ସରକାରୀ ଚିକିତ୍ସା ସାହାଯ୍‌ ଦାବି

ଲାଠୋର, ୧୯ା୭(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ଲାଠୋର ବିର୍ତ୍ତିଆ ପଡ଼ାର କାଳିଆ ସୁନା। ସେ ଝନେ ନିହାତି ଗରିବ୍‌ ହେଇଥିଲାବେଲେ କେହେନ୍‌ସି ଗୁଟେ ରୋଗ୍‌ ଲାଗି ଘରେ ପଡ଼ି ରହିଛନ୍‌। ଏନ୍‌ତାଥି ପରିବାର ଲୋକ୍‌ ସରକାରୀ ଚିକିସତ୍ା ସାହାଯ୍‌ ଲାଗି ଥାନୀୟ ପରଶାସନକେ ନିବେଦନ୍‌ କରିଛନ୍‌।
ସୂଚନା ଅନ୍‌ସାରେ କାଳିଆକଁର ପରିବାର କହେଲେ ମାଏକିନା ରତ୍ନା ଆର ଦୁଇ ଝି’କେ ନେଇ ତାକର ସଁସାର। ଜମିବାଡ଼ି ସଁପତି ବଲି ତାକର କିଛି ନାଇଁ। ଲୋକ୍‌ ମରିହଜି ଗଲେ ପରିବାର ଲୋକ୍‌ ଯେନ୍‌ ଦାନ୍‌ଦପାନ କରସନ୍‌ ସେ ଦାନ୍‌ ଛିନି ନିଜର କୁଟୁମ ପୁଷୁଥିଲେ। ସରକାରୀ ଯୋଜନାରେ ସେ ଗୁଟେ ପକାଘର ଆର ମାସିକ ୧୦ କେ.ଜି. ଚାଉଲ ପାଉଛନ୍‌। ହେଲେ ଅନେକ ଦିନ୍‌ ହେଲା କେହେନ୍‌ସି କାରନରୁ ତାକର ଦୁଇ ଗୋଡ଼ ଫୁଲି ଯାଇ ଘା ହେଇଯାଇଛେ। ନିଜରନେ ଯାହା ଥିଲା ଖରଚ୍‌ କରି ଚିକିସତ୍ିତ ହେଇ ନିରାଶ ହେଲେ। ଏଭେ ଦିନାକେତେ ତଲେ ସେ ନିଜର ଝନେ ଲାଗେଲେସରନୁ ୩ ହଜର ଟଁକା ଉଧାର ଆନି ପାଟଣାଗଡ଼ର ଗୁଟେ ଘରୋଇ କ୍ଲିନିକରେ ଚିକିସତ୍ିତ ହେଉଥିଲେ। ହେଲେ ଆଏଜ୍‌ତକ ସେ ନିରୋଗ୍‌ ନୁହେ ହୁଅନ୍‌। ଇଆଡ଼େ କାଳିଆ ପରିବାରର ଝନେ ବଲି ରୁଜଗାରିଆ ଲୋକ୍‌। ସେ ଘରେ ପଡ଼ି ରହିଲାବେଲେ ଦିନୁଦିନ୍‌କେ ଘରର ଅବସ୍‌ତା ଦୁରବଲ ହେତେଲ ଯାଉଛେ। ଇ ଦିଗେ ସ୍ବାସ୍ଥ୍ୟ ବିଭାଗ ଦୁରୁଷ୍‌ଟି ଦେଇ କାଳିଆକୁଁ ଉଧାର କରି ସରକାରୀ ଚିକିସତ୍ା ସୁବିଧା ଯୁଗେଇ ଦେବାକେ ଦାବି ହେଉଛେ।


Enter your email to get our daily news in your inbox.

All Right Reserved By Dharitri.Com

ଥାନା ଭିତରେ ଝିଅଙ୍କୁ ଛୁରିଭୁସି ହତ୍ୟାକଲେ ବାପା: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଲକ୍ଷ୍ନୌ,୧୫ା୬:ଉତ୍ତରପ୍ରଦେଶର ବାନ୍ଦା ଜିଲା ଅନ୍ତର୍ଗତ ବଦୌସା ଥାନା ଭିତରେ ଶୁକ୍ରବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ତାଙ୍କ ବାପା ଛୁରିଭୁସି ହତ୍ୟା କରିଛନ୍ତି। ବାନ୍ଦା ଏସ୍‌ପି ପଳାଶ…

ଏଇ ଭାରତରେ

ସବୁଜ ଶକ୍ତି ଜୀବନର ଆଧାର ବୋଲି ଉପଲବ୍ଧି କରିଛନ୍ତି ବ୍ୟାଙ୍କର ରାଜଶ୍ରୀ ନାମ୍ବିୟାର। ସେ ଇକୋଫାଇ ଷ୍ଟାର୍ଟଅପ୍‌ର ସହପ୍ରତିଷ୍ଠାତା ଭାବେ ଦୁଇ କିମ୍ବା ତିନି ଚକିଆ ବିଦ୍ୟୁତ୍‌ଚାଳିତ…

ତଥ୍ୟର କୋଳାହଳରେ କାହାଣୀ

ଜିର ସମୟକୁ ଯଦି ‘ଡାଟା’ ବା ‘ତଥ୍ୟ’ର ଯୁଗ ବୋଲି କୁହାଯାଏ, ତାହା ଭୁଲ ହେବ ନାହିଁ। ପ୍ରତି ମୁହୂର୍ତ୍ତରେ ଯେତେ ତଥ୍ୟ ସୃଷ୍ଟି ହେଉଛି, ସବୁକୁ…

ଉତ୍ତରଦାୟିତ୍ୱକୁ ଉପେକ୍ଷା

ସବୁଠି ଆଲୋଚନା ହେଉଛି ମଣିଷ ନିକଟରେ ନୈତିକ ମୂଲ୍ୟବୋଧ ଆଉ ଦେଖିବାକୁ ମିଳୁନାହିଁ। କିନ୍ତୁ ବିଚିତ୍ର କଥା ହେଉଛି ନୈତିକତା ସପକ୍ଷରେ ସଭିଏଁ କହୁଛନ୍ତିି, କେହି ଜଣେ…

୫୫ ମିନିଟ୍‌ ଧରି ଫୋନ୍‌ରେ କଥା ହେଲେ ଟ୍ରମ୍ପ-ପୁଟିନ୍‌: ବନ୍ଦ ହୋଇଯିବ କି…

ଓ୍ବାଶିଂଟନ୍‌,୧୫।୬:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଟେଲିଫୋନ ଆଲୋଚନା ହୋଇଥିଲା। ପ୍ରାୟ ୫୫ ମିନିଟ ଧରି ଚାଲିଥିବା…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri