ସରକାରଙ୍କ ନିର୍ଦ୍ଦେଶକୁ ଉଲ୍ଲଂଘନ: ଖୋଲା ଥିବା ସ୍କୁଲ ଉପରେ ନିଆଯିବ କାର୍ଯ୍ୟାନୁଷ୍ଠାନ, ଗଠନ ହେଲା ସ୍କ୍ବାଡ

ଭୁବନେଶ୍ୱର,୧୮।୩(ବ୍ୟୁରୋ): ଓଡ଼ିଶାରେ କରୋନା ପ୍ରଭାବକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୩୧ ମାର୍ଚ୍ଚ ଯାଏ ସମସ୍ତ ସରକାରୀ ତଥା ବେସରକାରୀ ସ୍କୁଲ ଏବଂ ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନକୁ ଛୁଟି ଘୋଷଣା କରିଦେଇଛନ୍ତି। ମାତ୍ର ରାଜ୍ୟର କିଛି ସ୍କୁଲ ଖୋଲାଥିବା ନେଇ ଅଭିଯୋଗ ହୋଇଛି। ଏହା ଜଣାପଡ଼ିବା ପରେ ସରକାରଙ୍କ ନିର୍ଦ୍ଦେଶକୁ ଉଲ୍ଲଂଘନ କରୁଥିବା ସ୍କୁଲ ବିଷୟରେ ତଦନ୍ତ କରିବା ନିମନ୍ତେ ବ୍ଲକ ଶିକ୍ଷାଧିକାରୀଙ୍କୁ ଡିଇଓ ନିର୍ଦ୍ଦେଶ ଦେଇଛନ୍ତି। ଏହାପରେ ବ୍ଲକ ଶିକ୍ଷାଧିକାରୀ ସ୍କ୍ବାଡ ଗଠନ କରିଛନ୍ତି। ସେମାନେ ସ୍କୁଲ ଖୋଲା ଥିବା ନେଇ ତଦନ୍ତ କରିବେ ବୋଲି ଜଣାପଡ଼ିଛି।

ପ୍ରକାଶଯେ, କରୋନାକୁ ପ୍ରତିରୋଧ କରିବାକୁ ନେଇ ସତର୍କତାମୂଳକ ପଦକ୍ଷେପ ଏବଂ କଟକଣା ମାର୍ଚ୍ଚ ୩୧ ଯାଏ ଲାଗୁ କରିଥିଲେ। ଏବେ ଏହି ରେଗୁଲେଶନ ଅବଧିକୁ ଆସନ୍ତା ଏପ୍ରିଲ ୧୫ ଯାଏ ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଟୁଇଟ କରି ସୂଚନା ଦେଇଥିଲେ। ତେବେ ମାର୍ଚ୍ଚ ୧୩ ତାରିଖରେ ଦିଆଯାଇଥିବା ନିର୍ଦ୍ଦେଶାନାମାରେ ଶିକ୍ଷାନୁଷ୍ଠାନ, ସିନେମା ହଲ୍‌, ସୁଇମିଂ ପୁଲ, ଜିମ୍‌ ଆଦି ବନ୍ଦ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଥାନଲ୍ ମିଶ୍ରିତ ପେଟ୍ରୋଲ ପସନ୍ଦ ନୁହେଁ ତ ଅଧିକ ଟଙ୍କା ଦିଅ, ଶୁଦ୍ଧ ପେଟ୍ରୋଲ କିଣ: ନିତିନ ଗଡ଼କରୀ

ନୂଆଦିଲ୍ଲୀ,୧୫।୭: ଏଥାନଲ ମିଶ୍ରିତ ପେଟ୍ରୋଲ (E୨୦) କୁ ନେଇ ଚାଲିଥିବା ବିବାଦ ଓ ଆଶଙ୍କା ଉପରେ କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀ…

TMCରେ ବଡ଼ ବିଦ୍ରୋହ! ପତ୍ନୀଙ୍କୁ ED ସମନର ଦିନକ ପରେ ମମତାଙ୍କ ହାତ ଛାଡ଼ିଲେ ମଦନ ମିତ୍ର

କୋଲକାତା,୧୫।୭: ପଶ୍ଚିମବଙ୍ଗର ରାଜନୀତିରେ ହଲଚଲ୍ ଦେଖାଯାଉଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିଶ୍ୱସ୍ତ ସହଯୋଗୀ ମଦନ ମିତ୍ର, ବିଦ୍ରୋହୀ ନେତା ଋତବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମସି ଗୋଷ୍ଠୀରେ…

ବିଜୁଳି ଘଡ଼ଘଡ଼ିରେ ଭାଙ୍ଗିଲା ମନ୍ଦିର ଦଧିନଉତି, ଲୋକେ କହିଲେ…

ଖଣ୍ଡପଡ଼ା,୧୫।୭(ଅଜୟ କୁମାର ମହାରଣା): ନୟାଗଡ଼ ଜିଲା ଖଣ୍ଡପଡ଼ା ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସାଙ୍ଗକୁ ପ୍ରବଳ ବର୍ଷା, ପବନରେ ଏକ ଅଘଟଣ ସାମ୍ନାକୁ ଆସିଛି। ଘଡ଼ଘଡ଼ି, ବର୍ଷା, ପବନରେ…

ଏହି ଦିନ ଆକାଶରେ ଦେଖାଦେବ ଅଦ୍ଭୁତ ଦୃଶ୍ୟ, ଘୋଟିଆସିବ ଅନ୍ଧାର, ଆଉ ତା’ ପରେ…

ଅଗଷ୍ଟ ହେଉଛି ଜ୍ୟୋତିର୍ବିଜ୍ଞାନ ଘଟଣା ପ୍ରତି ଆଗ୍ରହୀ ଲୋକଙ୍କ ପାଇଁ ଏକ ବିଶେଷ ମାସ। ଏହି ମାସରେ ଅନେକ ମହାକାଶୀୟ ଘଟଣା ଦେଖାଯିବ। ଅଗଷ୍ଟ ୧୨ରେ ସୂର୍ଯ୍ୟ…

ଏହି ଆପରେ ମିଳିବ ଗ୍ୟାସ୍ ସିଲିଣ୍ଡର, ଅର୍ଡର କଲେ ମାତ୍ର ୧୦ ମିନିଟରେ ପହଞ୍ଚିବ ଘରେ

ବେଙ୍ଗାଲୁରୁ,୧୫।୭: ଏଣିକି ଗ୍ରାହକଙ୍କ କିଛି ମାତ୍ରାରେ ଗ୍ୟାସ ସିଲିଣ୍ଡର ଚିନ୍ତା କମିବ । ଅନଲାଇନରେ ଅର୍ଡର କଲେ କିଛି ମିନିଟରେ ଘରେ ପହଞ୍ଚିବ LPG ସିଲିଣ୍ଡର ।…

ସତର୍କ ସଂକେତ ଉପରେ ଜଳକା ଜଳସ୍ତର, ଭୟଭୀତ ଅବସ୍ଥାରେ ତଳିଆ ଅଞ୍ଚଳବାସୀ

ବାଲେଶ୍ୱର,୧୫।୭( ବାଞ୍ଛାନିଧି ଦେ): ଉପର ମୁଣ୍ଡରେ ଲଘୁଚାପ ଜନିତ ପ୍ରବଳ ବର୍ଷା ପାଇଁ ଜଳକା ନଦୀରେ ବନ୍ୟା ଦେଖା ଦେଇଛି । ବାଲେଶ୍ଵର ଜିଲା ବସ୍ତା ବ୍ଲକର…

ରାଜଧାନୀର ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ, ୧୦୦ରୁ ଅଧିକ ଲୋକ…

ନୂଆଦିଲ୍ଲୀ,୧୫।୭: ନୋଏଡାର ସେକ୍ଟର ୬୬ରେ ଏକ କୋଠାର ବେସମେଣ୍ଟରେ ପାର୍କିଂ ହୋଇଥିବା ଏକ ଇଲେକ୍ଟ୍ରିକ୍ ବାଇକ୍ ଜଳିବା ପରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିକାଣ୍ଡରେ ବର୍ତ୍ତମାନ…

ଖ୍ରୀଷ୍ଟିଆନ ପରିବାରକୁ ଜୀବନ୍ତ ଜାଳିଦେଇଥିବା ଦାରା ସିଂ କିଏ? ୨୬ ବର୍ଷ ଜେଲଦଣ୍ଡ ପରେ ଏବେ ଚର୍ଚ୍ଚାରେ, ବଜରଙ୍ଗ ଦଳ ସହ…

କେନ୍ଦୁଝର/ନୂଆଦିଲ୍ଲୀ,୧୫।୭: ଓଡ଼ିଶାର କେନ୍ଦୁଝର ଜିଲା ଜେଲ୍‌ରେ ବନ୍ଦୀ ଥିବା ରବୀନ୍ଦ୍ର ପାଲ ସିଂ ଓରଫ ଦାରା ସିଂ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ବିଗତ ୨୬ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri