ସମ୍ବଲପୁର, ୩୧।୩ (ବ୍ୟୁରୋ)- କରୋନା ଭୂତାଣୁ ପ୍ରତିଷେଧକ ଭାବେ ଜନତା କର୍ଫ୍ୟୁ ଓ ପରେ ୨୧ ଦିନ ଲକ୍ ଡାଉନ କରାଯାଇଛି । ମଙ୍ଗଳବାର ସପ୍ତମ ଦିନରେ ପହଞ୍ଚତ୍ଛି ଲକ୍ ଡାଉନ। କିନ୍ତୁ ସମ୍ବଲପୁର ସହରରେ ଗାଡିମୋଟର ବେଧଡ଼କ ଭାବେ ଗଡ଼ୁଛି। ଜିଲା ପୋଲିସ ମଧ୍ୟ ଜନସାଧାରଣଙ୍କ ସହ ଯୁକ୍ତିତର୍କ କରି ନ ପାରି ହାତ ଟେକି ଦେଇଛି। ହେଲମେଟ ଓ ମାସ୍କ ବ୍ୟବହାର ନ କରି ଜନସାଧରଣ ବେଧଡକ ଭାବେ ଯାତାୟତ କରୁଛନ୍ତି । ତେବେ ଏ ନେଇ ଜଣେ ପୋଲିସ ଅଧିକାରୀ କହିଛନ୍ତି ଯେ, ଲକ୍ ଡାଉନ ଲାଗି ଘରେ ରହିବାକୁ ଲୋକଙ୍କୁ କୁହାଯାଉଛି, କିନ୍ତୁ ସେମାନେ ଓଲଟା ଯୁକ୍ତିତର୍କ କରୁଛନ୍ତି।
Posted inHome, Home Left, ଆମ ଜିଲା ଖବର, ସମ୍ବଲପୁର View All
ଏଆଇ ସାହାଯ୍ୟରେ ପ୍ଲାଣ୍ଟ ଇମ୍ୟୁନିଟି ସିଷ୍ଟମ୍ ପ୍ରସ୍ତୁତ କଲେ ଚାଇନା ଗବେଷକ
ବେଜିଂ, ୨୪ା୮: ଫସଲକୁ ସାଂଘାତିକ ରୋଗ ଏବଂ ଜୀବାଣୁ, ଭୂତାଣୁ ଓ କବକ ଆକ୍ରମଣରୁ ରକ୍ଷା କରିବା ପାଇଁ ଚାଇନା ଗବେଷକମାନେ କୃତ୍ରିମ ପ୍ରତିରୋଧକ ବ୍ୟବସ୍ଥା ବିକଶିତ…
ବେଆଇନ ଗଛକଟା, ଲଘୁ ଖଣିଜ ସମ୍ପଦ ଲୁଟ୍, ମାସକ ମଧ୍ୟରେ ରିପୋର୍ଟ ଲୋଡ଼ିଲେ ଏନ୍ଜିଟି
ଭୁବନେଶ୍ୱର,୨୪।୮(ରବିନାରାୟଣ ଜେନା): ରାଜ୍ୟରେ ଲଘୁ ଖଣିଜ ସମ୍ପଦ ମନଇଚ୍ଛା ଖୋଳା ଚାଲିଛି। ସରକାରୀ ନୀତି ଗୋଟିଏ କଥା କହୁଥିବାବେଳେ ଲିଜ୍ଧାରୀମାନେ ସେସବୁକୁ ଭ୍ରୂକ୍ଷେପ ନ କରି ଯେଉଁଠି…
ସାଉଦି-ପାକ୍-ତୁର୍କୀ ପ୍ରତିରକ୍ଷା ମେଣ୍ଟରେ ସାମିଲ ହେବାକୁ ବାଂଲାଦେଶ ଆଗ୍ରହୀ
ନୂଆଦିଲ୍ଲୀ,୨୪ା୮: ସାଉଦି ଆରବ, ପାକିସ୍ତାନ ଏବଂ ତୁର୍କୀ ମଧ୍ୟରେ ନିକଟରେ ପ୍ରତିରକ୍ଷା ମେଣ୍ଟ ହୋଇଥିବାବେଳେ ସେଥିରେ ସାମିଲ ହେବା ଲାଗି ବାଂଲାଦେଶ ଆଗ୍ରହୀ ଥିବା ଏହାର ୨…
ସରକାରୀ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୩ ନବଜାତ ଶିଶୁ
ଅମରାବତୀ,୨୪।୮: ସୋମବାର (୨୪ ଅଗଷ୍ଟ) ଭୋର ପ୍ରାୟ ୩ଟା ୩୦ ସମୟରେ ମହାରାଷ୍ଟ୍ରର ଅମରାବତୀ ଜିଲାରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଅମରାବତୀର ସରକାରୀ ମହିଳା…
୧୦ ଦିନ ପରେ ବି ପ୍ରୋରୋଗ ହୋଇନି ପାର୍ଲାମେଣ୍ଟ
ନୂଆଦିଲ୍ଲୀ,୨୪ା୮: ପାର୍ଲାମେଣ୍ଟର ଉଭୟ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯିବା ଇତିମଧ୍ୟରେ ୧୦ ଦିନ ବିତିଥିଲେ ମଧ୍ୟ ଏହାକୁ ଆନୁଷ୍ଠାନିକ ଭାବେ ବନ୍ଦ କରାଯାଇନାହିଁ।…
ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫
କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…
ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ
ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…
କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି
କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…
Archives

