ବାରିପଦା ଅଫିସ, ୧୦ା୪- କରୋନା ମୁକାବିଲା ଲାଗି ଡିଭାଇନ ଓ ଏମଏସଇ କଲେଜ ଅଫ ଇଞ୍ଜିିନିୟରିଂ ସହାୟତାର ହାତ ବଢାଇଛି। ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡକୁ ୧ ଲକ୍ଷ ଓ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୧ ଲକ୍ଷ ଟଙ୍କା ଡିଭାଇନ ଇଞ୍ଜିିନିୟରିଂ କଲେଜର ନିର୍ଦ୍ଦେଶକ ଇଂ. ବିପ୍ଲବ ଭଞ୍ଜନ ବୁଗୁଡ଼ାଇ ଓ ଏମଏସଇ ଇଞ୍ଜିିନିୟରିଂ କଲେଜର ଅଧ୍ୟକ୍ଷ ଧରମବୀର ବୁଗୁଡ଼ାଇ ଜିଲା ପ୍ରଶାସନ ଜରିଆରେ ଏହି ସହାୟତା ରାଶି ପ୍ରଦାନ କରଛନ୍ତି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ
ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…
କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…
କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…
ଗାଜଲବାଡି ଘାଟି ସିଲ୍କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର
ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…
କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ
କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…
ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା
ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…
ଗଞ୍ଜାମ ଜଳବନ୍ଦୀ ଅଞ୍ଚଳରେ ବିଧାୟକ: ଲୋକଙ୍କ ଦୁଃଖ ଶୁଣିଲେ, ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ
ଗଞ୍ଜାମ,୨୬।୯(ଅନାଥ ତରାଇ): ଲଗାଣ ବର୍ଷା ଯୋଗୁ ଗଞ୍ଜାମ ଏନ୍ଏସି ଅଞ୍ଚଳର ବିଭିନ୍ନ ୱାର୍ଡରେ ସୃଷ୍ଟି ହୋଇଥିବା ଜଳବନ୍ଦୀ ଓ ରାସ୍ତାଘାଟ ସମସ୍ୟାର ସ୍ଥିତି ଶନିବାର ସକାଳେ ସ୍ଥାନୀୟ…
୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍
ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…
କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ
ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

