ସଲ୍‌ମାନଙ୍କ ଫିଟ୍‌ ଇଣ୍ଡିଆ ବାର୍ତ୍ତା

ନୂଆଦିଲ୍ଲୀ: ଅକ୍ଟୋବର ୨ରେ ସାରା ଦେଶରେ ଗାନ୍ଧିଜୀଙ୍କ ୧୫୦ତମ ଜୟନ୍ତୀ ପାଳନ କରାଯାଇଛି। ଏହି ଉପଲକ୍ଷେ ବଲିଉଡ୍‌ ସୁପରଷ୍ଟାର ସଲମାନ୍‌ ଖାନ୍‌ ନିଜ ଫ୍ୟାନ୍ସଙ୍କୁ ଦେଇଛନ୍ତି ଏକ ସ୍ବତନ୍ତ୍ର ବାର୍ତ୍ତା। ଏକ ଭିଡିଓ ଶେୟାର କରି ଫ୍ୟାନ୍ସଙ୍କୁ ଗାନ୍ଧୀ ଜୟନ୍ତୀର ଶୁଭକାମନା ଜଣାଇବା ସହ ଫିଟ୍‌ ରହିବାକୁ ଅପିଲ୍‌ କରିଛନ୍ତି ସଲମାନ। ସଲମାନ୍‌ ନିଜ ବିଙ୍ଗ୍‌ ସଲମାନ ଖାନ୍‌ ଅଫିସିଆଲ୍‌ ଇନଷ୍ଟାଗ୍ରାମ୍‌ ପେଜ୍‌ରେ ଏହି ଭିଡିଓଟି ଶେୟାର କରିଛନ୍ତି। ଭିଡିଓରେ ସଲମାନ ନିଜ ଫ୍ୟାନ୍ସଙ୍କୁ ଗାନ୍ଧୀ ଜୟନ୍ତୀର ଅଭିନନ୍ଦନ ଜଣାଇ ଏହି ଦିବସକୁ ବେଶ୍‌ ଧୂମ୍‌ଧାମ୍‌ରେ ପାଳନ କରିବାକୁ କହିଛନ୍ତି। ଏହାସହ ସେ କହିଛନ୍ତି, ଯେପରି ସ୍ବଚ୍ଛ ଭାରତ, ସ୍ବଚ୍ଛ ଭାରତୀୟ ସେହିପରି ଫିଟ୍‌ ଇଣ୍ଡିଆ, ଫିଟ୍‌ ଇଣ୍ଡିଆନ୍‌। ସଲମାନ୍‌ ଏହି ଭିଡିଓଟି ପୋଷ୍ଟ କରି କେନ୍ଦ୍ରମନ୍ତ୍ରୀ କିରେନ୍‌ ରିଜିଜୁଙ୍କୁ ଟ୍ୟାଗ୍‌ ମଧ୍ୟ କରିଛନ୍ତି। ଏହାସହ କ୍ୟାପଶନ୍‌ରେ ଲେଖିଛନ୍ତି, “ଗାନ୍ଧୀ ଜୟନ୍ତୀ ଅବସରରେ ଭାଇ କହିଛନ୍ତି ଆପଣଙ୍କୁ ଏହି ମେସେଜ୍‌ ଦେବାକୁ ଆଉ ଚୁଲ୍‌ବୁଲ୍‌ ପାଣ୍ଡେ ଏବେ ପ୍ରସ୍ତୁତ।”
ଫିଟ୍‌ ଇଣ୍ଡିଆ ଅଭିଯାନକୁ ସଲମାନ୍‌ ଦୀର୍ଘ ସମୟରୁ ପ୍ରମୋଟ କରିଆସୁଛନ୍ତି। ଏବେ ଗାନ୍ଧୀ ଜୟନ୍ତୀ ଅବସରରେ ସେ ଏହି ଅଭିଯାନକୁ ବାର୍ତ୍ତା ମାଧ୍ୟମରେ ଲୋକଙ୍କ ନିକଟରେ ପହଞ୍ଚାଇବା ସହ ନିଜ ଅପ୍‌କମିଂ ଫିଲ୍ମ ‘ଦବଙ୍ଗ୍‌-୩’ର ପ୍ରମୋଶନ କରିବାକୁ ମଧ୍ୟ ଭୁଲି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରେ ବଡ଼ ହଲଚଲ: ଏମିତି ଘୋଷଣା କରିଦେଲେ ଚିରାଗ ପାସୱାନ, ଭାଜପା କହିଲା- ସମସ୍ତେ ନିଜ ନିଜ…

ନୂଆଦିଲ୍ଲୀ,୨୮।୯: ୨୦୨୭ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବ। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ମଧ୍ୟ ଏହି ନିର୍ବାଚନୀ ମଇଦାନକୁ ଓହ୍ଲାଇବ। କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଗତ ରବିବାର…

ବିଶ୍ୱକପରେ ସବୁଠୁ ଅଧିକ ଛକା ଏହି ଖେଳାଳିଙ୍କ ନାଁରେ, ଜାଣନ୍ତୁ ଟପ୍‌ ୫ରେ କିଏ କିଏ…

ନୂଆଦିଲ୍ଲୀ,୨୮।୯: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ବିଶ୍ୱର ବିଭିନ୍ନ କ୍ରିକେଟ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଭାରତୀୟ ଦଳ ମଧ୍ୟ ଏକ ଶକ୍ତିଶାଳୀ ଟିମ ଗଠନ…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା

ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍‌-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ…

ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..

ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga…

ନିୟମିତ ଗାଜର ଖାଇଲେ ମିଳିଥାଏ ଅନେକ ଲାଭ, ବ୍ଲଡ୍‌ପ୍ରେସର ନିୟନ୍ତ୍ରଣଠାରୁ ଆରମ୍ଭ କରି…

ଗାଜର ଆମ ଶରୀର ପାଇଁ ବେଶ୍‌ ଉପକାରୀ। ସବୁଠାରୁ ଖାସ୍‌ କଥା ହେଲା ଏହାକୁ ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଶରୀରରେ ରୋଗ…

ଅଧିକ ଚା’ ପିଉଛନ୍ତି କି? ଚେତାବନୀ ଦେଇ ବିଶେଷଜ୍ଞ କହିଲେ…

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଆବଶ୍ୟକତା ଠାରୁ ଅଧିକ ଥର ଚା’ ପିଉଛନ୍ତି ତେବେ…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର,୨୮।୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?