Posted inଜାତୀୟ

ସରିଲା ନିର୍ବାଚନ: ଏବେ ମେ ୨୩କୁ ସମସ୍ତଙ୍କ ଅପେକ୍ଷା

ନୂଆଦିଲ୍ଲୀ, ୧୯।୫: ଶେଷ ହୋଇଛି ୨୦୧୯ ସାଧାରଣ ନିର୍ବାଚନ। ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ଲୋକସଭା ର୍ନିବାଚନ ପାଇଁ ରବିବାର ମତଦାନ ଶେଷ ହୋଇଛି। ତେବେ ଅପରାହ୍ନ ୫ଟା ସୁଦ୍ଧା ୫୨.୯୮ ପ୍ରତିଶତ ମତଦାନ ହୋଇଥିବା ଜଣାପଡିଛି। ଏବେ ମେ ୨୩ ଉପରେ ସମସ୍ତଙ୍କ ନଜର ରହିଛି। ଏହି ଦିନ ଲୋକସଭା ଏବଂ ଓଡ଼ିଶା, ଆନ୍ଧ୍ରପ୍ରଦେଶ, ଅରୁଣାଚଳ ପ୍ରଦେଶ ଓ ସିକ୍କିମ ବିଧାନସଭା ନିର୍ବାଚନର ଭୋଟଗଣତି ଏବଂ ଫଳାଫଳ ଘୋଷଣା ହେବ। ଶେଷ ପର୍ଯ୍ୟାୟରେ ଦେଶର ୭ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୫୯ଟି ଆସନପାଇଁ ମତଦାନ ଅନୁଷ୍ଠିତ ହୋଇଛି। ଏହି ପର୍ଯ୍ୟାୟରେ ପ୍ରମୁଖ ପ୍ରାର୍ଥୀମାନଙ୍କ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କଂଗ୍ରେସର ମୀରା କୁମାର,ଶତ୍ରୁଘ୍ନ ସିଂହ୍ନା ଏବଂ ଜେଏମଏମର ଶିବୁ ସୋରେନଙ୍କ ଭାଗ୍ୟ ନିର୍ଦ୍ଧାରିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ: ମନୋନୀତ ୧୭ ଜଣ ପୋଲିସ ଅଧିକାରୀ,କର୍ମଚାରୀଙ୍କୁ …

ଭୁବନେଶ୍ୱର,୧୫।୮ ଲୋକସେବା ଭବନରେ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମନୋନୀତ ୧୭ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ପଦକ…

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା…

ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ପତାକା ଉତ୍ତୋଳନ କଲେ ବିଜୟ, ଆଗ ଧାଡିରେ ନଜର ଆସିଲେ ତ୍ରିଶା

ଚେନ୍ନାଇ,୧୫।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଫୋର୍ଟ ସେଣ୍ଟ ଜର୍ଜ କମ୍ପ୍ଲେକ୍ସରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ମାତାପିତା ଏବଂ ଘନିଷ୍ଠ ବନ୍ଧୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri