Posted inଖେଳ

ସାତ୍ତ୍ୱିକ-ଚିରାଗ ସେମିଫାଇନାଲରେ ହାରିଲେ

ଫୁଝୋ, ୧୦ା୧୧ (ପି.ଟି.)-ପୁରୁଷ ଡବଲ୍ସ ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଏବଂ ଚିରାଗ ଶେଟ୍ଟି ଚାଇନା ଓପନ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ସେମିଫାଇନାଲରୁ ବିଦାୟ ନେଇଛନ୍ତି। ବିଶ୍ୱର ୯ନମ୍ବର ମାନ୍ୟତାପ୍ରାପ୍ତ ଏହି ଭାରତୀୟ ଯୋଡ଼ି ଟପ୍‌ ସିଡ୍‌ ତଥା ବିଶ୍ୱର ନମ୍ବର ଓ୍ବାନ ଯୋଡ଼ି ଇଣ୍ଡୋନେସିଆର ମାର୍କସ ଫର୍ନାଲ୍‌ଡି ଗାଇଡନ ଏବଂ କେଭିନ ସଞ୍ଜୟା ସୁକାମୁଲ୍‌ଜୋଙ୍କଠାରୁ ୧୬-୨୧, ୨୦-୨୨ରେ ହାରିଯାଇଛନ୍ତି। ଇଣ୍ଡୋନେସିଆର ଏହି ଯୋଡ଼ିଙ୍କ ବିପକ୍ଷରେ ଏପର୍ଯ୍ୟନ୍ତ ସାତ୍ତ୍ୱିକ ଓ ଚିରାଗ ଯୋଡ଼ିଙ୍କ କ୍ରମାଗତ ୮ମ ପରାଜୟ। ୭୦୦,୦୦୦ଆମେରିକୀୟ ଡଲାର ପୁରସ୍କାର ବିଶିଷ୍ଟ ଚାଇନା ଓପନ୍‌ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ଗାଇଡନ-ସୁକାମୁଲ୍‌ଜୋ ଯୋଡ଼ି ଏଠାରେ ପୂର୍ବରୁ ୩ଥର ଚାମ୍ପିୟନ ହେଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସୁପର-୮ ପାଇଁ ଟିମ୍‌ ଇଣ୍ଡିଆରେ ହେବ ସଞ୍ଜୁ ସାମସନଙ୍କ ଏଣ୍ଟ୍ରି? ସୂର୍ଯ୍ୟକୁମାର କାହିଁକି କହିଲେ ଏମିତି

ଅହମ୍ମଦାବାଦ,୨୨।୨: ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଭାରତ ରବିବାର ଦକ୍ଷିଣ ଆଫ୍ରିକା ବିପକ୍ଷରେ ସୁପର-୮ ଅଭିଯାନ ଆରମ୍ଭ କରିବ। ଲିଗ ପର୍ଯ୍ୟାୟରେ ଦଳ ନିଜର ସମସ୍ତ ଚାରୋଟି…

T20 ବିଶ୍ୱକପର ସୁପର-୮ ନିୟମକୁ ନେଇ ହେଲାଣି ହଙ୍ଗାମା, ସମାଲୋଚକଙ୍କୁ ଉପଯୁକ୍ତ ଜବାବ ଦେଲେ ସୁନୀଲ ଗାଭାସ୍କର

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ‘ସୁପର ୮’ ଗ୍ରୁପ ପ୍ରକାଶ ପାଇବା ମାତ୍ରେ ସୋସିଆଲ ମିଡିଆରେ ଏକ ବିତର୍କ ଆରମ୍ଭ ହୋଇଛି। ଲୋକମାନେ ଆଇସିସିର ନିୟମ…

ବିମାନ ବନ୍ଦରରେ ଏମିତି କିଛି କଥା କହିଲେ ଅନୁଷ୍କା, ହସ ରୋକି ପାରିଲେନି ବିରାଟ, ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୨୨।୨: ଭାରତୀୟ କ୍ରିକେଟର ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ବର୍ତ୍ତମାନ ଭାରତରେ ଅଛନ୍ତି। ସେମାନଙ୍କ ଗସ୍ତ ସମୟରେ, ସେମାନେ ପ୍ରେମାନନ୍ଦ ମହାରାଜ ଜୀଙ୍କ ଆଶ୍ରମ ପରିଦର୍ଶନ…

ଫସିଗଲା ପାକିସ୍ତାନ: ପ୍ରଥମ ମ୍ୟାଚ୍‌ ବାତିଲ, ସେମିଫାଇନାଲ ଖେଳିବା ଏକପ୍ରକାର ମୁସ୍କିଲ? କିଛି ଏମିତି…  

କଲମ୍ବୋ,୨୨।୨: ଆଇସିସି ଟି-୨୦ ବିଶ୍ୱକପ୍‌ ୨୦୨୬ର ସୁପର-୮ ପର୍ଯ୍ୟାୟର ପ୍ରଥମ ମ୍ୟାଚ୍‌ରେ ବର୍ଷା ବାଧକ ସାଜିଛି। ଗ୍ରୁପ-୨ ରେ ଥିବା ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ କଲମ୍ବୋର…

IND vs PAK: ସେମିଫାଇନାଲରେ ଭାରତକୁ ହରାଇବ ପାକିସ୍ତାନ? ଦାବି କରି ହସିଲେ ପାକିସ୍ତାନୀ ଦିଗଜ୍ଜ; ଦେଖନ୍ତୁ ଭିଡିଓ

ଇସଲାମବାଦ,୨୨।୨: ୨୦୨୬ ଟି୨୦ ବିଶ୍ୱକପର ସେମିଫାଇନାଲରେ ପାକିସ୍ତାନ ଭାରତକୁ ପରାସ୍ତ କରିବ। ଟିମ ଇଣ୍ଡିଆ ସେମିଫାଇନାଲରେ ମଧ୍ୟ ପହଞ୍ଚିପାରିବ ନାହିଁ। ପାକିସ୍ତାନ ପକ୍ଷରୁ ଏପରି ବଡ଼ ଦାବି…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri