ସମାଜ ସେବାରେ ବେସାମରିକ ବାହିନୀର କାର୍ଯ୍ୟ ପ୍ରଶସଂନୀୟ

କୋରାପୁଟ,୬।୧୨(ସ୍ବ.ପ୍ର.): କୋରାପୁଟସ୍ଥିତ କାର୍ନିଭାଲ ପଡ଼ିଆରେ ଶୁକ୍ରବାର ୫୭ିତମ ବେସାମରିକ ବାହିନୀର ପ୍ରତିରକ୍ଷା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ କୋରାପୁଟ ଅତିରିକ୍ତ ଜିଲାପାଳ ଦେବେନ କୁମାର ପ୍ରଧାନ ମୁଖ୍ୟ ଅତିଥିଭାବେ ଯୋଗଦେଇ ବେସାମରିକ ବାହିନୀର ଏବଂ ଜାତୀୟ ପତାକାକୁ ଉତ୍ତୋଳନ କରିବା ସହ ଏହାର ଆଭିମୁଖ୍ୟ ସମ୍ପର୍କରେ ଆଲୋଚନା କରିଥିଲେ। ସମାଜ ସେବାରେ ବେସାମରିକ ବାହିନୀର କାର୍ଯ୍ୟ ପ୍ରଶସଂନୀୟ ବୋଲି କହିଥିଲେ । ବେସାମରିକ ବାହିନୀର ଅଧିକାରୀ ରମାନାଥ ମିଶ୍ରଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କୋରାପୁଟ ପିଡି ଡିଆର୍‌ଡିଏ ପ୍ରବୀର କୁମାର ନାୟକ, ଉପଜିଲାପାଳ ଲଳିତ କୁମାର କହଁର, ଜିଲା ପରିଷଦ ଉପାଧକ୍ଷା ନାସୁଲୁ କାମିଡି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲିଙ୍ଗ ପରିବର୍ତ୍ତନ କରି ପୁଅରୁ ଝିଅ ହେଲେ, ସମୀର ନାୟକରୁ ଏବେ ସମୀରା ମାଡାମ

ଖଲ୍ଲିକୋଟ,୩।୨ (ପ୍ରଶାନ୍ତ କୁମାର ମିଶ୍ର): ପୁଅ ଥିଲେ ଝିଅ ହୋଇଗଲେ। ସମୀର ନାୟକରୁ ବନିଗଲେ ସମୀରା ମାଡାମ । ଓଡିଶାର ପ୍ରଥମ ଟ୍ରାନ୍ସ ଓମେନ ଆର୍ଟିଷ୍ଟ ହେଲେ…

ତେଲ ଟ୍ୟାଙ୍କର ନେଲା ମହିଳାଙ୍କ ଜୀବନ: ରାସ୍ତାରୋକ, ସ୍କର୍ପିଓ ଭଙ୍ଗାରୁଜା

ବରଗଡ଼,୩।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ -ଭଟଲି ରାସ୍ତାର ବରଡୋଲ ନିକଟରେ ସୋମବାର ସନ୍ଧ୍ୟାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ତେଲ ବୋଝେଇ ଟ୍ୟାଙ୍କର ବିପରୀତ ଦିଗରୁ ଆସୁଥିବା…

ବାଇକ ଚୋରି କରି କମ୍‌ ଦାମ୍‌ରେ ବିକୁଥିଲେ ଅଭିଯୁକ୍ତ, ଧରିଲା ପୋଲିସ

ବଲାଙ୍ଗିର,୨।୨ (ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲା ପୁଇଁତଳା ଥାନା ପୋଲିସ ହାତରେ ଧରାପଡିଛନ୍ତି ବାଇକ ଚୋର । ଜଣେ ବାଇକ ଚୋର ସହିତ ଚୋର…

ଗଣିତ ନୋଟ୍‌ ବୁକ୍‌ ନେଇ ନଥିଲେ ବୋଲି ୩ୟ ଶ୍ରେଣୀ ଛାତ୍ରଙ୍କୁ ଲହୁଲୁହାଣ କଲେ ଶିକ୍ଷୟିତ୍ରୀ, ଡାକ୍ତରଖାନାରେ ହେଲେ ଭର୍ତ୍ତି

ଦାରିଙ୍ଗବାଡି, ୨ ।୨ (ଅରୁଣ ସାହୁ ): ଦଣ୍ଡମୁକ୍ତ ଅଞ୍ଚଳରେ ପ୍ରଚଣ୍ଡ ଦଣ୍ଡ ବ୍ୟବସ୍ଥା। ସାଧାରଣ ଗଣିତ ନୋଟ୍‌ ବୁକ୍‌ ଭୁଲିଯିବା ଓ ବିନା ନୋଟ୍‌ ବୁକ୍‌ରେ…

୧୫ ଫୁଟ୍‌ ପୋଲ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର, ହେଲ୍‌ପର

ଲାଞ୍ଜିଗଡ଼,୨।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶନାଥପୁର ଥାନା ଅନ୍ତର୍ଗତ ଢେପଗୁଡ଼ା ପୋଲରେ ପୁଣି ଏକ କୋଇଲା ବୋଝେଇ ଟ୍ରକ୍‌ ପୋଲ ତଳକୁ ଖସିପଡ଼ିଛି।…

କେନ୍ଦ୍ର ବଜେଟ୍‌ରେ ଇକୋ ଟୁରିଜିମ୍‌କୁ ଗୁରୁତ୍ୱ: ଋଷିକୂଲ୍ୟା ମୁହାଁଣରେ ହେବ…

ଗଞ୍ଜାମ,୨।୨(ବିଦ୍ୟାଧର ସାହୁ): ବିଶ୍ବ ପର୍ଯ୍ୟଟନ ମାନଚିତ୍ରରେ ସାମୁଦ୍ରିକ କଇଁଛ ବିରଳ ପ୍ରଜାତିର ଅଲିଭ ରିଡ୍‌ଲେଙ୍କ ଏନ୍ତୁଡ଼ିଶାଳ ଭାବେ ସ୍ବତନ୍ତ୍ର ସ୍ଥାନ ପାଇଥିବା ଋଷିକୂଲ୍ୟା ମୁହାଁଣରେ ଇକୋ କରିଡର…

ବାଟରେ ଯାଉଥିବାବେଳେ ଦୁର୍ଘଟଣାରେ ଗୁରୁତରଙ୍କୁ ଦେଖି ଏମିତି କାମ କଲେ ସାମାଜିକ କର୍ମୀ

ଦିଗପହଣ୍ଡି,୨।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡାହାଡ ଡ୍ୟାମ ରାସ୍ତାର ବିଦେଶୀ ମଦ ଦୋକାନ ନିକଟରେ ସୋମବାରଜଣେ ସ୍କୁଟି ଚାଳକ ଗାଡିରୁ ନିୟନ୍ତ୍ରଣ ହରାଇ…

ନାବାଳିକାଙ୍କୁ ଅପହରଣ କରିନେଇ ହାତ ଗୋଡ ବାନ୍ଧି ଜଙ୍ଗଲରେ ଛାଡି ପଳାଇଲେ, ଶାରୀରିକ ସମ୍ପର୍କ ପାଇଁ…

ତୁମୁଡିବନ୍ଧ,୨।୨(ଦୀପକ କୁମାର ପରାସେଠ): ନାବାଳିକାଙ୍କୁ ଅପହରଣ କରି ହାତ ଗୋଡ ବାନ୍ଧି ଜଙ୍ଗଲରେ ଛାଡି ପଳାଇଲେ। ରାତି ଅନ୍ଧାର ଭିତରେ ଘଞ୍ଚ ଜଙ୍ଗଲରେ ଭୟରେ ଜୀବନ ବଞ୍ଚାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri