ସରିଲା ସଙ୍ଗରୋଧ ଅବଧି: ଫେରିଲେ ଗଞ୍ଜାମ, ଗଜପତିର ୯ ଶ୍ରମିକ

କୋଲନରା,୨୯ା୪: ରାୟଗଡ଼ା ଜିଲା କୋଲନରା ବ୍ଲକ୍‌ ଥେରୁବାଲି ଏବଂ ସୂରୀ ପଞ୍ଚାୟତର ଜାମୁଲେଲିବାଡ଼ିସ୍ଥିତ କରୋନା ଆଶ୍ରୟସ୍ଥଳୀରେ ଥିବା ଗଞ୍ଜାମ ଓ ଗଜପତି ଜିଲାର ୯ ଶ୍ରମିକ ବୁଧବାର ଘରକୁ ଫେରିଛନ୍ତି। ଏକ ସ୍ବତନ୍ତ୍ର ଗାଡ଼ି ଯୋଗେ ଥେରୁବାଲିଠାରେ ଥିବା ଗଞ୍ଜାମ ଜିଲାର ବେଲଗୁଣ୍ଠା ବ୍ଲକ୍‌କୁ ୫ ଜଣଙ୍କୁ ପଠାଯାଇଥିବାବେଳେ ଗଜପତି ଜିଲା ରାୟଗଡ଼ ବ୍ଲକ୍‌ର ୪ ଶ୍ରମିକଙ୍କୁ ବୋଲେରୋ ଗାଡ଼ିରେ ପଠାଯାଇଛି। ପ୍ରଶାସନ ପକ୍ଷରୁ ଏ ନେଇ ବ୍ୟବସ୍ଥା କରାଯାଇଥିଲା। ସମସ୍ତ ଶ୍ରମିକଙ୍କୁ ମାସ୍କ, ଗାମୁଛା, ପାଣି ବୋତଲ, ଖାଦ୍ୟ ସହ ପାସ୍‌ ଦେଇ ଛଡ଼ାଯାଇଛି। ଏହି ସମୟରେ କୋଲନରା ପଞ୍ଚାୟତ ସମିତି ଅଧ୍ୟକ୍ଷା ଗୀତା କଣ୍ଡାଗରୀ, ବିଡିଓ ତାପସ ଭୋଇ, ଏବିଡିଓ କେ. ଶିବ ଗୋପାଳ ରାଓ, ବିଏସ୍‌ଏସ୍‌ଓ ଶ୍ରୀକାନ୍ତ ପାଣିଗ୍ରାହୀ, ଜିପିଇଓ ରମେଶ ଚନ୍ଦ୍ର ଯୋଶୀ, ପିଇଓ ଭି. ମୂରଲୀ କ୍ରିଷ୍ଣା, ସ୍ବେଚ୍ଛାସେବୀ ଇପିଲି ଚନ୍ଦ୍ରଶେଖର, ଆଗୁଲୁ ପାତ୍ର, ପିଏ ପଦ୍ମ ଚରଣ ପାଢ଼ୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

୩୪ ବର୍ଷ ପରେ ପ୍ରଥମ ବାର୍ଷିକ ଉତ୍ସବ: ଛାତ୍ରୀଛାତ୍ରଙ୍କୁ ଭଲ ମଣିଷ ହେବାକୁ ପରାମର୍ଶ

ଦାରିଙ୍ଗବାଡି, ୨୦/୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ ପାଟ୍ଟା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟର…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ…

ଇସାରାରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଦେଲେ ଟ୍ରମ୍ପ: ମୋଦିଙ୍କୁ ନେଇ…

ୱାଶିଂଟନ,୨୦।୨: ୱାଶିଂଟନରେ ଶାନ୍ତି ବୋର୍ଡର ଉଦଘାଟନୀ ଅଧିବେଶନରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହା ଅନ୍ତର୍ଜାତୀୟ ଗଣମାଧ୍ୟମରେ ଆଲୋଚନା ହେଉଛି। ତାଙ୍କ ଭାଷଣ ସମୟରେ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri