Posted inଜାତୀୟ

ସର୍ଜିକାଲ ଷ୍ଟ୍ରାଇକ୍‌ ଏବଂ ଅନୁଚ୍ଛେଦ-୩୭୦ ନେଇ ଭୟଭୀତ ଥିଲେ ଆତଙ୍କବାଦୀ: ଦିଲ୍ଲୀ-ପଞ୍ଜାବରେ ଆକ୍ରମଣ ପାଇଁ ଦାବିନ୍ଦରଙ୍କ ସହିତ ରଚିଥିଲେ ଷଡ଼ଯନ୍ତ୍ର

ଶ୍ରୀନଗର,୧୪।୧: ଆତଙ୍କବାଦୀଙ୍କ ସହିତ ସମ୍ପର୍କ ରଖିବା ଥିବା ଅଭିଯୋଗରେ ଗିରଫ ହୋଇଥିବା ଡିଏସ୍‌ପି ଦାବିନ୍ଦର ସିଂଙ୍କୁ ନେଇ ଗୋଟିଏ ପରେ ଗୋଟିଏ ଗୁପ୍ତ ତଥ୍ୟର ପର୍ଦ୍ଦାଫାଶ୍‌ ହେବାରେ ଲାଗିଛି। ଭାରତୀୟ ସେନା ପକ୍ଷରୁ ପାକିସ୍ତାନରେ କରାଯାଇଥିବା ସର୍ଜିକାଲ ଷ୍ଟ୍ରାଇକ୍‌ ଏବଂ ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ-୩୭୦ର ଉଚ୍ଛେଦ ନେଇ ଆତଙ୍କବାଦୀମାନେ ଭୟଭୀତ ଥିଲେ। ତେଣୁ ଡିଏସ୍‌ପି ଦାବିନ୍ଦରଙ୍କ ସହିତ ମିଶି ଦିଲ୍ଲୀ ଏବଂ ପଞ୍ଜାବରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚାଯାଇଥିଲା। ଦାବେନ୍ଦରଙ୍କ ପାଖରେ ଏକାଧିକ ମୋବାଇଲ୍‌ ନମ୍ବର ଆକ୍ଟିଭ୍‌ ରହିଥିଲା। ଆତଙ୍କବାଦୀଙ୍କ ସହିତ କଥା ହେବା ପାଇଁ ସେ କିଛି ନମ୍ବର ବ୍ୟବହାର କରୁଥିଲେ। ଆତଙ୍କବାଦୀ ରହିବା ପାଇଁ ଦିଲ୍ଲୀ ଏବଂ ଚଣ୍ଡିଗଡ଼ରେ ଦାବିନ୍ଦରଙ୍କ ଦ୍ୱାରା ବ୍ୟବସ୍ଥା ମଧ୍ୟ କରାଯାଇଥିବା ପଚରାଉଚରା ସମୟରେ ଜଣା ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଇତହାସ ରଚିଲା ଭାରତ: ବିଶ୍ୱର ପ୍ରଥମ ଦଳ ଭାବେ କଲା ଏମିତି କାରନାମା

ଅହମ୍ମଦାବାଦ,୧୯।୨: ଟି-୨୦ ବିଶ୍ୱକପରେ ଟିମ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି। ଅହମ୍ମଦାବାଦରେ ନେଦରଲାଣ୍ଡ୍ସକୁ ପରାସ୍ତ କରି ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି ଭାରତ। ଟିମ ଇଣ୍ଡିଆ…

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

ନାନା ସମସ୍ୟା ଦେଇ ଗତି କରୁଛି ବଳରାମପୁର ଗାଁ, ଅଭିଯୋଗ କରି ଗ୍ରାମବାସୀ…

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ପଞ୍ଚାୟତ ବଳରାମପୁର ଗ୍ରାମ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ରାସ୍ତାଘାଟଠାରୁ ଆରମ୍ଭ କରି ବହୁ କ୍ଷେତ୍ରରେ ଅବହେଳିତ ହୋଇରହିଛି।…

କରଡ଼ା ଘାଟିରେ ଦୁର୍ଘଟଣା: ନିୟନ୍ତ୍ରଣ ହରାଇ ୫୦ ଫୁଟ ଗାତକୁ ଖସିଲା ଟ୍ରକ

ରାଇକିଆ,୧୯।୨(ପ୍ରଦୀପ ବେହେରା)- କନ୍ଧମାଳ ଜିଲା ରାଇକିଆ ବ୍ଳକର କରଡ଼ା ଘାଟିଠାରେ ନିୟନ୍ତ୍ରଣ ହରାଇ ଏକ ମହୁଲ ବୋଝେଇ ଟ୍ରକ ଘାଟିର ୫୦ ଫୁଟ ଘାଟି ତଳକୁ ଖସିଯାଇଛି।…

୧୫ ବର୍ଷ କ୍ୟାରିଅରର ଅନ୍ତ, 30 ବର୍ଷ ବୟସରେ ଅବସର ଘୋଷଣା କଲେ ଏହି ଖୋଳାଳି

ନୂଆଦିଲ୍ଲୀ,୧୯ା୨: ନ୍ୟୁଜିଲାଣ୍ଡ ମହିଳା କ୍ରିକେଟରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଦଳର ଜଣେ ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ୍ ଲରେନ୍ ଡାଉନ୍ କ୍ରିକେଟରୁ…

ମାଓବାଦୀଙ୍କୁ ଧରାଇଦେଲେ ୧ କୋଟି ଟଙ୍କା ପର୍ଯ୍ୟନ୍ତ ପୁରସ୍କାର: ମାର୍ଚ୍ଚ ୩୧ ଡେଡ୍‌ଲାଇନ

ନୂଆଦିଲ୍ଲୀ,୧୯ା୨ (ପିଟି/ଏଜେନ୍ସି):୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଭାରତକୁ ମାଓବାଦମୁକ୍ତ କରିବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଥିବାବେଳେ ଉକ୍ତ ଡେଡ୍‌ଲାଇନ୍‌ ପାଖେଇ ଆସିଲାଣି। ଏହି ପରିପ୍ରେକ୍ଷୀରେ ସୁରକ୍ଷା ବଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri