Posted inଖେଳ

ସର୍ବିୟା ଅଭିନେତ୍ରୀଙ୍କୁ ପଟାଖା କହିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୧।୧- ଆହତ ସମସ୍ୟା ଯୋଗୁ ଜାତୀୟ ଦଳରୁ ବାଦ୍‌ ପଡ଼ିଥିବା ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଛାଡ଼ିଛନ୍ତି। ଉକ୍ତ ଫଟୋରେ ହାର୍ଦ୍ଦିକଙ୍କ ସହ ରହିଛନ୍ତି ସର୍ବିୟା ଅଭିନେତ୍ରୀ ନତାସା ଷ୍ଟକୋବିଚ। ଏହାର କ୍ୟାପଶନରେ ଲେଖିଛନ୍ତି, ପଟଖା (ବମ୍‌) ସହ ନୂଆ ବର୍ଷ ଆରମ୍ଭ। ଫଟୋରେ ହାର୍ଦ୍ଦିକ ଅଭିନେତ୍ରୀଙ୍କ ହାତ ଧରିଛନ୍ତି ଓ କ୍ୟାପଶନରେ ହାର୍ଟର ଇମୋଜି ମଧ୍ୟ ଦେଇଛନ୍ତି। ଏଥିରୁ ଜଣାପଡ଼ୁଛି, ଦୁହେଁ ଏବେ ଡେଟ୍‌ କରୁଛନ୍ତି। ଉଲ୍ଲେଖଥାଉ, ଆଇସିସି ବିଶ୍ୱକପବେଳେ ହାର୍ଦ୍ଦିକଙ୍କ ପିଠିରେ ଆଘାତ ଲାଗିଥିଲା। ଯାଞ୍ଚ ପରେ ଗତ ଅକ୍ଟୋବରରେ ତାଙ୍କ ଅସ୍ତ୍ରୋପଚାର କରାଯାଇଥିଲା। ସେ ଏପର୍ଯ୍ୟନ୍ତ ୧୧ ଟେଷ୍ଟ, ୫୪ ଦିନିକିଆ ଓ ୪୦ ଟି୨୦ ଖେଳିଛନ୍ତି। ତାଙ୍କୁ ନ୍ୟୁଜିଲାଣ୍ଡ ଗସ୍ତ ଲାଗି ଘୋଷିତ ଭାରତ ଏ’ ଦଳରେ ସ୍ଥାନ ଦିଆଯାଇଛି। ତାଙ୍କ ଭଳି ମୟଙ୍କ ଅଗ୍ରଓ୍ବାଲ, ପୃଥ୍ବୀ ଶ’, ରବିଚନ୍ଦ୍ରନ ଅଶ୍ୱିନ ଓ ଉମେଶ ଯାଦବ ଏହି ଦଳରେ ସ୍ଥାନ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ସରକାରଙ୍କ ବଡ଼ ଘୋଷଣା: ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା

ଭୁବନେଶ୍ୱର,୧୦।୪: ଏଣିକି ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା। ପ୍ରଧାନମନ୍ତ୍ରୀ ରାହତ୍‌ ଯୋଜନା ମାଧ୍ୟମରେ ମାଗଣା ଚିକିତ୍ସା ମିଳିବ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲା SP,…

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଇରାନର ବଡ଼ ନିଷ୍ପତ୍ତି: ରଖିଲା ଏମିତି ସର୍ତ୍ତ, ବିଶ୍ୱ ବଜାରରେ ହଇଚଇ

ଓ୍ବାଶିଂଟନ୍‌,୧୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ ବିଶ୍ୱ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ ତେଲ ଏବଂ ଗ୍ୟାସ…

ବଢିଲା ଆମେରିକାର ଟେନ୍‌ସନ: ଯୁଦ୍ଧ ମଧ୍ୟରେ ଜିନପିଙ୍ଗଙ୍କ ଆଗରେ ମୁଣ୍ଡ ନୁଆଁଇବେ ଟ୍ରମ୍ପ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୧୦।୪: ଇରାନ ସହିତ ଯୁଦ୍ଧ କେବଳ ଗୋଳାବାରୁଦ ଏବଂ କ୍ଷେପଣାସ୍ତ୍ର ନଷ୍ଟ କରିନଥିଲା, ବରଂ ଏକ ଦୁର୍ବଳତାକୁ ମଧ୍ୟ ପ୍ରକାଶ କରିଥିଲା ଯାହାକୁ ଆମେରିକା ଆଉ ଅଣଦେଖା…

କ୍ଷତିଗ୍ରସ୍ତ ଚାଷୀଙ୍କୁ ଠିକ୍‌ଭାବେ ପ୍ରଦାନ କରାଯାଉନାହିଁ ବୀମାରାଶି, ଜିଲାରେ ପୁଣି…

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇପଡ଼ିଛି। ବିଭିନ୍ନ ସମୟରେ ଚାଷୀମାନେ ଫସଲକ୍ଷତିର ସମ୍ମୁଖୀନ ହେଉଛନ୍ତି, ଅଥଚ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଠିକ୍‌ଭାବେ ବୀମାରାଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri