Posted inଖେଳ

ସମୁଦ୍ରକୂଳରେ ସମୟ ବିତାଇଲେ ବିରାଟବାହିନୀ

ନୂଆଦିଲ୍ଲୀ,୨୧।୮: ଏଠାରେ ଗୁରୁବାରଠାରୁ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌ ପୂର୍ବରୁ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଓ ସପୋର୍ଟ ଷ୍ଟାଫ ଆଣ୍ଟିଗୁଆର ଜଲି ବିଚ୍‌ରେ ମଜା ନେଇଛନ୍ତି। ୩୦ ବର୍ଷୀୟ ବ୍ୟାଟ୍ସମ୍ୟାନ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି, ଯେଉଁଥିରେ ସାଥୀ ଖେଳାଳି ମୟଙ୍କ ଅଗ୍ରଓ୍ବାଲ, ଯଶପ୍ରୀତ ବୁମରା, ଈଶାନ୍ତ ଶର୍ମା ଓ ରିଷଭ ପନ୍ତ, ରୋହିତ ଶର୍ମା ଓ ଲୋକେଶ ରାହୁଲ ରହିଛନ୍ତି। ଏହାର କ୍ୟାପଶନ ଦେଇଛନ୍ତି, ସମୁଦ୍ର ବେଳାଭୂମିରେ ସାଥୀ ଖେଳାଳିଙ୍କ ସହ ଚମତ୍କାର ଦିନ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଇରାନର ବଡ଼ ନିଷ୍ପତ୍ତି: ରଖିଲା ଏମିତି ସର୍ତ୍ତ, ବିଶ୍ୱ ବଜାରରେ ହଇଚଇ

ଓ୍ବାଶିଂଟନ୍‌,୧୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ ବିଶ୍ୱ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ ତେଲ ଏବଂ ଗ୍ୟାସ…

ବଢିଲା ଆମେରିକାର ଟେନ୍‌ସନ: ଯୁଦ୍ଧ ମଧ୍ୟରେ ଜିନପିଙ୍ଗଙ୍କ ଆଗରେ ମୁଣ୍ଡ ନୁଆଁଇବେ ଟ୍ରମ୍ପ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୧୦।୪: ଇରାନ ସହିତ ଯୁଦ୍ଧ କେବଳ ଗୋଳାବାରୁଦ ଏବଂ କ୍ଷେପଣାସ୍ତ୍ର ନଷ୍ଟ କରିନଥିଲା, ବରଂ ଏକ ଦୁର୍ବଳତାକୁ ମଧ୍ୟ ପ୍ରକାଶ କରିଥିଲା ଯାହାକୁ ଆମେରିକା ଆଉ ଅଣଦେଖା…

କ୍ଷତିଗ୍ରସ୍ତ ଚାଷୀଙ୍କୁ ଠିକ୍‌ଭାବେ ପ୍ରଦାନ କରାଯାଉନାହିଁ ବୀମାରାଶି, ଜିଲାରେ ପୁଣି…

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇପଡ଼ିଛି। ବିଭିନ୍ନ ସମୟରେ ଚାଷୀମାନେ ଫସଲକ୍ଷତିର ସମ୍ମୁଖୀନ ହେଉଛନ୍ତି, ଅଥଚ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଠିକ୍‌ଭାବେ ବୀମାରାଶି…

ଅଧ୍ୟାପିକାଙ୍କୁ ନିର୍ଯାତନା ଦେଇ ଜେଲ୍‌ ଗଲେ କଲେଜ ଅଧ୍ୟକ୍ଷ

ଝାରବନ୍ଧ,୧୦ା୪(ଦେବେନ୍ଦ୍ର ସାହୁ): ଜଣେ ଅଧ୍ୟାପିକାଙ୍କୁ ମାନସିକ ନିର୍ଯାତନା ଦେବା ବରଗଡ଼ ଜିଲା ଝାରବନ୍ଧ ଜୁନିଅର ଅଧ୍ୟକ୍ଷ ପ୍ରମୋଦ କୁମାର ସାହୁଙ୍କୁ ମହଙ୍ଗା ପଡ଼ିଛି। ଶେଷରେ ତାଙ୍କୁ ଜେଲ୍‌…

ହର୍ମୁଜ ବନ୍ଦ, ପୁଣିଥରେ ବୃଦ୍ଧି ପାଇଲା ତୈଳ ଦର, ଜାଣନ୍ତୁ କେତେ ରହିଛି ଆଜି…

ଓ୍ବାଶିଂଟନ୍‌,୧୦।୪: ପଶ୍ଚିମ ଏସିଆର ପରିସ୍ଥିତି ପୁଣି ଥରେ ଏକ ଅସ୍ଥିର ସ୍ଥିତିରେ ପହଞ୍ଚିଛି। ଆମେରିକା, ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧବିରତି ଦୁର୍ବଳ ହେଉଥିବା ପରି ମନେ…

ମା’ ଆଖି ସାମ୍ନାରେ ବୋରୱେଲରେ ପଡ଼ିଗଲା ଶିଶୁ, ୭୦ ଫୁଟ ଗଭୀରରେ….

ଭୋପାଳ,୧୦।୪: ଉଜ୍ଜୈନଠୁ ପ୍ରାୟ ୭୫ କିଲୋମିଟର ଦୂରରେ ଥିବା ବଡ଼ନଗର ନିକଟବର୍ତ୍ତୀ ଝଲାରିଆ ଗାଁରେ ଅଘଟଣ । ତିନି ବର୍ଷର ନିର୍ଦ୍ଦୋଷ ଶିଶୁ ଏକ ବୋରୱେଲରେ ପଡ଼ିଯାଇଛି…

ଏଇ ଭାରତରେ

ପଶ୍ଚିମବଙ୍ଗ ସୁନ୍ଦରବନର ବହୁ ଅଞ୍ଚଳର ଜମିକୁ ଲୁଣାପାଣି ଚାଷ ଅନୁପଯୋଗୀ କରିଦେଇଥିଲା। ହେଲେ ଏବେ ସେଠାରେ ୧୫୦୦ କୃଷକ ସେହି ଜମିରେ ୧୯୨ କିସମର ଧାନ ଚାଷକରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri