Posted inଜାତୀୟ

ସରକାର ଗଢ଼ିବାକୁ ଭାଜପାକୁ ରାଜ୍ୟପାଳଙ୍କ ଆମନ୍ତ୍ରଣ

ମୁମ୍ବାଇ,୧୦ା୧୧(ପି.ଟି.): ମହାରାଷ୍ଟ୍ରରେ ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ୧୫ ଦିନ ବିତିଥିଲେ ମଧ୍ୟ ସରକାର ଗଠନ ନେଇ ଅଚଳାବସ୍ଥା ଲାଗି ରହିଛି। ଏକକ ସଂଖ୍ୟାଗରିଷ୍ଠ ଦଳ ଭାଜପା ସରକାର ଗଢ଼ିବାକୁ ଆଗ୍ରହୀ ଏବଂ ସମର୍ଥ କି ନୁହେଁ ତାହା ଜଣାଇବାକୁ ରାଜ୍ୟପାଳ ଭଗତ ସିଂ କୋଶିୟାରୀ ଶନିବାର ଆମନ୍ତ୍ରଣ କରିଛନ୍ତି। ୨୨୮ ଆସନ ବିଶିଷ୍ଟ ମହାରାଷ୍ଟ୍ର ବିଧାନସଭାରେ ଭାଜପାକୁ ୧୦୫ ଆସନ ମିଳିଥିବାବେଳେ ଶିବସେନା ୫୬ ଆସନରେ ବିଜୟୀ ହୋଇଛି। ତେବେ ୫୦-୫୦ ସୂତ୍ରରେ କ୍ଷମତା ବଣ୍ଟନ ଦାବିରେ ସହଯୋଗୀ ଶିବସେନା ଅଟଳ ରହିଥିବାରୁ ସରକାର ଗଠନ ହୋଇପାରୁନାହିଁ। ରବିବାର ଭାଜପା କୋର୍‌ କମିଟି ବୈଠକ ବସି ଭବିଷ୍ୟତ କାର୍ଯ୍ୟପନ୍ଥା ସମ୍ପର୍କରେ ନିଷ୍ପତ୍ତି ନେବ ବୋଲି ଦଳର ରାଜ୍ୟ ସଭାପତି ଚନ୍ଦ୍ରକାନ୍ତ ପାଟିଲ କହିଛନ୍ତି। ଶନିବାର ଆଡଭୋକେଟ ଜେନେରାଲ ଆଶୁତୋଷ କୁମ୍ଭକୋନି ରାଜଭବନ ଯାଇ ରାଜ୍ୟପାଳଙ୍କୁ ଭେଟିଥିଲେ। ଶନିବାର ମଧ୍ୟରାତ୍ରରେ ବିଧାନସଭା କାର୍ଯ୍ୟକାଳ ଶେଷ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିସିଡବ୍ଲ୍ୟୁର ୨୨୩ କର୍ମଚାରୀଙ୍କୁ ବହିଷ୍କାର

ନୂଆଦିଲ୍ଲୀ,୨ା୫: ଦିଲ୍ଲୀ ଉପରାଜ୍ୟପାଳ ଭି.କେ. ସାକ୍ସେନାଙ୍କ ଅନୁମୋଦନ କ୍ରମେ ଦିଲ୍ଲୀ ମହିଳା କମିଶନ (ଡିସିଡବ୍ଲ୍ୟୁ)ର ୨୨୩ଜଣ ଠିକା କର୍ମଚାରୀଙ୍କୁ ବହିଷ୍କାର କରାଯାଇଛି। ସେମାନଙ୍କୁ ବହିଷ୍କାର କରିବା...

ରାଏବରେଲି, ଆମେଠିରୁ କିଏ ହେବେ ପ୍ରାର୍ଥୀ? ଆଜି ରାତି ସୁଦ୍ଧା ପ୍ରିୟଙ୍କା, ରାହୁଲ ନେବେ ଶେଷ ନିଷ୍ପତ୍ତି

ନୂଆଦିଲ୍ଲୀ,୨।୫: ଲୋକ ସଭା ନିର୍ବାଚନ ୨୦୨୪ ତୃତୀୟ ପର୍ଯ୍ୟାୟ ଭୋଟ ମେ’ ୭ରେ ଅନୁଷ୍ଠିତ ହେବ। କିନ୍ତୁ ଆଜିକାଲି ପଞ୍ଚମ ପର୍ଯ୍ୟାୟ (ମେ ୨୦)ରେ ମତଦାନ...

ରାଏବରେଲି ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୨।୫: ଲୋକ ସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ଉତ୍ତରପ୍ରଦେଶର ରାଏବରେଲି ଲୋକ ସଭା ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀ ଘୋଷଣା କରିଛି। ଭାଜପା ଦୀନେଶ ପ୍ରତାପ...

ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ ସମସ୍ତ ରାଜ୍ୟରେ ପ୍ରସ୍ତୁତ ମସଲାର ହେବ ଯାଞ୍ଚ

ନୂଆଦିଲ୍ଲୀ,୨।୫: ଭାରତୀୟ ମସଲା ଏମ୍‌ଡିଏଚ୍‌ ଏବଂ ଏଭରେଷ୍ଟକୁ ନେଇ ଉଠିଥିବା ବିବାଦ ମଧ୍ୟରେ କେନ୍ଦ୍ର ସରକାର ସମସ୍ତ ରାଜ୍ୟର ସରକାରଙ୍କୁ ଏକ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ...

ଅଶ୍ଲୀଳ ଭିଡିଓ ମାମଲାରେ ଗିରଫ ହୋଇପାରନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତି: ଲୁକ୍‌ଆଉଟ୍‌ ନୋଟିସ୍‌ ଜାରି

ନୂଆଦିଲ୍ଲୀ,୨।୫: ଅଶ୍ଲୀଳ ଭିଡିଓ ଭାଇରାଲ ମାମଲାରେ ଅଭିଯୁକ୍ତ କର୍ନାଟକର ଜେଡିଏସ ଏମ୍‌ପି ପ୍ରଜ୍ୱଳ ରେଭାନ୍ନାଙ୍କୁ ଗିରଫ କରିବା ପାଇଁ ନୋଟିସ ଜାରି କରାଯାଇଛି। ଏହି ମାମଲା...

ବ୍ରିଜ ଭୁଷଣ ନୁହେଁ ପୁଅ କରଣ ଭୁଷଣ ସିଂଙ୍କୁ ଟିକେଟ ଦେଲା ଭାଜପା!

ନୂଆଦିଲ୍ଲୀ,୨।୫: ଉତ୍ତର ପ୍ରଦେଶର ଏକ ଉଚ୍ଚ ପ୍ରୋଫାଇଲ ଆସନ ମଧ୍ୟରୁ ଗୋଣ୍ଡା ଜିଲାର କେସରଗଞ୍ଜ ଆସନରେ ଭାଜପା ପ୍ରାର୍ଥୀଙ୍କ ଉପରେ ସସପେନ୍ସ ଶେଷ ହେବା ପରି...

ଏପଟେ କଂଗ୍ରେସ ହାରୁଛି, ସେପଟେ ପାକିସ୍ତାନ କାନ୍ଦୁଛି, କାହିଁକି ଏମିତି କହିଲେ ମୋଦି

ନୂଆଦିଲ୍ଲୀ,୨।୫: ଗୁରୁବାର ଗୁଜୁରାଟର ଆନନ୍ଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟ ମଧ୍ୟରେ ସେ କଂଗ୍ରେସ ଦଳକୁ କଡା...

କଙ୍ଗନାଙ୍କୁ ରାଖୀଙ୍କ ଖୋଲା ଚ୍ୟାଲେଞ୍ଜ

ବମ୍ବେ: ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି ଡ୍ରାମା କୁଇନ୍‌ ରାଖୀ ସାଓ୍ବନ୍ତ। ସର୍ବଦା କିଛି ନା କିଛି କାରଣକୁ ନେଇ ବିବାଦରେ ରହୁଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri