ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ନୂତନ କୋଠା ଉଦ୍‌ଘାଟନ କଲେ କନ୍ଧମାଳ ଏମ୍‌ପି, ବିଧାୟକ

ଦାରିଙ୍ଗବାଡ଼ି,୧୮।୧୦(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ନୂତନ କୋଠାକୁ ଶୁକ୍ରବାର ମିଳିତ ଭାବେ କନ୍ଧମାଳ ଏମ୍‌ପି ଡ.ଅଚ୍ୟୁତାନନ୍ଦ ସାମନ୍ତ,ବିଧାୟକ ସାଲୁଗା ପ୍ରଧାନ ଅତିଥି ଭାବେ ଯୋଗ ଦେଇ ଉଦ୍‌ଘାଟନ କରିଛନ୍ତ। ଏହି ଅବସରରେ ଏକ ସଭାର ଆୟୋଜନ କରାଯାଇଥିଲା। ଏଥିରେ ଛାତ୍ରୀଛାତ୍ର ଅତିଥିଙ୍କୁ ସ୍ବାଗତ କରିଥିଲେ। ଅନ୍ୟ ଅତିଥିଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷା ସୁବେନ୍ତୀ ପ୍ରଧାନ,ସରପଞ୍ଚ ନିର୍ମାତା ପ୍ରଧାନ, ସମିତିସଭ୍ୟା ବିନୁରୀ ପ୍ରଧାନ, ବିଇଓ ବ୍ରହ୍ମାନନ୍ଦ ରାଉତ, ଗ୍ରାମ୍ୟ ଉନ୍ନୟନ ବିଭାଗର ନିିର୍ବାହୀ ଯନ୍ତ୍ରୀ ଏସ୍‌ ସୁବ୍ରମନ୍ୟମ,ସହକାରୀ ନିର୍ବାହୀଯନ୍ତ୍ରୀ ମନ୍ମଥ ସୁବୁଦ୍ଧି, କନିଷ୍ଠଯନ୍ତ୍ରୀ ନିମୁରାମ ତୁଡୁ ପ୍ରମୁଖ ଉପସ୍ଥିତ ଥିଲେ। ବିଦ୍ୟାଳୟର ବିଭିନ୍ନ ସମସ୍ୟା ସମ୍ପର୍କରେ ଏମ୍‌ପି ଏବଂ ବିଧାୟକଙ୍କୁ ଅବଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri