ଶହଶହ ହେକ୍ଟର ଚାଷଜମିରେ ମାଡ଼ିଗଲା ଲୁଣାଜୁଆର : ପଥରବନ୍ଧ ନିର୍ମାଣ ଦାବି

କାକଟପୁର,୩୧।୧୦(ଡି.ଏନ୍‌.ଏ.): ପୁରୀ ଜିଲା ଅସ୍ତରଙ୍ଗ ଉପକୂଳ ଉଦୟକଣିଠାରେ ଅଶାନ୍ତ ସମୁଦ୍ର ବୁଧବାର ରାତିରେ କୂଳଲଙ୍ଘି ସ୍ଥଳଭାଗକୁ ମାଡ଼ିଆସିଥିଲା। ଅସ୍ତରଙ୍ଗ ବ୍ଲକ ଶିଶୁଅ ପଞ୍ଚାୟତର ଉଦୟକଣି, ଛେନୁ, ତଣ୍ଡାହାର, କଟକଣା, ବାଘଡିହା ଗ୍ରାମର ଶହଶହ ହେକ୍ଟର ଚାଷଜମିରେ ଲୁଣାଜୁଆର ମାଡ଼ିଯାଇଛି। ଏ ସମ୍ପର୍କରେ ଖବର ପ୍ରକାଶ ପାଇବା ପରେ ଗୁରୁବାର ଅସ୍ତରଙ୍ଗ ତହସିଲଦାର ଅଶୋକ କୁମାର ସ୍ବାଇଁ ଘଟଣାସ୍ଥଳରେ ପହଞ୍ଚି ଅନୁଧ୍ୟାନ କରିଛନ୍ତି।

ତହସିଲଦାରଙ୍କ ସହିତ କୃଷି ବିଭାଗ ଅଧିକାରୀ ନିବେଦିତା ପଟ୍ଟନାୟକ ମଧ୍ୟ ଗସ୍ତ କରି କ୍ଷୟକ୍ଷତି ସମ୍ପର୍କରେ ଚାଷୀମାନଙ୍କ ସହିତ ଆଲୋଚନା କରିଛନ୍ତି। ଏଠାରେ ପ୍ରାକୃତିକ ବାଲିସ୍ତୂପ ନିର୍ମାଣ ପାଇଁ କୋଣାର୍କ ବନ ବିଭାଗ ପକ୍ଷରୁ କିଆବାଡ଼ ନିର୍ମାଣ କରାଯାଇଛି। ବାଲିସ୍ତୂପ ନିର୍ମାଣ ହେବାକୁ ବିଳମ୍ବ ହେବ। ତେଣୁ ଏଠାରେ ପଥରବନ୍ଧ କରିବାକୁ ଅଞ୍ଚଳବାସୀଙ୍କ ପକ୍ଷରୁ ତହସିଲଦାରଙ୍କ ନିକଟରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି…

ମସ୍ତିଷ୍କର ଭିନ୍ନ ଅଂଶରୁ ସୃଷ୍ଟି ହୁଏ ସ୍ବତଃସ୍ଫୂର୍ତ୍ତ, ଇଚ୍ଛାକୃତ ହସ

ନୂଆଦିଲ୍ଲୀ,୭।୭(ପି.ଟି.): ମଣିଷର ହସ ପଛରେ ଥିବା ରହସ୍ୟକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଆମର ସ୍ବତଃସ୍ଫୂର୍ତ୍ତ (ଆବେଗିକ) ଏବଂ ଇଚ୍ଛାକୃତ ହସ ପାଇଁ ମସ୍ତିଷ୍କର…

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri