରନ୍ତି…

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ): ଓଡ଼ିଆ ନବ ବର୍ଷ ପଣା ସଂକ୍ରାନ୍ତି (ମହା ବିଷୁବ ସଂକ୍ରାନ୍ତି) ମେରୁରେ ଗଞ୍ଜାମ ବ୍ଲକର ଶତ୍ରୁଶୋଲ ଗ୍ରାମ ନିକଟରେ ଥିବା ବାବା ମୁକ୍ତେଶରଙ୍କ ବହୁ…

ବେଦାନ୍ତ ପାଓ଼୍ବାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୯ ମୃତ ୪୦ରୁ ଅଧିକ ଆହତ

ରାୟପୁର,୧୪।୪: ବେଦାନ୍ତ ଲିମିଟେଡର ପାଓ଼୍ବାର ପ୍ଲାଣ୍ଟରେ ବିସ୍ଫୋରଣ ଘଟି ୯ଜଣଙ୍କ ମୃତ୍ୟୁ। ଏପରି ଅଭାବନୀୟ ଘଟଣା ଘଟିଛି ଛତିଶଗଡ଼ର ସକ୍ତି ଜିଲାରେ ଏକ ପାଓ଼୍ବାର ପ୍ଲାଣ୍ଟରେ। ଯେଉଁଠି…

ଦେଶର ଏହି ରାଜ୍ୟରେ ମୁଖ୍ୟମନ୍ତ୍ରୀ ପଦ ପାଇନି ଭାଜପା; ସଂଖ୍ୟା ଜାଣିଲେ ତାଜୁବ ହେବେ…

୧୪ ଏପ୍ରିଲ ୨୦୨୬ ବିହାର ରାଜନୀତିରେ ଏକ ପ୍ରମୁଖ ପରିବର୍ତ୍ତନର କାରଣ ହୋଇଥିଲା। ବିଶେଷକରି, ସମ୍ରାଟ ଚୌଧୁରୀଙ୍କୁ ବିହାରରେ ଭାଜପା ବିଧାୟକ ଦଳର ନେତା ଭାବରେ ନିର୍ୱାଚିତ…

ରାତାରାତି ଷ୍ଟାର ପାଲଟିଗଲେ ପ୍ରଫୁଲ୍ଲ: ୨୪ ଘଣ୍ଟାରେ ବଦଳିଗଲା ଭାଗ୍ୟ

ନୂଆଦିଲ୍ଲୀ,୧୪।୪: ପ୍ରଫୁଲ୍ଲ ହିଙ୍ଗେ ଆଇପିଏଲ ଇତିହାସରେ ଏପରି କିଛି ହାସଲ କରିଛନ୍ତି ଯାହା ଜସପ୍ରୀତ ବୁମରା, ମହମ୍ମଦ ଶାମି, ମିଚେଲ ଷ୍ଟାର୍କ ଏବଂ ଡେଲ ଷ୍ଟେନଙ୍କ ପରି…

୮ କୋଟିରୁ ଅଧିକ ସମ୍ପତ୍ତି, ବାର୍ଷିକ ଆୟ ୧୭ ଲକ୍ଷ! ବିହାର ନୂଆ ମୁଖ୍ୟମନ୍ତ୍ରୀଙ୍କ ସମ୍ପତ୍ତି ଜାଣିଲେ ଚମକି ପଡିବେ?

ପାଟନା,୧୪।୪: ବିହାର ରାଜନୀତିରେ ଏକ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି। ତାରାପୁର ନିର୍ୱାଚନମଣ୍ଡଳୀର ବିଧାୟକ ଏବଂ ଭାରତୀୟ ଜନତା ପାର୍ଟି (ଭାଜପା)ର ଜଣେ ପ୍ରମୁଖ ନେତା ସମ୍ରାଟ…

ବିହାରରେ ‘ସମ୍ରାଟ’ ଯୁଗ ଆରମ୍ଭ: ବୁଧବାର ଶପଥ ଗ୍ରହଣ

ପାଟନା,୧୪।୪: ନୀତୀଶ କୁମାର ମଙ୍ଗଳବାର ବିହାରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କର ଶେଷ କ୍ୟାବିନେଟ ବୈଠକ କରି ରାଜ୍ୟପାଳଙ୍କ ସହ ସାକ୍ଷାତ କରି ଇସ୍ତଫା ପତ୍ର…

ବିହାରରେ ‘ନୀତୀଶ ଯୁଗ’ ଶେଷ: ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା , କିଏ ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ?

ପାଟନା,୧୪।୪: ଆଜି ବିହାର ରାଜନୀତିରେ ଏକ ଐତିହାସିକ ଯୁଗର ଅନ୍ତ ହୋଇଛି। ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri