Posted inଜାତୀୟ

ସରକାରୀ ଡାକ୍ତରଖାନା ପ୍ରସବ କକ୍ଷରେ ବାଜିଲା ଗାୟତ୍ରୀ ମନ୍ତ୍ର: ହଙ୍ଗାମା କଲେ ମୁସଲିମ୍‌ କର୍ମଚାରୀ

ଜୟପୁର, ୧୫।୫: ରାଜସ୍ଥାନର ଏକ ସରକାରୀ ଡାକ୍ତରଖାନା ପ୍ରସବ କକ୍ଷରେ ଗାୟତ୍ରୀ ମନ୍ତ୍ର ବାଜିବାକୁ ନେଇ ହଙ୍ଗାମା ହୋଇଛି। ଡାକ୍ତରଖାନାରେ କାର୍ଯ୍ୟକରୁଥିବା ମୁସଲିମ୍‌ କର୍ମଚାରୀମାନେ ଏହାକୁ ବିରୋଧ କରିଛନ୍ତି। ମାଧୋପୁର ଡାକ୍ତରଖାନାରେ ଗର୍ଭବତୀଙ୍କ ପ୍ରସବ ପୀଡା କମ କରିବା ପାଇଁ ଗାୟତ୍ରୀ ମନ୍ତ୍ର ପାଠ କରାଯାଉଥିଲା ବୋଲି କହିଛନ୍ତି ମାଧୋପୁର ଡାକ୍ତରଖାନାର ମୁଖ୍ୟ ଚିକିତ୍ସା ଅଧିକାରୀ ତେଜରାମ ମିନା। ଗତ ବର୍ଷେ ହେବ ଏଠାରେ ଗାୟତ୍ରୀ ମନ୍ତ୍ର ପାଠ କରାଯାଉଛି। ଏହାଦ୍ୱାରା ଗର୍ଭବତୀଙ୍କ ପ୍ରସବ ଯନ୍ତ୍ରଣା କମ ହେଉଥିବାର ଲକ୍ଷ୍ୟ କରାଯାଉଛି। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଁ ଉଚିତ୍‌ ନୁହେଁ ବୋଲି ସେ କହିଛନ୍ତି। ଜିଲାର ଆଉ ୨୦ଟି ଡାକ୍ତରଖାନାରେ ଏଭଳି ବ୍ୟବସ୍ଥା କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ଗୃହ ବିଭାଗ ନିଜ ପାଖରେ ରଖିଲେ ବିଜୟ

ଚେନ୍ନାଇ,୧୬।୫: ତାମିଲନାଡୁର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ସୁପାରିଶ ଉପରେ କାର୍ଯ୍ୟ କରି ରାଜ୍ୟପାଳ ବିଶ୍ୱନାଥ ଆର୍ଲେକର ରାଜ୍ୟର ନୂତନ କ୍ୟାବିନେଟକୁ ବିଭାଗ ଆବଣ୍ଟନ କରିଛନ୍ତି।…

ମମତା ପଶ୍ଚିମବଙ୍ଗରେ ପ୍ରଦାନ କରିଥିଲେ ୧.୬୯ କୋଟି SC-ST-OBC ପ୍ରମାଣପତ୍ର, କଡ଼ା ଯାଞ୍ଚ ନିର୍ଦ୍ଦେଶ ଦେଲେ ଶୁଭେନ୍ଦୁ ସରକାର

କୋଲକାତା,୧୬ା୫: ୨୦୧୧ରୁ ଜାରି ହୋଇଥିବା ସମସ୍ତ ୧.୬୯ କୋଟି SC-ST-OBC ବର୍ଗ ପ୍ରମାଣପତ୍ରକୁ ପୁନଃ ଯାଞ୍ଚ କରିବାକୁ ପଶ୍ଚିମବଙ୍ଗର ଶୁଭେନ୍ଦୁ ସରକାର ଜିଲା ମାଜିଷ୍ଟ୍ରେଟ୍‌ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।…

ସମାଜବାଦୀ ପାର୍ଟି ନେତା ଆଜମ ଖାନଙ୍କୁ ଦୁଇ ବର୍ଷ ଜେଲ ଦଣ୍ଡ

ନୂଆଦିଲ୍ଲୀ,୧୬।୫: ଉତ୍ତର ପ୍ରଦେଶର ପୂର୍ବତନ ମନ୍ତ୍ରୀ ଆଜମ ଖାନଙ୍କୁ କୋର୍ଟରେ ଏକ ବଡ଼ ଝଟକା ଲାଗିଛି। ୨୦୧୯ ଲୋକ ସଭା ନିର୍ବାଚନ ସମୟରେ ଦେଇଥିବା ଏକ ବିବାଦୀୟ…

ଆଣ୍ଡାମାନ ଛୁଇଁଲା ମୌସୁମୀ: ଜୁନ ୧ ସୁଦ୍ଧା…

ନୂଆଦିଲ୍ଲୀ,୧୬।୫: ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଶନିବାର ଆଣ୍ଡାମାନ ଛୁଇଁଛି। ଦକ୍ଷିଣପୂର୍ବ ଆରବ ସାଗରରେ ମଧ୍ୟ ମୌସୁମୀ ଅଗ୍ରସର ହେଉଥିବା ଜଣାପଡ଼ିଛି। ଦକ୍ଷିଣପୂର୍ବ ଓ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ମଧ୍ୟ…

LPGକୁ ନେଇ ଦେଶ ପାଇଁ ଆସିଲା ଖୁସି ଖବର

ନୂଆଦିଲ୍ଲୀ,୧୬।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ପେଟ୍ରୋଲ, ଡିଜେଲ ଏବଂ CNG ର ମୂଲ୍ୟରେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ, ଭାରତ ପାଇଁ LPG…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri