ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା, ଜୁଲାଇରୁ ପିଛିଲା ଭାବେ ଲାଗୁ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢ଼ିଛି। ମଙ୍ଗଳବାର ମହଙ୍ଗା ଭତ୍ତାକୁ ୫% ବୃଦ୍ଧି କରାଯାଇଛି। ଏହା ଏବେ ୧୨%ରୁ ବୃଦ୍ଧି ପାଇ ୧୭% ହୋଇଛି। ରାଜ୍ୟ ସରକାରୀ କର୍ମଚାରୀମାନେ ପିଛିଲା ଭାବେ ଏହି ମହଙ୍ଗା ଭତ୍ତା ପାଇବେ। ୨୦୧୯ ଜୁଲାଇରୁ ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଭାବେ ଲାଗୁ ହେବ ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ, ଫେବୃୟାରୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫% ବୃଦ୍ଧି କରିଥିଲେ। ଏହା ଜାନୁଆରୀ ପହିଲାରୁ ଲାଗୁ ହେବ ବୋଲି ସରକାର ସୂଚନା ଦେଇଥିଲେ। ଫଳରେ ଏହାକୁ ନେଇ କର୍ମଚାରୀଙ୍କ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା। ଏପରିକି କର୍ମଚାରୀମାନେ ଏହାକୁ ନେଇ ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେଇଥିଲେ। ତେବେ ୫-ଟି ସଚିବ ଏନେଇ ଅନୁଧ୍ୟାନ କରିବାକୁ କହିବା ପରେ ଆନ୍ଦୋଳନ ଡାକରା ସ୍ଥଗିତ ରହିଥିଲା। ଏବେ ସରକାରଙ୍କ ଏହି ନିଷ୍ପତ୍ତି ଯୋଗୁ ସାଢ଼େ ୩ ଲକ୍ଷ କର୍ମଚାରୀ ଉପକୃତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri