ସରିଲା ମାଟ୍ରିକ ପରୀକ୍ଷା, ୧୮ରୁ ଆରମ୍ଭ ଖାତାଦେଖା

ଭୁବନେଶ୍ୱର,୨।୩(ବ୍ୟୁରୋ): ଚଳିତମାସ ୧୮ ତାରିଖରୁ ମାଟ୍ରିକ ପରୀକ୍ଷା ଖାତା ଦେଖା ଆରମ୍ଭ ହେବ। ମୋଟ ୬୧ଟି କେନ୍ଦ୍ରରେ ୧୫ ହଜାର ଶିକ୍ଷୟିତ୍ରୀ/ଶିକ୍ଷକ ଏହି ଖାତା ମୂଲ୍ୟାୟନ କରିବେ। ନୂଆ ପଦ୍ଧତିରେ ପରୀକ୍ଷା ହୋଇଥିବାରୁ ମୂଲ୍ୟାୟନରେ ସମୟ ଲାଗିବା ସହ ମୂଲ୍ୟାୟନକୁ ନିର୍ଭୁଲ କରିବା ଲାଗି ସମସ୍ତ ପଦକ୍ଷେପ ନିଆଯାଇଥିବା ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ପ୍ରକାଶ।
ସୂଚନାଯୋଗ୍ୟ, ଚଳିତବର୍ଷ ଫେବୃୟାରୀ ୧୯ରୁ ସମଗ୍ର ରାଜ୍ୟରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ଏହା ସୋମବାର ଶେଷ ହୋଇଛି। ଏବର୍ଷ ମୋଟ ୨୮୮୮ ପରୀକ୍ଷା କେନ୍ଦ୍ରରେ ୫ ଲକ୍ଷ ୬୦ ହଜାର ୯୦୫ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଥାନାଛକରେ ରହିଥିବା ଧନୁଯାତ୍ରାର ସ୍ଥାୟୀ ତୋରଣ ଭାଙ୍ଗିବା ଘଟଣାରେ ସ୍ଥାନୀୟ ଟାଉନ ଥାନା ପୋଲିସ୍‌ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବରଗଡ଼ ପୌରାଧ୍ୟକ୍ଷା…

ବାଇକ୍ ଦୁର୍ଘଟଣାରେ ଯୁବକ ରକ୍ତ ଜୁଡ଼ୁବୁଡ଼ୁ: ମିଳିଲାନି ଆମ୍ବୁଲାନ୍ସ, ମୋବାଇଲ ଟର୍ଚ୍ଚ ଆଲୁଅରେ ହେଲା ଷ୍ଟିଚ୍!

ଥୁଆମୂଳ ରାମପୁର, ୩୦।୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା ସ୍ଥିତ ହେଲୋ ପଏଣ୍ଟ (ନାଏକପଡ଼ା) ଛକ ନିକଟରେ ଶନିବାର ମଧ୍ୟାହ୍ନ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri