ଭଣ୍ଡାରିପୋଖରୀ, ୨୯ା୧(ଡି.ଏନ୍.ଏ.)-ସେବା ସମବାୟ ସମିତିରୁ ଋଣ ଆଣି ପରିଶୋଧ ନ କରିବା ଅଭିଯୋଗରେ ରବିବାର ପୋଲିସ ଜଣଙ୍କୁ ଗିରଫ କରିଛି। ସେ ହେଲେ ଭଣ୍ଡାରିପୋଖରୀ ଥାନା ତେସିଙ୍ଗା ଗ୍ରାମର ବୃନ୍ଦାବନ ନାୟକ। ବୃନ୍ଦାବନ ତେସିଙ୍ଗା ସେବା ସମବାୟ ସମିତିରୁ ବ୍ୟବସାୟ ପାଇଁ ଋଣ କରି ପରିଶୋଧ କରି ନ ଥିଲେ। ଏନେଇ ୨୦୧୫ରେ ସମିତି ପକ୍ଷରୁ ଭଦ୍ରକ ଏସ୍ଡିଜେଏମ୍ କୋର୍ଟରେ ବୃନ୍ଦାବନଙ୍କ ସମେତ ୧୪୨ ଜଣଙ୍କ ନାମରେ ମାମଲା ରୁଜୁ କରାଯାଇଥିଲା। କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସ୍ଥାନୀୟ ପୋଲିସ ବୃନ୍ଦାବନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।
Posted inଆମ ଜିଲା ଖବର, ଭଦ୍ରକ View All
ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ
ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…
ମୃତ ପୋଲିସ କର୍ମଚାରୀଙ୍କ ପରିବାରକୁ ବୀମା ରାଶି ପ୍ରଦାନ
ଛତ୍ରପୁର, ୧୦।୭ (ଦିଲୀପ ସାମଲ) : ୨୦୨୪ ମସିହାରେ କାର୍ଯ୍ୟରତ ଅବସ୍ଥାରେ ଅକସ୍ମାତ ହୃଦ୍ଘାତରେ ପରଲୋକ ବରଣ କରିଥିବା ଚମାଖଣ୍ଡି ପୋଲିସ ଥାନା କର୍ମଚାରୀ ସଞ୍ଜିତ ସ୍ୱାଇଁଙ୍କ…
ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ
ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…
ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର
ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…
ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ
ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ…
ପାଟପୁରରେ ବୁଲା କୁକୁରଙ୍କ ଆତଙ୍କ: ବ୍ରହ୍ମପୁର ବିଏମସି ପକ୍ଷରୁ କୁକୁର ଧରା ଅଭିଯାନ, ୯ ବୁଲା କୁକୁରଙ୍କୁ ଉଠାଇନେଲେ…
ଦିଗପହଣ୍ଡି,୧୦|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର, ମହାନାଳା, ଜୟନଗର, ରାଧାଦେଇପୁର,ପଳାଶପୁର ପ୍ରଭୃତି ବିଭିନ୍ନ ଗ୍ରାମରେ ଗତ ପ୍ରାୟ ୩ ମାସ ହେଲା…
ଅବସରପ୍ରାପ୍ତ କର୍ମଚାରୀ ସଙ୍ଘର ୩୮ ତମ ବାର୍ଷିକୋତ୍ସବ: ବୃନ୍ଦ ଯୋଗଦେଇ ଥିଲେ …
ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଙ୍ଘର ୩୮ତମ ବାର୍ଷିକୋତ୍ସବ ଶୁକ୍ରବାର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ରାଜବାଟି ପରିସରରେ…
୧୨ ନବନିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ସମ୍ବର୍ଦ୍ଧନା: ଶିକ୍ଷା କ୍ଷେତ୍ରରେ ନେତୃତ୍ୱର ଭୂମିକା…
ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ବ୍ଲକର ୧୨ ଜଣ ନବନିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ସମ୍ବର୍ଦ୍ଧନା ଜଣାଯାଇଛି। ଗୋଷ୍ଠୀ ଉନ୍ନୟନ…
Archives

