ସାଇନପଡ଼ା ସମିତି ସଭ୍ୟ ନିର୍ବାଚନ: ବଳରାମ ମଲିକ ନିନ୍ଦ୍ୱନ୍ଦରେ ନିର୍ବାଚିତ

କ.ନୂଆଗାଁ, ୪।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକ ସାଇନପଡ଼ା ସମିତି ସଭ୍ୟ ଭାବେ ବିଜେଡି ସମର୍ଥୀତ ପ୍ରାର୍ଥୀ ବଳରାମ ମଲିକ ନିନ୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି।
ସୂଚନାଯୋଗ୍ୟ, ଉକ୍ତ ପଞ୍ଚାୟତର ସମିତିସଭ୍ୟ ଚକ୍ରମଣି କହଁର ବିଧାୟକଭାବେ ନିର୍ବାଚିତ ହେବାରୁ ଉକ୍ତ ପଦବୀରୁ ଇସ୍ତଫା ଦେଇଥିଲେ। ଫଳରେ ସମିତି ସଭ୍ୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ନିର୍ଦ୍ଧାରିତ ସମୟ ମଧ୍ୟରେ ଜଣେ ମାତ୍ର ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିଲେ। ସୋମବାର ନିର୍ବାଚନ ଅଧିକାରୀ ତଥା ବିଡିଓ ମନୋଜ କୁମାର ତ୍ରିପାଠୀ ଯାଞ୍ଚକରି ବଳରାମ ମଲିକଙ୍କୁ ଅପ୍ରତିନ୍ଦ୍ୱନ୍ଦୀ ଭାବେ ନିର୍ବାଚିତ ହୋଇଥିବା ଘୋଷଣା କରିଛନ୍ତି। ଏହି ଘୋଷଣା ପରେ ବଳରାମ, ବିଧାୟକ ଚକ୍ରମଣି କହଁର, ଜିଲା ସମ୍ପାଦକ କୃଷ୍ଣମୋହନ ପାଣିଗ୍ରାହୀ, ବ୍ଲକ ଅଧ୍ୟକ୍ଷା ସୁଲୋଚନା ଦଳବେହେରା, ବ୍ଲକ ସଭାପତି ବାସୁଦେବ ପଣ୍ଡା, ସାଇନପଡ଼ା ସରପଞ୍ଚ କୁମୁଦ ଚନ୍ଦ୍ର ମଲିକ ପ୍ରମୁଖଙ୍କୁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୋତେ ଫୋନ କରନାହିଁ…’ – ତାଙ୍କ ପରିବାରକୁ ଏମିତି କାହିଁକି କହିଥିଲେ ଅଭିଜିତ ଦୀପକେ? ବଡ଼ କାରଣ କହିଲେ ବାପା

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ରଙ୍କ ବିଶାଳ ପ୍ରତିବାଦ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଥିଲେ। ପ୍ରହ୍ଲାଦ ଜୋଷୀ ବର୍ତ୍ତମାନ ଏହି…

ପରଲୋକରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ

ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହ ଆଉ ନାହାନ୍ତି। ରବିବାର ବିଳମ୍ବିତ ରାତିରେ ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି।…

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri