ସରଳିଆ ହୋଣ୍ଡା ଶୋ’ରୁମ ଉଦ୍‌ଘାଟିତ

ଛେଣ୍ଡିପଦା,୧।୧୦(ସ୍ବ.ପ୍ର.)
ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଗୋପୀନାଥପୁର ଠାରେ ଅନୁଗୋଳ ଲକ୍ଷ୍ମୀ ହୋଣ୍ଡା ପକ୍ଷରୁ ଦଶହରା ଉପଲକ୍ଷେ ସରଳିଆ ହୋଣ୍ଡା ଶୋ’ରୁମ ସୋମବାର ଉଦ୍‌ଘାଟିତ ହୋଇଯାଇଛି। କାର୍ଯ୍ୟକ୍ରମରେ କିଶୋରିଲାଲ ସରଳିଆ, ବିନୋଦ କୁମାର ସରଳିଆ, ଲକ୍ଷ୍ମୀ ହୋଣ୍ଡାର ବିକ୍ରେତା ବିକ୍ରମ ଅଗ୍ରୱାଲ ପ୍ରମୁଖ ଯୋଗଦେଇ ନୂତନ ଶୋ’ରୁମ ଉଦ୍‌ଘାଟନ କରିଥିଲେ। ଉଦ୍‌ଘାଟନ ଅବସରରେ ବିଶେଷ ରିହାତି ଥିବାବେଳେ ହୋଣ୍ଡା କମ୍ପାନୀର ବିଭିନ୍ନ ପ୍ରକାରର ୨୦ଟି ଗାଡି ବିକ୍ରି ହୋଇଥିଲା। ସରଳିଆ ହୋଣ୍ଡାର ବିକ୍ରେତା ମନିସ ସରଳିଆଙ୍କ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ତାରାତାରିଣୀ ପୀଠରେ ବାସନ୍ତିକ ନବରାତ୍ରୀ ଉତ୍ସବ ଆରମ୍ଭ: ବେଦମନ୍ତ୍ରରେ ପ୍ରକମ୍ପିତ ରତ୍ନଗିରି ପାହାଡ଼

ପୁରୁଷୋତ୍ତମପୁର,୧୯।୩(ସବିତା ମିଶ୍ର): ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ତଥା ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରୁବାର ରାତିରୁ ମହାସମାରୋହରେ ଆରମ୍ଭ ହୋଇଛି ବାସନ୍ତିକ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri