Posted inଜାତୀୟ

ସମୁଦ୍ର କୂଳରୁ ମଇଳା ଉଠାଇଲେ ମୋଦି: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ମାମଲ୍ଲାପୁରମ୍‌,୧୨।୧୦ ଏବେ ସୋସିଆଲ୍‌ ମିଡ଼ିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଫଟୋ ଓ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଶନିବାର ମର୍ନିଂ ଓ୍ବାର୍କ ସମୟରେ ତାମିଲନାଡୁର ମାମଲ୍ଲାପୁରମ୍‌ ସମୁଦ୍ରକୂଳରୁ ସେ ମଇଳା ଉଠାଇଛନ୍ତି। ଏହାର ଫଟୋ ଓ ଭିଡ଼ିଓକୁ ଇତିମଧ୍ୟରେ ବହୁ ଲୋକ ଲାଇକ୍‌ କରିବା ସହିତ ଭିନ୍ନ ଭିନ୍ନ କମେଣ୍ଟ ଦେବାରେ ଲାଗିଛନ୍ତି। ଏହା ଦ୍ୱାରା ଏକ ସଚେତନତା ବାର୍ତ୍ତା ସୃଷ୍ଟି ହୋଇଥିବା କେତେକ ମତାମତ ଦେଇଛନ୍ତି। ମୋଦି ହାତରେ ପଲିଥିନ ବ୍ୟାଗ୍‌, ପ୍ଲାଷ୍ଟିକ୍‌ ବୋତଲ ଆଦି ଧରିଥିବା ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ ବିଭାଗରେ ନିୟୋଜିତ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ମହଙ୍ଗା ପଡ଼ିଲା ସରକାରୀ ଗାଡ଼ିରେ ବେସରକାରୀ କାମ

ବଣାଇଁ,୧୨ା୬(ପ୍ରଦୀପ ତ୍ରିପାଠୀ): ରାଜାମୁଣ୍ଡା କୋଇଡା ୫୨୦ ନମ୍ବର ଜାତୀୟ ରାଜପଥର କେ. ବଲାଙ୍ଗ ଥାନା ନିକଟରେ ଗୁରୁବାର ରାତିରେ ହାଇଓ୍ବା ପଛରେ ଏକ ବୋଲେରୋ ପିଟି ହୋଇ…

କାଲି ସକାଳୁ ମାଡ଼ି ଆସୁଛି ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୧୨।୬: ଆଇଏମଡି (IMD) ର ସୂଚନା ଅନୁଯାୟୀ, ଜୁନ ୪ ରେ କେରଳରେ ପ୍ରବେଶ କରିବା ପରେ ମୌସୁମୀ ମାତ୍ର ୮ ଦିନ ମଧ୍ୟରେ ୧୭ଟି ରାଜ୍ୟକୁ…

ମମତା ବାନାର୍ଜୀଙ୍କ ବିରୋଧରେFIR; ବଢ଼ିଲା ଅଡୁଆ

କୋଲକାତା,୧୨।୬: କ୍ଷମତା ହରାଇବା ପରଠାରୁ ପଶ୍ଚିମବଙ୍ଗର ପୂର୍ୱତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସମସ୍ୟା କ୍ରମାଗତ ଭାବରେ ବଢ଼ିବାରେ ଲାଗିଛି। ସାମ୍ପ୍ରଦାୟିକ ମନ୍ତବ୍ୟ ସମ୍ପର୍କରେ ତାଙ୍କ ବିରୋଧରେ ହ୍ୟାରେ…

‘ହିତାଧିକାରୀଙ୍କୁ ଏକାସାଙ୍ଗରେ ମିଳିବ ୩ ମାସର ଭତ୍ତା’

ଭୁବନେଶ୍ୱର,୧୨ା୬: ଭତ୍ତା ପ୍ରଦାନରେ ବିଳମ୍ବକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଏ ସମସ୍ୟା ରାଜ୍ୟର ନୁହେଁ,…

ରାଜ୍ୟବାସୀଙ୍କ ପାଇଁ ଖୁସି ଖବର: ଏଣିକି ୫ କେଜି ବଦଳରେ ମିଳିବ ଏତେ କେଜି ମାଗଣା ଚାଉଳ

ଭୁବନେଶ୍ୱର,୧୨।୬: ମୋହନ ସରକାରକୁ ୨ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ଆଜିଠୁ ରାଜ୍ୟରେ ଲାଗୁ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା…

କେନାଲରୁ ମିଳିଲା ଯୁବକଙ୍କ ମୃତଦେହ, ଭଉଣୀ-ଭିଣୋଇଙ୍କୁ ଅଟକ ରଖି…

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ରାଇପୁର ଗାଁର କାହ୍ନୁ ସେଠୀ ନାମକ ଜଣେ ଯୁବକଙ୍କ ମୃତଦେହ ତୋଟା ସାହି ପାଳୁଅ ବାରି କେନାଲରୁ ଶୁକ୍ରବାର ଉଦ୍ଧାର…

ସାବଧାନ! ପେଟ୍ରୋଲ-ଡିଜେଲ କିଣିବା ଉପରେ ଲାଗିଲା କଟକଣା: ଏତିକି ଲିଟରରୁ ଅଧିକ ମିଳିବନି ତେଲ, ଉଲ୍ଲଂଘନ କଲେ ଜେଲ୍‌!

ନୂଆଦିଲ୍ଲୀ,୧୨।୬: ପେଟ୍ରୋଲ ଏବଂ ଡିଜେଲ ଯୋଗାଣକୁ ନେଇ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରାଳୟ ପେଟ୍ରୋଲ ପମ୍ପଗୁଡ଼ିକରୁ ଇନ୍ଧନ…

ବିଡିଓଙ୍କୁ ଗାଡ଼ି ଉପରକୁ ଟେକାପଥର ମାଡ଼

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ନୟାଗଡ଼ ଜିଲା ଦଶପଲା ବ୍ଲକ ନଛିପୁରରେ ଦଶପଲ୍ଲା ବିଡିଓ ଶରତ ମଲିକଙ୍କ ଗାଡ଼ି ଉପରକୁ ଟେକାପଥରମାଡ଼ ହୋଇଛି। ବିଡିଓ ନିର୍ବାଚନ କାର୍ଯ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri