ସାକ୍ଷୀଗୋପାଳଙ୍କ ଦର୍ଶନ କଲେ ମନ୍ତ୍ରୀ ଟୁକୁନି ସାହୁ

ସାକ୍ଷୀଗୋପାଳ,୨ା୧(ଡି.ଏନ୍‌.ଏ.): ନୂଆବର୍ଷରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ପରେ ସାକ୍ଷୀଗୋପାଳଙ୍କ ଦର୍ଶନ ସହ ପୂଜାର୍ଚ୍ଚନା କରିଛନ୍ତି। ଦର୍ଶନ ବେଳେ ଅଧିକାରୀ ଓ ସ୍ଥାନୀୟ ନେତୃ ମଣ୍ଡଳୀ ଉପସ୍ଥିତ ଥିଲେ। ଭୋର ୪ଟା ରୁ ସାକ୍ଷୀଗୋପାଳଙ୍କ ମନ୍ଦିର ଦ୍ୱାର ଖୋଲାଯିବା ପରେ ମଙ୍ଗଳ ଆଳତି, ବେଶ ମଇଲମ, ମର୍ଦ୍ଦନ, ଅବକାଶ ପରେ ଠାକୁରଙ୍କୁ ଘୋଡ଼ଲାଗି ବେଶ କରାଯାଇଥିଲା। ବଲ୍ଲଭ, ପହିଲିଭୋଗ ଓ ସକାଳଧୂପ ପରେ ମନ୍ଦିରରେ ସାହଣ ମେଲା ଦର୍ଶନ ଆରମ୍ଭ ହୋଇଥିଲା। ଠାକୁରଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଥିଲା। ସେହିପରି ବୀରଗୋବିନ୍ଦପୁର ମା’ ଦକ୍ଷିଣକାଳୀ ଓ ବରାଳ ବାଲୁଙ୍କେଶ୍ୱର ଦେବଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲିକ୍ଷିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତୈଳ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ୮ ସୂତ୍ରୀ ନିର୍ଦ୍ଦେଶ, ଜୁନ୍ ପହିଲାରୁ ସରକାର…

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା): ସରକାରୀ ଅଧିକାରୀମାନେ ଏଣିକି ବିଭିନ୍ନ ସ୍ଥାନକୁ ପରିଦର୍ଶନରେ ଗଲାବେଳେ ବସ୍‌ କିମ୍ବା ରେଳରେ ଯିବେ। ଏହାସହିତ ଜୁନ୍‌ ପହିଲାରୁ ସରକାର କେବଳ ବୈଦ୍ୟୁତିକ ଯାନ(ଇଭି)…

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri