ସହାୟତା ଦାବି କଲା କଳାକାର ସଂଘ

କଣ୍ଟାବାଞ୍ଜି, ୨୦ା୧୦(ଡି.ଏନ.ଏ.)
ବଲାଙ୍ଗୀର ଜିଲା କଣ୍ଟାବାଞ୍ଜ ଏନଏସି ସହରାଞ୍ଚଳରେ ଥିବା କଳାକାରଙ୍କୁ ଚିହ୍ନଟ କରାଯାଇ ନାହିଁ। ଏଥିଯୋଗୁ ସେମାନେ ବିଭିନ୍ନ ସରକାରୀ ଯୋଜନାରୁ ବଞ୍ଚିତ ରହିଛନ୍ତି। କଳାକାର ଭତ୍ତା ନ ପାଇ ସେମାନେ ହାହୁତାଶ ମଧ୍ୟଦେଇ ଗତି କରୁଛନ୍ତି। ଏ ନେଇ ସୋମବାର କଳାକାର ସଂଘ ପକ୍ଷରୁ ୫ଦଫା ସମ୍ବଳିତ ଏକ ଦାବିପତ୍ର ସ୍ଥାନୀୟ ତହସିଲଦାର ଅଶୋକ କୁମାର ମାଝୀ ଓ ଏନଏସି ନିର୍ବାହୀ ଅଧିକାରୀ ସାମ୍ମି ରେଡ୍ଡି ଜୟଶ୍ରୀଙ୍କୁ ପ୍ରଦାନ କରାଯାଇଛି। ଏନଏସି ପକ୍ଷରୁ ସହରରେ ଥିବା ବିଭିନ୍ନ କଳାକାରଙ୍କୁ ନେଇ ଏକ କଳାକାର ସଂଘ ଗଠନ ସହ ପଞ୍ଜୀକରଣ କରିବା, କରୋନା ମହାମାରୀ ଯୋଗୁଁ ଦୁର୍ବିସହ ଜୀବନ ଜୀଉଁଥିବା କଳାକାରଙ୍କ ପରିବାର ପ୍ରତିପୋଷଣ ଲାଗି ସରକାରୀ ସହାୟତା, ସରକାରୀ ସଚେତନତା କାର୍ଯ୍ୟକ୍ରମରେ ସ୍ଥାନୀୟ କଳାକାରମାନଙ୍କୁ ସାମିଲ କରିବା ଆଦି ଦାବି ନେଇ ଏକ ସ୍ମାରକପତ୍ର ଦିଆଯାଇଛି ା ସଂଘ ସଭାପତି ଅମରେନ୍ଦ୍ର ବାଗଙ୍କ ନେତୃତ୍ୱରେ ଅଶୋକ କୁମ୍ଭାର, ତୁଲେଶ୍ୱର ସୁନା, ସୁମିତ୍ରା ଛତ୍ରିଆ, ଗିରିଧାର ନାଏକ, ଶିବାଶିଷ ବାଗ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଜିଲାର ସଂସ୍କୃତି ପରମ୍ପରା ପାଳନରେ ବିଭାଗର ଖାମଖିଆଲି ମନୋଭାବ: ଓଡ଼ିଶାର ବରପୁତ୍ରଙ୍କୁ ଅଣଦେଖା

ପାରଳାଖେମୁଣ୍ଡି,୨ା୪(ଗିରିଧାରୀ ପରିଚ୍ଛା): ଓଡ଼ିଶା ଦିବସରେ ଓଡ଼ିଶାର ନିର୍ମାତାଙ୍କ ମାଟିରେ ଅପମାନ ଓ ଅବହେଳା ପରିଲକ୍ଷିତ ହୋଇଛି। ଓଡ଼ିଶା ଦିବସ ପାଳନରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ବରିଷ୍ଠ ବ୍ୟକ୍ତିମାନଙ୍କୁ…

୫ ଜିଲାକୁ ଝଡ଼ବର୍ଷା, ଆଜି ଏସବୁ ଅଞ୍ଚଳରେ ଘଡ଼ଘଡ଼ି ସହ…

ଭୁବନେଶ୍ୱର,୨ା୪: ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଥିବାବେଳେ ଉପକୂଳରେ ଥଣ୍ଡା ଅନୁଭୂତ ହେଉଛି। ଗତ କିଛିଦିନ ଧରି ରାଜ୍ୟରେ ଏପରି ତାପମାତ୍ରା ଦେଖିବାକୁ ମିଳୁଛି। ଏନେଇ…

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri