ସରିଛି ବାଲିଯାତ୍ରା, ହେଲେ ଭରିନି ମନ

କଟକ ଅଫିସ, ୨୧।୧୧: ସରିଛି ବାଲିଯାତ୍ରା, ହେଲେ ଭରିନି ମନ। ଐତିହାସିକ କଟକ ବାଲିଯାତ୍ରା ବୁଧବାର ଶେଷ ହୋଇଥିଲେ ହେଁ ମହାନଦୀ ପଠା ଚଳଚଞ୍ଚଳ ରହିଛି। ଗୁରୁବାର ବାଲିଯାତ୍ରା ତଳ ପଡ଼ିଆରେ ଗୃହ ଉପକରଣ, ସାଜସଜ୍ଜା ସାମଗ୍ରୀ ଆଦି କିଣିବା ଲାଗି ଲୋକଙ୍କ ପ୍ରବଳ ଗହଳି ହୋଇଥିବା ଦେଖିବାକୁ ମିଳିଛି। ଅପରପକ୍ଷେ ବ୍ୟବସାୟୀମାନେ ଗାଡ଼ି ଯୋଗେ ଫେରୁଥିବା ଏବଂ ଦୋଳିଗୁଡ଼ିକୁ ଖୋଲାଯାଉଥିବା ମଧ୍ୟ ଦେଖିବାକୁ ମିଳିଛି।

ତେବେ ଶେଷ ଦିନରେ ୫ ଲକ୍ଷ ଲୋକଙ୍କ ସମାଗମ ହୋଇଥିବାବେଳେ ୯ ଦିନରେ ୫୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର କାରବାର ହୋଇଥିବା ଆକଳନ କରାଯାଇଛି। ବିଶେଷକରି ଫାଷ୍ଟଫୁଡ୍‌ ଦୋକାନ, ଏନ୍‌ଡିଆର୍‌ଏଫ୍‌ ଷ୍ଟଲ, ତାରକସି ସାମଗ୍ରୀ ମିଳୁଥିବା ଷ୍ଟଲ, ବୋଟିଂ ଏବଂ ଦୋଳି ଆଦିର ଲୋକମାନଙ୍କ ଗହଳି ହେଉଥିଲା। ବ୍ୟବସାୟୀମାନେ ନାନା ଅଫରର ଲୋଭ ଦେଖାଇ ଲୋକଙ୍କ ମନ କିଣୁଥିଲେ। ହେଲେ ଏସବୁପାଇଁ ପୁଣି ଆସନ୍ତା ବର୍ଷ ବାଲିଯାତ୍ରାକୁ ଅପେକ୍ଷା କରିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗମ ଗାଁରେ ପହଞ୍ଚି ଲୋକଙ୍କ ସମସ୍ୟା ବୁଝିଲେ ଏମ୍‌ପି, କହିଲେ ଗୋଟିଏ ବର୍ଷ ମଧ୍ୟରେ…

ଦାରିଙ୍ଗବାଡ଼ି,୧୫ା୭(ଅରୁଣ ସାହୁ): କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ୨ ଦିନିଆ ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳ ଗସ୍ତରେ ଯାଇ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ବୁଧବାର ପ୍ରଥମଦିନ…

ଜଙ୍ଗଲ ଉପରେ ଚାଲିଲା ବୁଲ୍‌ଡୋଜର, ସାମ୍ନାରେ ପାଚେରୀ ଭଳି ଠିଆ ହେଲା ଗଜରାଜ; ଭିଡିଓ ଦେଖିଲେ…

ସୋସିଆଲ ମିଡିଆ ଦୁନିଆରେ ପ୍ରତିଦିନ ଏମିତି କିଛି ଭିଡିଓ ସାମ୍ନାକୁ ଆସେ, ଯାହା ମଣିଷକୁ ଚିନ୍ତା କରିବାକୁ ବାଧ୍ୟ କରିଦିଏ। କିଛି ଭିଡିଓ ଆଶ୍ଚର୍ଯ୍ୟଜନକ ହୋଇଥିବା ବେଳେ…

ଗୁଳି ଫୁଟାଇ ଲୁଟିନେଲେ ଅଳଙ୍କାର ଭର୍ତ୍ତି ବ୍ୟାଗ୍‌

ସିଂହପୁର,୧୫।୭(ଅନଙ୍ଗ ଉଦୟ ବେଉରିଆ): ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ଘଣ୍ଟିଆଳି ପୋଲ ନିକଟରେ ସୁନା ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ଲୁଟ ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ଲେଫ୍ରିପଡ଼ା ନାବାଳିକା ଗଣଦୁଷ୍କର୍ମ ମାମଲା, ୨ ଦୋଷୀଙ୍କୁ ୨୦ ବର୍ଷ…

ସୁନ୍ଦରଗଡ,୧୫ା୭(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଅତିରିକ୍ତ ଜିଲା ଦୌରାଜଜ ତଥା ପକ୍ସୋ କୋର୍ଟ ର ପ୍ରିଜାଇଡିଂ ଅଫିସର ଜ୍ଞାନ ରଞ୍ଜନ ପଟ୍ଟନାୟକ୨୦୨୩ ମସିହାରେ ଲେଫ୍ରିପଡା ଥାନା ଅଞ୍ଚଳରେ…

ICCର ବଡ଼ ନିଷ୍ପତ୍ତି: ବଦଳିଲା ODI ଓ T20 ବିଶ୍ୱକପ୍ ଫର୍ମାଟ୍, ଏଣିକି ହେବ…

ନୂଆଦିଲ୍ଲୀ,୧୫ା୭: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ପୁରୁଷ T20 ବିଶ୍ୱକପ୍ ଏବଂ ODI ବିଶ୍ୱକପରେ ବଡ଼ ପରିବର୍ତ୍ତନ ଘୋଷଣା କରିଛି । ICC ପୁରୁଷ T20 ବିଶ୍ୱକପ୍…

ଷ୍ଟେଶନ ମାଷ୍ଟର ଭାବରେ ନିଜକୁ ପରିଚୟ ଦେଇ ନେଇ ଚାଲିଥିଲେ ଟଙ୍କା, ଏମିତି ପଡ଼ିଲେ ଧରା…

କେନ୍ଦୁଝର,୧୫ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପୋଲିସ ଠକେଇ ମାମଲାରେ ଜଣେ ନକଲି ରେଳ ଅଧିକାରୀଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ତାଙ୍କ ନାମ ରାଜ…

ପଶ୍ଚିମବଙ୍ଗରେ ବଦଳିଲା ଚିତ୍ର: ଦୀର୍ଘ ୨ ଦଶନ୍ଧି ପରେ କୋଲକାତା ଫେରୁଛନ୍ତି ପ୍ରସିଦ୍ଧ ବାଂଲାଦେଶୀ ଲେଖିକା ତସଲିମା ନସରିନ୍

କୋଲକାତା, ୧୫।୭: ପଶ୍ଚିମବଙ୍ଗରେ ସରକାର ବଦଳିବା ପରେ ଏବେ ସେଠାରେ ଅନେକ ପରିବର୍ତ୍ତନ ଦେଖିବାକୁ ମିଳୁଛି। ଅନେକ ପୁରୁଣା ବ୍ୟବସ୍ଥାର ଅନ୍ତ ଘଟୁଥିବା ବେଳେ କେତେକ ନୂଆ…

ବିସ୍ଥାପିତ ନୀତି ତୁରନ୍ତ କାର୍ଯ୍ୟକାରୀ ଦାବି, ନଚେତ୍‌ କମ୍ପାନୀ ବିରୋଧରେ ହେବ ବିରାଟ ଆନ୍ଦୋଳନ

ଛତ୍ରପୁର,୧୫ା୭(ଦିଲ୍ଲୀପ ସାମଲ): ବିସ୍ଥାପିତ ନୀତିକୁ ତୁରନ୍ତ କାର୍ଯ୍ୟକାରୀ କରିବା, ଏଥିପାଇଁ ଚିହ୍ନଟ ଜାଗାରେ ଘର ନିର୍ମାଣ ସହ ପୁନିର୍ବାସ ବ୍ୟବସ୍ଥା କରିବା ସହିତ ୨୦୧୮ରେ ବ୍ରହ୍ମପୁରସ୍ଥିତ ଆର୍‌ଡିସିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri