ସରକାରୀ ଜାଗାରେ ଦୋକାନ ନିର୍ମାଣ : ତାଲା ପକାଇଲେ ଲୋକେ

ରାୟଗଡ଼ା ଅଫିସ,୧୦।୧୦ : ରାୟଗଡ଼ା ସହରର କପିଳାସ ରୋଡ୍‌ର ଷ୍ଟାଇଲ ବଜାର ନିକଟରେ କିଛିଦିନ ହେବ ବେଆଇନ ଭାବେ ସରକାରୀ ଜାଗାରେ ପ୍ରାୟ ୮୦ ଲକ୍ଷ ବ୍ୟୟରେ ଏକ ଦୋକାନ ଗୃହ ନିର୍ମାଣ କରାଯାଇଛି। ଗୁରୁବାର ଶୁଭାରମ୍ଭ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ କଂଗ୍ରେସ କର୍ମୀ ଏବଂ କେତେକ ଲୋକ ଯାଇ ମାଲିକଙ୍କୁ ଦୋକାନର କାଗଜପତ୍ର ମାଗିଥିଲେ। ମାତ୍ର ସେ ଦେଇ ନ ପାରିବାରୁ ଉଭୟ ଦୋକାନୀ ଏବଂ ସାଧାରଣ କର୍ମୀଙ୍କ ମଧ୍ୟରେ ପାଟିତୁଣ୍ଡ ଉଗ୍ର ରୂପ ନେଇ ହାତାହାତି ହୋଇଥିଲେ। କଂଗ୍ରେସ କର୍ମୀଙ୍କ କହିବା ଅନୁଯାୟୀ, କାଗଜପତ୍ର ମାଗିବାରୁ ମାଲିକଙ୍କ ପୁଅ ଦୁର୍ବ୍ୟବହାର କରିବା ସହ ମାରିବାରୁ ଏହାର ପ୍ରତିବଦଳରେ ସାଧାରଣ ଜନତା ମଧ୍ୟ ମାରପିଟ୍‌ କରିବା ସହ ଦୋକାନରେ ତାଲା ପକାଇ ଦେଇଥିଲେ। କଂଗ୍ରେସ ଜିଲା ସଭାପତି ଦୁର୍ଗା ପଣ୍ଡା କହିଛନ୍ତି, ସରକାରୀ ଜାଗାରେ ଥିବା ନିରୀହ ଲୋକଙ୍କୁ ଉଚ୍ଛେଦ କାରାଯାଇ ରାଜରାସ୍ତାରେ ରଖାଯାଉଛି। ଧନିକମାନେ ସରକାରୀ ଅଫିସରମାନଙ୍କୁ ଲାଞ୍ଚ ଦେଇ ବେଆଇନ ଭାବେ କୋଠା ନିର୍ମାଣ କରୁଛନ୍ତି। ଏଥିରେ ପ୍ରଶାସନ ଚୁପ୍‌ ବସିଛି। ଅନ୍ୟପକ୍ଷରେ ଦୋକାନୀ ତଥା ମାଲିକ ନୀଳ କଣ୍ଠେଶ୍ୱର ରାଓ କହିଛନ୍ତି, ବିଶାଖାପାଟଣାରେ ଜରୁରୀ କାଗଜପତ୍ର ଛାଡ଼ି ଆସିଛନ୍ତି। ଦୁଇ ଦିନ ସମୟ ଦେଲେ ସମସ୍ତ କାଗଜପତ୍ର ଦେଖାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଘୋଡ଼ାହାଡ଼ ନଦୀରେ ବନ୍ୟା: ପଳାଶପୁର ବ୍ରିଜ୍‌ ଉପରେ ୪ ଫୁଟ୍‌ର ପାଣି, ଆସିକା-ଦିଗପହଣ୍ଡି-ପାଟପୁର ଯୋଗାଯୋଗ ବିଚ୍ଛିନ୍ନ

ଦିଗପହଣ୍ଡି ୨୮।୧୦, ଅଶେଷ ନାଥ ମିଶ୍ର: ଗଞ୍ଜାମ ଜିଲାର ଘୋଡ଼ାହାଡ଼ ନଦୀରେ ସୃଷ୍ଟି ହୋଇଛି ଗମ୍ଭୀର ବନ୍ୟା ପରିସ୍ଥିତି। ନଦୀର ଉପରମୁଣ୍ଡ ଗଜପତି ଜିଲାରେ ପ୍ରବଳ ବର୍ଷା…

ବାତ୍ୟା ‘ଅର୍ଣ୍ଣବ’: ଦାରିଙ୍ଗବାଡ଼ି ଗସ୍ତ କରି ସ୍ଥିତି ପରଖିଲେ ମନ୍ତ୍ରୀ, ସିଲ୍‌ କରାଯାଇଥିବା ଗାଜଲବାଡ଼ି ଘାଟିର…

ଦାରିଙ୍ଗବାଡ଼ି,୨୮।୧୦ (ଅରୁଣ ସାହୁ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ ଓ ଲୋକଙ୍କ ସୁରକ୍ଷା ଦିଗର ତଦାରଖ କରିବା ପାଇଁ ଓଡ଼ିଶାର ରାଜ୍ୟ ପଞ୍ଚାୟତରାଜ ଓ ପାନୀୟଜଳ ବିଭାଗ ମନ୍ତ୍ରୀ…

ବଦଳିବ ମଙ୍ଗଳଙ୍କ ଚଳନ: ନଭେମ୍ବରରୁ କେବଳ ଏହି ୩ ରାଶିଙ୍କ ଜୀବନରେ ଆସିବ ବଡ଼ ଝଡ଼! ସମ୍ଭାଳିକି ରୁହନ୍ତୁ, ନଚେତ୍‌…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୨ ନଭେମ୍ବର ୨୦୨୬ରେ ମଙ୍ଗଳ ଗ୍ରହ କର୍କଟ ରାଶିରୁ ବାହାରି ସିଂହ ରାଶିରେ ପ୍ରବେଶ କରିବେ। ମଙ୍ଗଳଙ୍କ ଏହି ଗୋଚରର ପ୍ରଭାବ ସମସ୍ତ…

ICC ଟି-୨୦ ରାଙ୍କିଂରେ ବଡ଼ ଅଦଳବଦଳ: ନମନ ଧୀରଙ୍କୁ ପଛରେ ପକାଇ ଏହି ସ୍ଥାନକୁ ଉଠିଲେ ବୈଭବ, ତାଲିକା ଦେଖିଲେ…

ନୂଆଦିଲ୍ଲୀ, ୨୮।୧୦: ଭାରତୀୟ ଦଳ ଏବେ ନ୍ୟୁଜିଲାଣ୍ଡ ଗସ୍ତରେ ରହିଛି। ଏଠାରେ ଖେଳାଯାଉଥିବା ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ୩ଟି ମ୍ୟାଚ ଜିତି ଟିମ…

ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ବିଜୟ ଅମୃତ କୁଲାଙ୍ଗେ, ୬ ବର୍ଷର ସମ୍ପର୍କକୁ ମନେ ପକାଇ…

ପୁରୁଷୋତ୍ତମପୁର,୨୮ା୧୦(ସବିତା ମିଶ୍ର): ଗଞ୍ଜାମ ମାଟି ସହ ପୁଣି ଯୋଡ଼ିହେଲା ପୁରୁଣା ସମ୍ପର୍କ। ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର (ଆର୍‌ଡିସି) ଭାବେ ନୂତନ ଦାୟିତ୍ୱ ଗ୍ରହଣ କରିଥିବା ବରିଷ୍ଠ ଆଇଏଏସ୍‌…

ବକ୍ରୀ ହେବେ ବୁଧ : ୩ ରାଶିଙ୍କ ଅଧୁରା ସ୍ବପ୍ନ ହେବ ପୂରଣ, ଭାଗ୍ୟରେ ଲାଗିବ ଲଟେରୀ, ଚାରିଆଡୁ ଆସିବ ଟଙ୍କା!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୨୪ ଅକ୍ଟୋବର ୨୦୨୬ରେ ବୁଧ ତୁଳା ରାଶିରେ ବକ୍ରୀ ହୋଇଛନ୍ତି। ବୁଧଙ୍କ ଏହି ଚଳନର ପ୍ରଭାବ ସମସ୍ତ ରାଶି ଉପରେ ଭିନ୍ନ ଭିନ୍ନ…

୪ ବର୍ଷ ପରେ କମ୍‌ବ୍ୟାକ, ଏବେ ଶେଷ ହୋଇଯିବ କ୍ୟାରିୟର? ଭୁବନେଶ୍ୱରଙ୍କୁ ନେଇ ସାଂଘାତିକ ବୟାନ କଲେ…

ନୂଆଦିଲ୍ଲୀ, ୨୮।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ୩ଟି ଟି-୨୦ ମ୍ୟାଚ ଭୁବନେଶ୍ୱର କୁମାରଙ୍କ ପାଇଁ ଭଲ ରହିନାହିଁ। ଆଇପିଏଲ ଏବଂ ଘରୋଇ କ୍ରିକେଟରେ ଚମତ୍କାର ପ୍ରଦର୍ଶନ କରି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ଶକ୍ତ ଝଟ୍‌କା: ମିଳିବନି ବର୍ଦ୍ଧିତ ପେନଶନ

ନୂଆଦିଲ୍ଲୀ,୨୮।୧୦: ଅବସର ପରେ ପ୍ରତି ମାସରେ ମିଳୁଥିବା ପେନସନ ହିଁ ଲୋକଙ୍କ ଖର୍ଚ୍ଚ ତୁଲାଇବାରେ ସାହାଯ୍ୟ କରିଥାଏ। ଏହି ପେନସନ ବଳରେ ହିଁ ଲୋକେ ନିଜ ଦୈନନ୍ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?