Posted inରାଜ୍ୟ

ସାଇସ୍ବରୂପ, ପୀୟୂଷଙ୍କୁ ଏଲୋ ରେଟିଂ ମାନ୍ୟତା

ଢେଙ୍କାନାଳ ଅଫିସ, ୨୬।୭- ଢେଙ୍କାନାଳ ଶ୍ରେୟା ଚେସ୍‌ ଏକାଡେମୀର ଉଦୀୟମାନ ଖେଳାଳି ସାଇସ୍ବରୂପ ମିଶ୍ର ଏବଂ ପୀୟୂଷ କୁମାର ସାହୁଙ୍କୁ ଅନ୍ତର୍ଜାତୀୟ ଏଲୋ ରେଟିଂ ମାନ୍ୟତା ମିଳିଛି। ଚଳିତ ଜୁଲାଇ ୧ରେ ପ୍ରକାଶିତ ରେଟିଂ ତାଲିକାରେ ଉଭୟଙ୍କ ନାମ ସ୍ଥାନ ପାଇଛି।
ରାଜ୍ୟର ଜଣେ ପ୍ରତିଷ୍ଠିତ ଚେସ୍‌ ଖେଳାଳି ଭାବେ ସାଇସ୍ବରୂପ ସୁନାମ ଅର୍ଜନ କରିଛନ୍ତି। ଗତ ଜୁନ୍‌ରେ ଭୁବନେଶ୍ୱର କିଟ୍‌ରେ ଆୟୋଜିତ ଅନ୍ତର୍ଜାତୀୟ ଚେସ୍‌ ଫେଷ୍ଟିଭାଲ ଏବଂ କଟକରେ ଅନୁଷ୍ଠିତ ସର୍ବଭାରତୀୟ ଟ୍ରିପଲ-ସି ପ୍ରତିଯୋଗିତାରେ ସେ ୮ଜଣ ରେଟେଡ୍‌ ଖେଳାଳିଙ୍କୁ ପରାସ୍ତ କରିଥିଲେ। ୪ ରେଟେଡ ଖେଳାଳିଙ୍କ ସହ ମ୍ୟାଚ ଅମୀମାଂସିତ ରଖିବାରେ ସଫଳ ହୋଇଥିଲେ। ପୀୟୂଷ ମଧ୍ୟ ୩ଜଣ ରେଟେଡ୍‌ ଖେଳାଳିଙ୍କୁ ପରାଜିତ କରିବା ସହ ୨ଜଣଙ୍କ ସହ ମ୍ୟାଚ ଅମୀମାଂସିତ ରଖିଥିବା ଏକାଡେମୀ ପକ୍ଷରୁ ସୂଚନା ଦିଆଯାଇଛି। ଉକ୍ତ ଦୁଇଜଣ କ୍ରୀଡ଼ାବିତ୍‌ ସ୍ଥାନୀୟ ସେଣ୍ଟ ଜାଭିୟର୍ସ ସ୍କୁଲରେ ପଢୁଛନ୍ତି। ଏକାଡେମୀର ବରିଷ୍ଠ କୋଚ୍‌ ମନୋଜ କୁମାର ରାୟ, ନିହାର ରଞ୍ଜନ


Enter your email to get our daily news in your inbox.

All Right Reserved By Dharitri.Com

ବିମାନବନ୍ଦରରୁ ଜବତ ହେଲା ୫କୋଟିର ମାରିଜୁଆନା

ଭୁବନେଶ୍ୱର,୮।୭(ତ୍ରିନାଥ ମହାନ୍ତି): ଭୁବନେଶ୍ବର ବିମାନବନ୍ଦରରୁ ପୁଣି ଜବତ ହୋଇଛି ୫କୋଟି ଟଙ୍କା ମୂଲ୍ୟର ମାରିଜୁଆନା। ବ୍ୟାଙ୍କକ୍‌ରୁ ଭୁବନେଶ୍ୱର ଚାଲାଣ ବେଳେ ୧୧କେଜି ମାରିଜୁଆନା ଜବତ କରାଯାଇଛି। ଏହି…

ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…

ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର…

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ…

ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ

ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ…

ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି

ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ଏକମାତ୍ର ସମାଧାନ

ଭୁବନେଶ୍ୱର,୮।୭(ସୁନିତ୍‌ ମିଶ୍ର): ବିଶ୍ୱବ୍ୟାପୀ ଜଳବାୟୁ ପରିବର୍ତ୍ତନ ଓ ଗ୍ରୀଷ୍ମ ଲହରର ମୁକାବିଲା ପାଇଁ ବ୍ୟାପକ ବୃକ୍ଷରୋପଣ ହିଁ ଏକମାତ୍ର ଦୀର୍ଘକାଳୀନ ସମାଧାନ। ବିକାଶ ଓ ପରିବେଶ ପରସ୍ପରର…

ଆଜି ଏହି ୨ ଜିଲାରେ ଝଡ଼ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୮ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତରଓଡ଼ିଶା -ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଅବପାତ ଦୁର୍ବଳ…

ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ଆବେଦନ ଆରମ୍ଭ: ଶେଷ ତାରିଖ ରହିଛି…

ଭୁବନେଶ୍ୱର,୮ା୭(ସୁଚିସ୍ମିତା ସାହୁ): ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ୨୦୨୬-୨୭ ପାଇଁ ସରକାରୀ ବିଶ୍ୱବିଦ୍ୟାଳୟରେ ପିଏଚ୍‌ଡିରେ ପଞ୍ଜୀକୃତ ଗବେଷକମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri