ସହର ଅଳିଆକୁ ନେଇ ତୁଟୁନି ବିବାଦ: ଆବର୍ଜନା ଗାଡ଼ି ଅଟକାଇଲେ ଲୋକେ

ଅନୁଗୋଳ ଅଫିସ, ୨୦।୯-ଅନୁଗୋଳ ପୌରପାଳିକାର ଅଳିଆ ବିବାଦ ଥମିବାର ନା ଧରୁନି। ଯୁଆଡ଼େ ଅଳିଆ ନେଇ ଗଲେ ବି ସ୍ଥାନୀୟ ଅଞ୍ଚଳବାସୀଙ୍କଠାରୁ ବିରୋଧର ସମ୍ମୁଖୀନ ହେବାକୁ ପଡ଼ୁଛି। ଫଳରେ ଅନୁଗୋଳ ପୌରପାଳିକା କର୍ତ୍ତୃପକ୍ଷ ବିଭିନ୍ନ ସମୟରେ ହଟହଟା ହେଉଥିବା ଦେଖିବାକୁ ମିଳୁଛି। ଏଥିଯୋଗୁ ସହରର ବିଭିନ୍ନ ସ୍ଥାନରେ ଅଳିଆ ଗଦା ହୋଇ ରହୁଥିଲେ ମଧ୍ୟ ଡମ୍ପିଂ କରିବାକୁ ଜାଗା ମିଳୁନି।
ଅନୁଗୋଳ ପୌରପାଳିକା ୬ଟି ଟ୍ରାକ୍ଟରରେ ଗୁରୁବାର ସହରରୁ ଆବର୍ଜନା ଉଠାଇ ପଞ୍ଚମହଲା ଏଫ୍‌ଏସ୍‌ଟିପି ପ୍ଲାଣ୍ଟ ପଛ ପଡ଼ିଆରେ ପକାଇବାକୁ ଯାଇଥିଲା। କିନ୍ତୁ ନୂଆମୌଜା ଗ୍ରାମବାସୀ ଏହାକୁ ବିରୋଧ କରିବା ସହ ଇଟା ପଥର ଥୋଇ ରାସ୍ତା ଅବରୋଧ କରିଥିଲେ। ଫଳରେ ଦିନ ତମାମ୍‌ ଅଳିଆ ବୋଝେଇ ଟ୍ରାକ୍ଟର ଏଫ୍‌ଏସ୍‌ଟିପି ନିକଟରେ ଛିଡ଼ା ହୋଇ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri