Posted inଜାତୀୟ

ସାଧାରଣ ଜାଳେଣି ବ୍ୟବହାର ବନ୍ଦ ହେଲେ ୨ ଲକ୍ଷରୁ ଅଧିକ ଲୋକଙ୍କ ଜୀବନ ବଞ୍ଚିବ: ଆଇଆଇଟି ସର୍ଭେ ରିପୋର୍ଟ

ନୂଆଦିଲ୍ଲୀ,୨୦।୪: ଭାରତରେ ରୋଷେଇ ପାଇଁ ବ୍ୟବହୃତ ହେଉଥିବା ସାଧାରଣ ଜାଳେଣି ବନ୍ଦ କରାଗଲେ ବର୍ଷରେ ୨ ଲକ୍ଷରୁ ଅଧିକ ଲୋକଙ୍କ ଜୀବନ ବଞ୍ଚିପାରିବ। ଜାଳେଣି କାଠ, କୋଇଲା, ଗୋବର ଏବଂ କିରୋସିନ ବ୍ୟବହାର ଦ୍ୱାରା ବାୟୁ ପ୍ରଦୂଷଣ ଯୋଗୁ ପ୍ରତିବର୍ଷ ପ୍ରାୟ ୧୫ ଲକ୍ଷରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥାଏ। ମାତ୍ର ଏସବୁର ବ୍ୟବହାର ବନ୍ଦ ହେଲେ ପ୍ରାୟ ୨.୦୭ ଲକ୍ଷ ଲୋକଙ୍କର ଜୀବନ ସୁରକ୍ଷିତ ରହିପାରିବ ବୋଲି ଦିଲ୍ଲୀ ଆଇଆଇଟି ଦ୍ୱାରା ହୋଇଥିବା ଏକ ସର୍ଭେ ରିପୋର୍ଟରେ ପ୍ରକାଶ ପାଇଛି। ସାଧାରଣ ଜାଳେଣ ଦ୍ୱାରା ଫୁସ୍‌ଫୁସ୍‌ ସଂକ୍ରମଣ ହେବା ଯୋଗୁ ବିଭିନ୍ନ ପ୍ରକାର ଶ୍ୱାସ ଜନିତ ସମସ୍ୟା ଦେଖାଦେଇଥାଏ ବୋଲି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

କଂଗ୍ରେସ ନେତା ଶଶି ଥରୁରଙ୍କ କନଭଏ ଉପରେ ଆକ୍ରମଣ, ବନ୍ଧୁକଧାରୀ ସହ ଡ୍ରାଇଭର ଆହତ

ଥିରୁଭାନନ୍ତପୁରମ,୪।୪: କଂଗ୍ରେସ ଏମପି ଶଶି ଥରୁରଙ୍କ ବନ୍ଧୁକଧାରୀ ଏବଂ ଡ୍ରାଇଭରଙ୍କ ଉପରେ ଆକ୍ରମଣ ସମ୍ପର୍କିତ ଏକ ଘଟଣା ସାମ୍ନାକୁ ଆସିଛି। ଏହି ଘଟଣା କେରଳର ୱାଣ୍ଡୁର ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri