ସହରର ବିଭିନ୍ନ ସ୍ଥାନରେ ଚାଲିଛି ବିଶୋଧନ ପ୍ରକ୍ରିୟା

କେନ୍ଦୁଝର,୧୭ା୪(ସ୍ବ.ପ୍ର.): କରୋନା ମହାମାରୀ ରୋକିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ବିଶୋଧନ କାର୍ଯ୍ୟ ଜୋର୍‌ସୋରରେ ଚାଲିଛି। କେନ୍ଦୁଝର ସହରର ବିଭିନ୍ନ ଅଫିସ, ଡାକ୍ତରଖାନା, ରାସ୍ତାଘାଟ ବିଶୋଧନ କରାଯାଉଛି। ଶୁକ୍ରବାର ମନୋଜ ମଞ୍ଜରୀ ଶିଶୁ ଭବନ, ତିନି ନମ୍ବର ୱାର୍ଡ ମୁସଲିମ୍‌ ବସ୍ତି ଆଦି ବିଶୋଧନ କରାଯାଉଛି। ସ୍ବାସ୍ଥ୍ୟ ବିଭାଗ ଓ ଅଗ୍ନିଶମ ବିଭାଗ ମିଳିତ ଉଦ୍ୟମରେ ବିଶୋଧନ କାର୍ଯ୍ୟ ଚାଲିଛି। ସେହିପରି ପୂର୍ବପରି ପୋଲିସ ବିଭାଗ ପକ୍ଷରୁ ରାସ୍ତାରେ ଲୋକଙ୍କ ଯାତାୟାତ ଉପରେ କଟକଣା କରିବା ସହ ନଜର ରଖିଛି। ବିନା କାରଣରେ ପଦାକୁ ବାହାରୁଥିବା ବ୍ୟକ୍ତି ଓ ଗାଡ଼ିଚାଳକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବ ଭୋଟର ଦେଶର ଭବିଷ୍ୟତ: ଏସଆଇଆର ଉପରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ ପ୍ରତିଯୋଗିତା

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ ଆଇ ଆର ଉପରେ ଏକ ସଚେତନତା…

ବିଡିଓଙ୍କୁ ଗାଡ଼ି ଉପରକୁ ଟେକାପଥର ମାଡ଼

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ନୟାଗଡ଼ ଜିଲା ଦଶପଲା ବ୍ଲକ ନଛିପୁରରେ ଦଶପଲ୍ଲା ବିଡିଓ ଶରତ ମଲିକଙ୍କ ଗାଡ଼ି ଉପରକୁ ଟେକାପଥରମାଡ଼ ହୋଇଛି। ବିଡିଓ ନିର୍ବାଚନ କାର୍ଯ୍ୟରେ…

୫ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ବାନ୍ଧିଲା ପୋଲିସ: ୨ ବନ୍ଧୁକ ସହ ୩ ଜୀବନ୍ତ…

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଶୁକ୍ରବାର ବାରୁଡ଼ା ଗ୍ରାମର ଏକ ଗଣ୍ତଗୋଳ ମାମଲାରେ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଜଗନ୍ନାଥପ୍ରସାଦ…

ଏସ୍‌ପି ଅଫିସ ଆଗରେ ବାପା-ପୁଅଙ୍କ ଆତ୍ମାହୁତି ଉଦ୍ୟମ

ଢେଙ୍କାନାଳ,୧୨ା୬(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି ରାଣିପାଳ ଗ୍ରାମର ଆଇନ ଛାତ୍ର ସରୋଜ ରାଉତ ଓ ତାଙ୍କ ପିତା ପଦ୍ମନାଭ ରାଉତ ଶୁକ୍ରବାର…

NEET Re-Exam ପରୀକ୍ଷାରେ ବଡ଼ ପରିବର୍ତ୍ତନ, ପରୀକ୍ଷା ସମୟ ଅବଧି…..

ନୂଆଦିଲ୍ଲୀ,୧୨।୬: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) NEET ପୁନଃପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି । ଏହି ପ୍ରକ୍ରିୟାର ଏକ ଅଂଶ ଭାବରେ, NTA କିଛି ପରିବର୍ତ୍ତନ…

ସନ୍ଧ୍ୟାରେ ମନ୍ଦିରରେ ତାଲା ଦେଇ ଯାଇଥିଲେ ପୂଜାରୀ, ସକାଳକୁ ଗଲା ବେଳକୁ ଯାହା ଦେଖିଲେ…

ଦିଗପହଣ୍ଡି,୧୨।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ଗ୍ରାମ ଶ୍ରୀ ତୁମ୍ବେଶର ଶୈବପୀଠ ପରିସରରେ ଥିବା ଦାନବାକ୍ସକୁ କେହି ଦୁର୍ବୃତ୍ତ ଭାଙ୍ଗି…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡିଲା ଟିଣ ଛପର, ଘର ଉପରେ ପଡ଼ିଲା ଗଛ

ମୋହନା,୧୨।୬(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ଏହାର ପ୍ରଭାବରେ ଗୋବିନ୍ଦପୁର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଗୋବିନ୍ଦପୁର…

ବିନା ଲାଇସେନ୍ସରେ ୯୦୦ରୁ ଅଧିକ ବିମାନ ଉଡ଼ାଣ କରିଛନ୍ତି ଏହି ପାଇଲଟ୍‌, ପୂରା ଘଟଣା ଜାଣିଲେ…

ଅଟାଓ୍ବା,୧୨ା୬: କାନାଡାର ପ୍ରମୁଖ ବିମାନ କମ୍ପାନୀ ଏୟାର କାନାଡା ସହିତ ଜଡ଼ିତ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପୂର୍ବତନ ବିମାନ ପାଇଲଟ୍‌ ଜେଫ୍ରି ଓ୍ବାଲ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri