Posted inଖେଳ

ସାତ୍ତ୍ୱିକ ସାଇରାଜ-ଚିରାଗଙ୍କ ମାନ୍ୟତା ବୃଦ୍ଧି

ନୂଆଦିଲ୍ଲୀ, ୨୯।୧୦- ଭାରତର ପୁରୁଷ ଡବଲ୍ସ ବ୍ୟାଡ୍‌ମିଣ୍ଟନ ଖେଳାଳି ସାତ୍ତ୍ୱିକ ସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ସେଟ୍ଟୀଙ୍କ ବିଶ୍ୱ ମାନ୍ୟତାରେ ବୃଦ୍ଧି ଘଟିଛି। ବିଡବ୍ଲ୍ୟୁଏଫ୍‌ ପକ୍ଷରୁ ସଦ୍ୟ ପ୍ରକାଶିତ ପୁରୁଷ ଡବଲ୍ସ ର଼୍ୟାଙ୍କିଙ୍ଗ୍‌ରେ ସାତ୍ତ୍ୱିକ-ଚିରାଗ ଯୋଡ଼ି ୨ଟି ପାହାଚ ଉପରକୁ ଉଠି ୯ମ ସ୍ଥାନରେ ରହିଛନ୍ତି। ଏଥିସହ ଉଭୟ ନିଜ କ୍ୟାରିୟର ଶ୍ରେଷ୍ଠ ମାନ୍ୟତା ସହ ସମକକ୍ଷ ହୋଇଛନ୍ତି। ନିକଟରେ ଏହି ଭାରତୀୟ ଯୋଡ଼ି ବିଡବ୍ଲ୍ୟୁଏଫ୍‌ ଫ୍ରେଞ୍ଚ୍‌ ଓପନ୍‌ ଫାଇନାଲରେ ପ୍ରବେଶ କରିଥିଲେ ମଧ୍ୟ ରନର୍ସଅପ୍‌ରେ ସନ୍ତୁଷ୍ଟ ରହିଥିଲେ। ଫାଇନାଲରେ ସାତ୍ତ୍ୱିକ-ଚିରାଗ ଯୋଡ଼ି ୧୮-୨୧, ୧୬-୨୧ ଗେମ୍‌ରେ ଇଣ୍ଡୋନେସିଆର ମାର୍କସ ଫର୍ନାଲ୍ଡି ରିଡେନ ଓ କେଭିନ ସୁକାମୁଲଜୋଙ୍କ ନିକଟରୁ ହାରିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସଞ୍ଜୁ ସାମସନଙ୍କୁ ଦଳରୁ ବାଦ୍‌ ଦେବା ଉପରେ BCCIର ବଡ଼ ବୟାନ, ସାମ୍ନାକୁ ଆସିଲା ଚମକାଇ ଦେଲା ଭଳି କାରଣ!

ନୂଆଦିଲ୍ଲୀ, ୭।୭: BCCI ନିକଟରେ ଜିମ୍ବାୱେ ବିପକ୍ଷ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ତେବେ ଏହି ଦଳରେ ସଞ୍ଜୁ ସାମସନଙ୍କ ନାମ ନଥିବାରୁ…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

ଜିମ୍ବାଓ୍ବେ ବିପକ୍ଷ ଟି୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ସଞ୍ଜୁ ସାମସନ ବାଦ୍‌

ନୂଆଦିଲ୍ଲୀ, ୬ା୭: ଚଳିତମାସ ପରବର୍ତ୍ତୀ ଭାଗରେ ଖେଳାଯିବାକୁ ଥିବା ଜିମ୍ବାଓ୍ବେ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ସୋମବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଚୟନକର୍ତ୍ତାମାନେ…

କ୍ୱାର୍ଟରରେ ଇଂଲଣ୍ଡ, ମେକ୍ସିକୋର ଅଭିଯାନ ଶେଷ

ମେକ୍ସିକୋ ସିଟି, ୬ା୭: ଘରୋଇ ଫିଲ୍ଡ ଓ ପରିବେଶରେ ଖେଳିବାର ଫାଇଦା ସହିତ ପ୍ରତିପକ୍ଷ ଦଳ ପ୍ରାୟତଃ ଦ୍ୱିତୀୟାର୍ଦ୍ଧ ୧୦ ଖେଳାଳିରେ ଖେଳିବା ସତ୍ତ୍ୱେ ମେକ୍ସିକୋର ଅଭିଯାନ…

W, W, W, W..ଡବଲ୍‌ ହ୍ୟାଟ୍ରିକ ନେଇ ଇତିହାସ ରଚିଲେ ଏହି ବୋଲର୍‌

ନୂଆଦିଲ୍ଲୀ,୬।୭: ଶ୍ରୀଲଙ୍କାର ପେସ-ବୋଲିଂ ଅଲରାଉଣ୍ଡର ଦାସୁନ ଶାନାକା ଡବଲ ହ୍ୟାଟ୍ରିକ କରି ଇତିହାସ ରଚିଛନ୍ତି। ଆମେରିକାରେ ଚାଲିଥିବା ମେଜର ଲିଗ କ୍ରିକେଟ ଟୁର୍ନାମେଣ୍ଟ ସମୟରେ ଶ୍ରୀଲଙ୍କାର ଏହି…

IND vs ENG 3rd T20I Playing-11: ବାଦ ପଡ଼ିବେ ରବି-ବୈଭବ, ଏହି ୨ ଖେଳାଳିଙ୍କ ହୋଇପାରେ ଏଣ୍ଟ୍ରି!

ନୂଆଦିଲ୍ଲୀ,୬।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟର ଏବେ ବି ତାଙ୍କର ପ୍ରଥମ ବିଜୟ ଖୋଜୁଛନ୍ତି। ସେ ଆୟରଲ୍ୟାଣ୍ଡ ଭଳି ଦଳ ବିପକ୍ଷରେ ଖାତା…

ସଙ୍କଟମୋଚକ ସାଜିଲେ ଦ୍ରାବିଡଙ୍କ ସାନ ପୁଅ: କ୍ରିକେଟ୍‌ ପଡ଼ିଆରେ କଲେ ଏମିତି କାରନାମା

ନୂଆଦିଲ୍ଲୀ,୬।୭: କ୍ରିକେଟ ପଡ଼ିଆରେ ରାହୁଲ ଦ୍ରାବିଡଙ୍କୁ ପ୍ରାୟତଃ ଟିମ ଇଣ୍ଡିଆର ‘ସଙ୍କଟମୋଚକ’ ଏବଂ ‘କାନ୍ଥ’ ଭାବରେ ଦେଖାଯାଏ। ଏବେ ତାଙ୍କ ସାନ ପୁଅ ଅନଭୟ,ତାଙ୍କ ପଦାଙ୍କ ଅନୁସରଣ…

ରେଡ୍‌ କାର୍ଡ ପ୍ରତ୍ୟାହାର ପରେ ଫିଫାକୁ ଧନ୍ୟବାଦ୍‌ ଦେଲେ ରାଷ୍ଟ୍ରପତି ଟ୍ରମ୍ପ

ନ୍ୟୁୟର୍କ,୬ା୭: ବୋସନିଆ-ହର୍ଜଗୋଭିନା ବିପକ୍ଷ ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଆମେରିକୀୟ ଫରଓ୍ବାର୍ଡ ଫୋଲାରିନ ବାଲୋଗନଙ୍କୁ ଦିଆଯାଇଥିବା ରେଡ୍‌ କାର୍ଡକୁ ଫିଫା ରବିବାର ସସ୍‌ପେଣ୍ଡ କରିଛି। ଏଥିଯୋଗୁ ସେ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri