Posted inଫୁରସତ

ସମୁଦ୍ର ତଳେ ଶହେ ବର୍ଷ ପୂର୍ବରୁ ହଜିଥିବା ଜାହାଜକୁ ଖୋଜି ଆଣିବ ରୋବୋ!

ଏବେ ମଣିଷ ସହ କାନ୍ଧ ମିଳାଇ କାମ କରିବାକୁ ପ୍ରସ୍ତୁତ କରାଗଲାଣି ରୋବେ। ଖୁବ୍‌ କମ୍‌ ସମୟ ମଧ୍ୟରେ ଏହା ମଣିଷର ସମକକ୍ଷ ହୋଇପାରିବ ବୋଲି କୁହାଯାଉଛି। ଏବେ ସମୁଦ୍ର ତଳେ ଶହେ ବର୍ଷ ପୂର୍ବରୁ ହଜିଥିବା ବଡ ବଡ ଜାହାଜକୁ ଖୋଜିବାରେ ରୋବୋ ସାହାଯ୍ୟ କରିବ ବୋଲି ଜଣାପଡିଛି। ଏହାକୁ ନେଇ ବିଶେଷଜ୍ଞମାନେ ବହୁ ଦିନରୁ ଚେଷ୍ଟା ଚଳାଇଥିବା ବେଳେ ଏବେ ଏହା ସଫଳ ହେବାକୁ ଯାଉଛି ବୋଲି ଜଣାପଡିଛି। ନିକଟରେ ସମୁଦ୍ର ତଳେ ଶହ ଶହ ବର୍ଷ ପୂର୍ବରୁ ହଜିଥିବା ଦ୍ରବ୍ୟକୁ ଖୋଜିବାକୁ ବୈଜ୍ଞାନିକମାନେ ରୋବୋ ତିଆରି କରିଥିବା ଜଣାପଡିଛି। ଆଉ ଏହି ରୋବୋର ନାଁ ରଖାଯାଇଛି ‘ଓସନ ଓ୍ବାନ’। ଷ୍ଟାନଫୋର୍ଡ ୟୁନିଭର୍ସିଟିରେ ଏହା ତିଆରି କରାଯାଇଥିବା ସୂଚନା ମିଳିଛି। କୁହାଯାଏ ୧୬୬୪ରୁ ଅର୍ଥାତ୍‌ ପ୍ରାୟ ୩୫୦ ବର୍ଷ ପୂର୍ବରୁ କିଙ୍ଗ ଲା ଲୁନଙ୍କ ସମୁଦ୍ରରେ ହଜିଥିବା କିଛି ସାମଗ୍ରୀକୁ ଖୋଜିଥିଲା ଏହି ରୋବୋ। ଏହି ରୋବର ଦୁଇଟି ମୁହଁ, ହାତ ଓ ଗୋଡ ରହିଛି। ଏହାକୁ ପାଣିରେ ଚଳପ୍ରଚଳ କରିବା ପାଇଁ ଏଥିରେ ଡେଣା ଲଗାଯାଇଛି। ଏହା ସମ୍ପୂର୍ଣ୍ଣ ଭାବେ ଓ୍ବାଟର ପ୍ରୁଫ ବୋଲି କୁହାଯାଉଛି। ଏହାକୁ ରିମୋଟ ମାଧ୍ୟମରେ କଣ୍ଟ୍ରୋଲ କରାଯିବ। ରୋବାଟି ନିଜେ ନିଜେ କାମ କରିବା ସହ ତା’ ସାମ୍ନାରେ ଆସୁଥିବା ବାଧାକୁ ମଧ୍ୟ ଦୂର କରିପାରିବ ବୋଲି ବିଶେଷଜ୍ଞମାନେ କହିଛନ୍ତି। ଏହା ସମୁଦ୍ର ତଳର ଭିଡିଓ ପ୍ରସ୍‌ୁତ କରିବାରେ ସକ୍ଷମ ହେବ ବୋଲି ବୈଜ୍ଞାନିକମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri