Posted inଖେଳ

ସାତ ବର୍ଷ ପରେ ନ୍ୟୁ ସାଉଥ ଓ୍ବେଲ୍ସକୁ ଫେରିଲେ ଜାମ୍ପା

ମେଲବୋର୍ନ, ୧୪ା୬ (ପି.ଟି.)-ଆସନ୍ତା ସିଜନ ପାଇଁ ଅଷ୍ଟ୍ରେଲୀୟ ସ୍ପିନର ଆଡାମ ଜାମ୍ପା ନ୍ୟୁ ସାଉଥ୍‌ ଓ୍ବେଲ୍ସ ସହ ଏକ ଚୁକ୍ତି କରିଛନ୍ତି। ଫଳରେ ଦୀର୍ଘ ୭ ବର୍ଷ ବ୍ୟବଧାନରେ ସେ ନିଜର ପୂର୍ବତନ କ୍ଲବକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏପର୍ଯ୍ୟନ୍ତ ସେ ସାଉଥ ଅଷ୍ଟ୍ରେଲିଆ ଦଳ ତରଫରୁ ଖେଳି ଆସୁଥିଲେ। ୨୮ ବର୍ଷୀୟ ଏହି ଖେଳାଳି ୨୦୧୨ରେ ନ୍ୟୁ ସାଉଥଓ୍ବେଲ୍ସ ଦଳ ସହିତ ତାଙ୍କ ପଦାର୍ପଣ ମ୍ୟାଚ ଖେଳିଥିଲେ। ଦଳକୁ ପୁନଃ ପ୍ରତ୍ୟାବର୍ତ୍ତନ ଦ୍ୱାରା ବର୍ତ୍ତମାନ ସେ ନାଥାନ ଲିଅନ, ପ୍ୟାଟ୍‌ କୁମିନ୍ସ, ଜୋସ୍‌ ହାଜେଲଉଡ୍‌, ଷ୍ଟିଭ ସ୍ମିଥ୍‌, ମିଚେଲ ଷ୍ଟାର୍କ ଓ ଡେଭିଡ୍‌ ଓ୍ବାର୍ନରଙ୍କ ଭଳି ଟପ୍‌ କ୍ରିକେଟରଙ୍କ ସହ ଖେଳିବେ। ଜାମ୍ପା ଅଷ୍ଟ୍ରେଲିଆ ତରଫରୁ ଖେଳି ୩୩ ଅନ୍ତର୍ଜାତୀୟ ଟି୨୦ ଓ ୭୫ ଦିନିକିଆ ଉଇକେଟ ହାସଲ କରିସାରିଛନ୍ତି। ସାଉଥ ଅଷ୍ଟ୍ରେଲିଆ ଟିମ୍‌ରେ ଯୋଗଦାନ ପୂର୍ବରୁ ଜାମ୍ପା ନ୍ୟୁ ସାଉଥଓ୍ବେଲ୍ସ ତରଫରୁ ତିନୋଟି ଶିଫିଲ୍ଡ ଶିଲ୍‌ଡ ମ୍ୟାଚ ଏବଂ ୪ ଦିନିକିଆ ଲିଷ୍ଟ ଏ’ ମ୍ୟାଚ ଖେଳିଥିଲେ। ରେଡ୍‌ବ୍ୟାକ୍ସ ଦଳ ତରଫରୁ ସେ ୯୫ ଶିଫିଲ୍ଡ ଓ ୫୧ ଦିନିକିଆ ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗତକାଲି ହଠାତ୍‌ ଘରୁ ନିଖୋଜ ହୋଇଯାଇଥିଲେ ୧୦ମ ଶ୍ରେଣୀ ଛାତ୍ରୀ, ଆଜି ଜଙ୍ଗଲରୁ ଉଦ୍ଧାର ହେବା ପରେ…

ଦିଗପହଣ୍ଡି,୧୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁରୁ ୧୦ମ ଶ୍ରେଣୀ ପରୀକ୍ଷା ଦେଇଥିବା ଜଣେ ୧୬ ବର୍ଷୀୟା ଛାତ୍ରୀ ରବିବାର ଘରୁ…

ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ, ଗଛ ଉପରେ ଚଢି ଅଚେତ ହୋଇପଡ଼ିଲେ ହନୁମାନ

ବୁଗୁଡ଼ା,୧୩ା୪(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧୀନ ସଂକୁରୁ ଗ୍ରାମରେ ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ ଘଟିଛି। ରାମାୟଣ ପରିବେଷଣ ବେଳେ ଗଛ ଉପରେ…

କୀର୍ତ୍ତନ ଦାସଙ୍କ ଉପରେ ଭରସା କଲା ଭାଜପା, ଦେଲା ଏହି ଗୁରୁଦାୟିତ୍ୱ: ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଗଞ୍ଜାମ,୧୩।୪(ଅନାଥ ତରାଇ): ଭାରତୀୟ ଜନତା ପାର୍ଟିର ଜଣେ ଦକ୍ଷ ତଥା ନିଷ୍ଠାପର ସଂଗଠକ ଭାବେ ପରିଚିତ କୀର୍ତ୍ତନ ଦାସଙ୍କୁ ଦ୍ୱିତୀୟଥର ପାଇଁ ଗଞ୍ଜାମ ଜିଲା ଭାଜପା ଅନୁସୂଚିତ…

ଭଞ୍ଜନଗର ବ୍ଲକ ଓଷ୍ଟାର ନୂତନ କର୍ମକର୍ତ୍ତା ମନୋନୀତ: ଜାଣନ୍ତୁ ସେମାନେ ସବୁ କିଏ…

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପିଏମଶ୍ରୀ ୟୁ. ବି. ହାଇସ୍କୁଲଠାରେ ବ୍ଲକର ଓଷ୍ଟା ଖବରଦାତା ସମ୍ମିଳନୀ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଦିଲ୍ଲୀପ କୁମାର…

ଟ୍ରମ୍ପଙ୍କୁ ଇରାନର ଭୟଙ୍କର ଚେତାବନୀ: ଯଦି ବନ୍ଦରଗୁଡ଼ିକ ପ୍ରତି ବିପଦ ସୃଷ୍ଟି ହୁଏ, ତା’ହେଲେ…

ଓ୍ବାଶିଂଟନ୍‌,୧୩।୪: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ଏକ ନୂତନ ଏବଂ ଗମ୍ଭୀର ମୋଡ଼ ନେଇଛି। ଆମେରିକା ଇରାନର ଉପସାଗରୀୟ ବନ୍ଦରଗୁଡ଼ିକର ନୌସେନା ଅବରୋଧ ଘୋଷଣା…

ଭାଜପା ଏସସି ମୋର୍ଚ୍ଚା ଜିଲା ସଭାପତି ଘୋଷଣା: ଗନ୍ଧମାର୍ଦ୍ଦନ ଉପରେ ପୁଣି ଭରସା କଲା ଭାଜପା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଭାଜପା ଅନୁସୂଚିତ ଜାତି (ଏସ୍‌ସି) ମୋର୍ଚ୍ଚା ଜିଲା ସଭାପତି ସୋମବାର ଘୋଷଣା ହୋଇଛି। ଏଥିରେ ଭାଜପା ଭଞ୍ଜନଗର ସାଂଗଠନିକ ଜିଲା (ଘୁମୁସର) ଏସସି ମୋର୍ଚ୍ଚା…

ବସ୍‌ ଉପରକୁ ଗୁଳିମାଡ଼: ଚାଲିଗଲା ଫୁଟବଲ୍‌ ଖେଳାଳିଙ୍କ ଜୀବନ

ଘାନା,୧୩ା୪: ଡକାୟତଙ୍କ ଆକ୍ରମଣରେ ଘାନାନିଆନ ପ୍ରିିମିୟର ଲିଗ୍‌ କ୍ଲବର ଫୁଟବଲ ଖେଳାଳି ବେରେକୁମ୍‌ ଚେଲ୍‌ସୀର ଡୋମିନିକ୍‌ ଫ୍ରିମ୍‌ପଙ୍ଗ୍‌ ନିହତ ହୋଇଛନ୍ତି। କ୍ଲବ ସୂତ୍ରରୁ ପ୍ରକାଶ ଘାନାର ଦକ୍ଷିଣାଞ୍ଚଳରେ…

ଏହି କାର୍ଯ୍ୟ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କଠୋର ଦଣ୍ଡ ଦେଲା BCCI, ମ୍ୟାଚ ସମୟରେ ଏମିତି କ’ଣ କଲେ ଅଧିନାୟକ

ନୂଆଦିଲ୍ଲୀ,୧୩।୪: ରବିବାର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ରନ ଦୃଷ୍ଟିରୁ ଐତିହାସିକ ଥିଲା। ଏହି ମ୍ୟାଚ ମଧ୍ୟ ବିବାଦରେ ଫସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri