ସମ୍ବଲପୁର-ସୋନପୁର ସୀମାକୁ ସିଲ୍‌ କଲା ଧମା ପୋଲିସ

ଧମା, ୧।୪ (ଡି.ଏନ.ଏ.)-ରାଜ୍ୟ ସରକାରଙ୍କ କୋଭିଡ- ୧୯ ସୁରକ୍ଷା କଡାକଡିକୁ ନେଇ କରାଯାଇଥିବା ନିଷ୍ପତ୍ତି ପରେ ସମସ୍ତ ରାଜ୍ୟ ଓ ଜିଲା ସୀମାକୁ ସିଲ କରାଯାଇଛି । କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଓ କୋଭିଡ- ୧୯ ତଥା ମେଡିକାଲ ସେବା ଛଡା ଅନ୍ୟ କୌଣସି ଦୁଇଚକିଆ ଓ ଚାରିଚକିଆ ଯାନକୁ ଛଡା ନ ଯିବାକୁ କଡା ତାଗିଦ କରାଯାଇଛି । ଏହି ପରିପ୍ରେକ୍ଷୀରେ ସୋନପୁର- ସମ୍ବଲପୁର ୧୫ ନମ୍ବର ରାଜ୍ୟ ରାଜପଥର ଲରାସରା ସୀମାଠାରେ ବ୍ୟାରିକେଡ୍‌ ଦେଇ ରାସ୍ତା ବନ୍ଦ କରାଯାଇଛି । ଏଠାରେ ସମ୍ବଲପୁର ରିଜର୍ଭ ପୋଲିସର ୪ଜଣ, ଦେଓଗାଁ ହାଇସ୍କୁଲ ଓ ୟୁପି ସ୍କୁଲର ୮ଜଣ କର୍ମଚାରୀଙ୍କ ସହ ଧମା ବନ ବିଭାଗର ୨ଜଣ କର୍ମଚାରୀଙ୍କୁ ନିଯୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri