ସମିତିସଭ୍ୟଙ୍କ ଶପଥପାଠର ଭିଡିଓ ଭାଇରାଲ : ବ୍ଲକ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ୧୭ରେ

ଦାରିଙ୍ଗବାଡ଼ି,୧୬ା୬(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷା ସୁବେନ୍ତ୍ରୀ ପ୍ରଧାନଙ୍କ ନିର୍ବାଚନ ମାମଲାରେ ତାଙ୍କ ପଦବୀ ଅସିଦ୍ଧ ଘୋଷିତ ହୋଇଛି। ଗତ କିଛି ଦିନ ହେଲା ଉପାଧ୍ୟକ୍ଷ ରମାକାନ୍ତ ବଳିଆର ସିଂ ଅଧ୍ୟକ୍ଷ ଦାୟିତ୍ୱ ତୁଲାଉଛନ୍ତିି। ଏହି ସମୟରେ ଅଧ୍ୟକ୍ଷ ପଦ ପୂରଣ ପାଇଁ ନିର୍ବାଚନ ଆସନ୍ତା ବୁଧବାର ୧୭ତାରିଖରେ କରାଯିବାକୁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି ା ଏଥିପାଇଁ ସମିତିସଭ୍ୟମାନେ ଦୁଇ ଦଳରେ ବିଭକ୍ତ ହୋଇ ଏବେ ଅଜ୍ଞାତବାସରେ ରହିଛନ୍ତି। ଗୋଟିଏ ଦଳ ତାଜୁଙ୍ଗିଆ ସମିତିସଭ୍ୟା ରୁଦା ମଲିକଙ୍କୁ ଅଧ୍ୟକ୍ଷା କରାଇବା ପାଇଁ ଏକାଠି ହୋଇଛନ୍ତି। ଅନ୍ୟ ଗୋଟିଏ ଦଳ ରୁଦାଙ୍କ ବିରୋଧରେ ରହିଥିବା ଜଣାଯାଇଛି ା ଏଭଳି ପରିସ୍ଥିତିରେ ରୁଦା ସମର୍ଥନକାରୀଙ୍କର ଏକ ଭିଡିଓ ଏବେ ଭାଇରାଲ ହୋଇଛି। ଉପାଧ୍ୟକ୍ଷ ରମାକାନ୍ତଙ୍କ ନେତୃତ୍ୱରେ ସମସ୍ତ ସଭିତିସଭ୍ୟ ରୁଦାଙ୍କୁ ଜିତାଇବା ସହ ଦାରିଙ୍ଗବାଡ଼ି ବ୍ଲକର ସର୍ବାଙ୍ଗୀନ ଉନ୍ନତି କରିବାକୁ ସମସ୍ତେ ସଂକଳ୍ପ ନେଉଥିବା ଭିଡିଓରେ ଦେଖିବାକୁ ମଳିଛି ା ରୁଦା କଂଗ୍ରେସ ସମର୍ଥିତ ହୋଇଥିବା ବେଳେ ତାଙ୍କ ବିରୋଧୀ ସମିତିସଭ୍ୟାମାନେ ସ୍ଥାନୀୟ ବିଧାୟକ ସାଲୁଗା ପ୍ରଧାନଙ୍କ ସମର୍ଥକ ଥିବା ଜଣାପଡ଼ିଛି ା


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri