Posted inଜାତୀୟ

ସମାଜ କାମରେ ଆସୁ ନ ଥିବା ପାଠପଢ଼ା ନୁହେଁ ପ୍ରକୃତ ଶିକ୍ଷା: ଉପରାଷ୍ଟ୍ରପତି

ଚଣ୍ଡିଗଡ଼,୨୯।୪: ସମାଜ କାମରେ ଆସୁ ନ ଥିବା ପାଠପଢ଼ା ପ୍ରକୃତ ଶିକ୍ଷା ନୁହେଁ ବୋଲି ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କହିଛନ୍ତି। ପଞ୍ଜାବ ବିଶ୍ୱବିଦ୍ୟାଳୟର ଏକ ଦିକ୍ଷାନ୍ତ ଉତ୍ସବରେ ଯୋଗଦେଇ ଉପରାଷ୍ଟ୍ରପତି ଏପରି କହିଛନ୍ତି। ଉପସ୍ଥିତ ଯୁବବର୍ଗଙ୍କୁ ସେ ସୁରକ୍ଷିତ ସ୍ବାସ୍ଥ୍ୟ ରକ୍ଷା ପାଇଁ ସଚେତନ ରହିବାକୁ ପରାମର୍ଶ ଦେଇଥିଲେ। ସମ୍ପ୍ରତି ଯୁବବର୍ଗ ଉଚ୍ଚଶିକ୍ଷା ପରେ ବିଦେଶ ଯାତ୍ରା କରୁଥିବା ନେଇ ଉପରାଷ୍ଟ୍ରପତି ଚିନ୍ତାପ୍ରକଟ କରିଥିଲେ। ବିଦେଶ ଯିବା ସହିତ ମାତୃଭୂମିର ସେବା ମଧ୍ୟ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଥିଲେ। ଦେଶରେ ସମସ୍ତ ସୁବିଧା ଥିବାବେଳେ ଯୁବବର୍ଗଙ୍କ ଏଭଳି ବ୍ରେନ୍‌ଡ୍ରେନ୍‌ ସମାଜ ଲାଗି ଉଦ୍ଦିଷ୍ଟ ନ ଥିବା ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Dharmendra Pradhan Resignation: ଇସ୍ତଫା ପରେ କେନ୍ଦ୍ରମନ୍ତ୍ରୀଙ୍କୁ କେତେ ମିଳେ ପେନସନ୍? ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୬ା୭:ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌କୁ ନେଇ ଚାପ ବଢ଼ିବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଛନ୍ତି। ଧର୍ମେନ୍ଦ୍ରଙ୍କ ଇସ୍ତଫା କକ୍‌ରୋଚ ଜନତା ପାର୍ଟି (ସିଜେପି)…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଦାୟିତ୍ୱ ନେଲେ ନୂଆ ଶିକ୍ଷାମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀ

ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ର ମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରିଥିଲେ।…

ସମୁଦ୍ର ନୁହେଁ, ମରୁଭୂମିରୁ ମିଳିଲା ୫୦୦ ବର୍ଷ ପୁରୁଣା ଜାହାଜ; ଭିତରୁ ବାହାରିଲା କୋଟି କୋଟି ଟଙ୍କାର ଖଜଣା

ନୂଆଦିଲ୍ଲୀ,୨୬ା୭: କଳ୍ପନା କରନ୍ତୁ, ଯେଉଁଠି ଚାରିଆଡ଼େ କେବଳ ବାଲି ହିଁ ବାଲି, ସେଠାରେ ଅଚାନକ ଏକ ପୁରୁଣା ଜାହାଜ ମିଳିଗଲେ କେମିତି ଲାଗିବ? ଏପରି ହିଁ ଘଟିଥିଲା…

ଲୋହିତ ସାଗର ଜଳିଗଲେ ବି ‘ଇରାନର କୁମ୍ଭକର୍ଣ୍ଣ’ ଭାରତର କିଛି କ୍ଷତି କରିପାରିବ ନାହିଁ

ତେହରାନ/ନୂଆଦିଲ୍ଲୀ,୨୬।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ଜାରି ରହିଛି। ଏପର୍ଯ୍ୟନ୍ତ କେବଳ ହର୍ମୁଜ ପ୍ରଣାଳୀ ଜାହାଜ ଚଳାଚଳ ପାଇଁ ବନ୍ଦ ଥିଲା, କିନ୍ତୁ ଏହି ସଂଘର୍ଷର…

ମୋଦିଙ୍କ ମନ କି ବାତ: କାରଗିଲ ବିଜୟ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬।୭: ଦେଶର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ, ପ୍ରତି ମାସର ଶେଷ ରବିବାର ସକାଳ ୧୧ ଟାର ବିଶେଷ ଗୁରୁତ୍ୱ ରହିଛି। ଏହାର କାରଣ ହେଉଛି ପ୍ରଧାନମନ୍ତ୍ରୀ…

ଛାତ୍ରମାନଙ୍କୁ ପିଟିବାକୁ କିଏ ଦେଇଥିଲା ନିର୍ଦ୍ଦେଶ? ଅମିତ ଶାହାଙ୍କୁ ଚିଠି ଲେଖି ରାହୁଲ ପଚାରିଲେ ଏମିତି ତୀକ୍ଷ୍ଣ ପ୍ରଶ୍ନ

ନୂଆଦିଲ୍ଲୀ,୨୬ା୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଛାତ୍ର ପ୍ରତିବାଦ ସମ୍ପର୍କରେ ଏକ ଚିଠି ଲେଖିଛନ୍ତି। ସେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ପ୍ରଶ୍ନ କରିଛନ୍ତି ଯେ,…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୁହଁ ଖୋଲିଲେ ଅନ୍ନା ହଜାରେ, କିଏ ହାରିଲା…

ନୂଆଦିଲ୍ଲୀ,୨୬ା୭: NEET ପେପର୍‌ ଲିକ୍ ମାମଲାକୁ ନେଇ ସାରା ଦେଶରେ ହୋଇଥିବା ଛାତ୍ର ଆନ୍ଦୋଳନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ସମାଜସେବୀ ଅନ୍ନା…

କେତେ ସମ୍ପତ୍ତିର ମାଲିକ ପ୍ରହ୍ଲାଦ ଯୋଶୀ, ଜାଣନ୍ତୁ ଶିକ୍ଷାମନ୍ତ୍ରୀଙ୍କ ନେଟଓ଼୍ବର୍ଥ…

ନୂଆଦିଲ୍ଲୀ,୨୬ା୭: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଦିଆଯାଇଛି। ସେ ପୂର୍ବରୁ ହିଁ ଖାଉଟି ବ୍ୟାପାର ମନ୍ତ୍ରଣାଳୟ ସମ୍ଭାଳୁଛନ୍ତି। ଶିକ୍ଷାମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri