ସମ୍ବର ମାଂସ ଜବତ, ୨ଗିରଫ

ବଇଣ୍ଡା,୧୩।୧୦(ଡି.ଏନ.ଏ.): ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ଜଙ୍ଗଲରେ ଧଣ୍ଡାତୋପା ବନବିଭାଗ ପକ୍ଷରୁ ଚଢାଉ କରାଯାଇ ୨୧ କେଜି ସମ୍ବର ମାଂସ ଜବତ କରାଯାଇଛି। ଏଥିସହିତ ବନ ବିଭାଗ ଏକ ସ୍କୁଟି, ବାଇଡିଙ୍ଗ ତାର, ୨ଟି ଟାଙ୍ଗିଆ, କଟୁରୀ, କାଚ, ବୋତଲକୁ ଜବତ କରିଥିବାବେଳେ ୨ ଜଣ ଶିକାରୀଙ୍କୁ ଗିରଫ କରିଛି। ସେମାନେ ହେଲେ ଠାକରଗଡ଼ ଭୋଗରା ଗ୍ରାମର ଅରୁଣ ସାହୁ, ଧଣ୍ଡାତୋପା ଗ୍ରାମର ଦିନବନ୍ଧୁ ପ୍ରଧାନ। ଏଥିରେ ସମ୍ପୃକ୍ତି ଥିବା ଧଣ୍ଡାତୋପା ଗ୍ରାମର ଶିକାରୀ ନାଗା ପ୍ରଧାନ, କୁମର ପ୍ରଧାନ, ଅମର ପ୍ରଧାନ, କାଳିଆ ପ୍ରଧାନ, ସୁବ୍ରତ ପ୍ରଧାନ ୫ ଜଣ ବନବିଭାଗ କର୍ମଚାରୀଙ୍କୁ ଦେଖି ଫେରାର ହୋଇଯାଇଛନ୍ତି।
ଘଟଣାରୁ ଜଣାପଡ଼ିଛି, ୭ ଜଣ ଶିକାରୀ ମିଶି ଧଣ୍ଡାତୋପା ଜଙ୍ଗଲକୁ ୧୧ କେଭି ବିଦ୍ୟୁତ୍‌ ତାରରୁ ହୁକ ପକାଇ ଏକ ସମ୍ବର ଶିକାର କରିଥିଲେ। ପରେ ମାଂସ କାଟି ବାହାରକୁ ଚାଲାଣ କରୁଥିବାବେଳେ ଖବରପାଇ ଆଠମଲ୍ଲିକ ବନବିଭାଗର ଏସ୍‌ସିଏଫ ରାଜେନ୍ଦ୍ର ଗୋଚ୍ଛାୟତ, ଧଣ୍ଡାତୋପା ରେଞ୍ଜର ରାହାସ ସାହୁ, ଫରେଷ୍ଟର ସୁବ୍ରତ କୁମାର ଶତପଥୀ, ଫରେଷ୍ଟର ଗାର୍ଡ କବିତା ବାଘ, ଚିନ୍ମୟ ଦେହୁରି ପ୍ରମୁଖ ଚଢାଉ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ…

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ବିଶ୍ୱାସରେ ବିଷ: ୧୮ ଲକ୍ଷ ଟଙ୍କାର ଋଣ ଜାଲିଆତି, ମହିଳାଙ୍କୁ ବାନ୍ଧିଲା ତାରସିଂ ପୋଲିସ

ଭଞ୍ଜନଗର, ୧୯।୩ (ବାବୁଲା ପ୍ରଧାନ): ବିଶ୍ୱାସରେ ଦେଲେ ବିଷ । ସାଙ୍ଗସାଥୀ ଓ ପଡ଼ୋଶୀ ମହିଳାଙ୍କ ନାମରେ ବ୍ୟାଙ୍କରୁ ଚଞ୍ଚକତା କରି ଲକ୍ଷ ଲକ୍ଷ ଟଙ୍କା ଋଣ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri