Posted inଜାତୀୟ

ସାଧାରଣ ଭୋଟରଙ୍କୁ ଟାର୍ଗେଟ କଲେ ସିଦ୍ଧରମେୟା

ବାଦାମି,୨୭।୬: କର୍ନାଟକର ବାଦାମିରେ ଏକ ସଭାକୁ ଉଦ୍‌ବୋଧନ ଦେବା ଅବସରରେ ପୂର୍ବତନ କର୍ନାଟକ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ସିଦ୍ଧରମେୟା ସାଧାରଣ ଭୋଟରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଆମେ ଆପଣଙ୍କୁ ଛାତ ଦେଲୁ, ଖାଇବା ଦେଲୁ ହେଲେ ଆପଣମାନେ ଭାଜପାକୁ ଭୋଟ ଦେଲେ। କଂଗ୍ରେସ ପଞ୍ଚାୟତ ଘର ନିର୍ମାଣ କଲା ଅଥଚ ଭୋଟ ପାଇଲା ଭାଜପା ଯାହା ଖୁବ୍‌ ଆଶ୍ଚର୍ଯ୍ୟକର ବୋଲି ସିଦ୍ଧରମେୟା କହିଛନ୍ତି। ଦିନକ ପୂର୍ବରୁ କର୍ନାଟକ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀ ମଧ୍ୟ ଏମିତି କଥା କହି ଆସିଥିଲେ ଚର୍ଚ୍ଚାକୁ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ଚିଡ଼ାଇବା ପଡ଼ିଲା ମହଙ୍ଗା: ଏହି କ୍ରିକେଟର୍‌ଙ୍କୁ ଦଣ୍ଡ ଦେଲା BCCI

ନୂଆଦିଲ୍ଲୀ,୨।୫: IPL 2026 ର ୪୩ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଇଥିଲା। ରାଜସ୍ଥାନର ଜୟପୁରର ସୱାଇ ମାନସିଂହ ଷ୍ଟାଡିୟମରେ ଖେଳାଯାଇଥିବା ଏହି…

ଅଣ୍ଟା ଭାଙ୍ଗି ଖଟରେ ପଡ଼ିଛନ୍ତି ରୋଜଗାରିଆ ପୁଅ: ଅର୍ଥ ଅଭାବରୁ ଅଧାରେ ଚିକିତ୍ସା

ଥୁଆମୂଳ ରାମପୁର,୨।୫(ଦୁର୍ଗା କୀର୍ତ୍ତି): ବଡ଼ ବଡ଼ କମ୍ପାନୀର ବେପରୁଆ କାର୍ଯ୍ୟଶୈଳୀ କେମିତି ଜଣେ ଗରିବ ପରିବାରର ହସଖୁସି ଛଡ଼ାଇ ନିଏ, ତାହାର କରୁଣ ଚିତ୍ର ଦେଖିବାକୁ ମିଳିଛି…

ଯୁଦ୍ଧ ମଧ୍ୟରେ ନୂଆ ଚକ୍ରବ୍ୟୁହ ରଚିଲା ଆମେରିକା: ଛାନିଆ ହେଲା ଇରାନ

ଓ୍ବାଶିଂଟନ୍‌,୨।୫: ଇରାନ ସହିତ ଚାଲିଥିବା ସଂଘର୍ଷ ଏକ ନୂତନ ମୋଡ଼ରେ ପହଞ୍ଚିବା ପରି ମନେ ହେଉଛି। ପ୍ରାୟ ଦୁଇ ମାସ ଧରି ଚାଲିଥିବା ଯୁଦ୍ଧର ଗତି କିଛିଟା…

ଦେଢବର୍ଷ ବିତିଗଲା,ସମ୍ପୂର୍ଣ୍ଣ ହୋଇପାରୁନି ଅଙ୍ଗନବାଡି କେନ୍ଦ୍ର: ଶିକ୍ଷାଦାନ କ୍ଷେତ୍ରରେ ଘୋର ସମସ୍ୟା

କେସିଙ୍ଗା,୨।୫.(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମ ପଞ୍ଚାୟତର କଛାରପଦର ଗ୍ରାମର ଅଙ୍ଗନବାଡି କେନ୍ଦ୍ର ଆଜିକୁ ଏକ ବର୍ଷ ୫ ମାସ ବିତିଗଲାଣି…

କାଳବୈଶାଖୀର କରାଳ ରୂପ: ଉଡ଼ିଗଲା ଗରିବଙ୍କ ଘରର ଛାତ, ଗଛ ପଡ଼ି ଗାଈ- ବାଛୁରୀର ମୃତ୍ୟୁ

ଥୁଆମୂଳ ରାମପୁର, ୨।୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ଗତ ୩୦ ତାରିଖ ରାତିରୁ ଆରମ୍ଭ କରି ୧ ତାରିଖ ମଧ୍ୟାହ୍ନ ପର୍ଯ୍ୟନ୍ତ କାଳବୈଶାଖୀ…

ପୁଣି ଟାରିଫ୍‌ ଝଟକା ଦେଲେ ଟ୍ରମ୍ପ: ୟୁରୋପୀୟ ସଂଘ ସହିତ ଭାଙ୍ଗିଲେ ବାଣିଜ୍ୟ ଚୁକ୍ତି, ଏହି ଜିନିଷ ଉପରେ ଲଗାଇଲେ ୨୫% ଟ୍ୟାକ୍ସ

ଓ୍ବାଶିଂଟନ୍‌,୨।୫: ମଧ୍ୟପ୍ରାଚ୍ୟ ବିବାଦ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଏକ ଟାରିଫ୍‌ ବୋମା ପକାଇଛନ୍ତି। ସେ ୟୁରୋପୀୟ ସଂଘ ସହିତ ବାଣିଜ୍ୟ ଚୁକ୍ତି ଭାଙ୍ଗିଛନ୍ତି ଏବଂ ୟୁରୋପୀୟ…

ସିମନବାଡିରେ ବିଦ୍ୟୁତ ସେବା ଠପ୍‌: ଆସୁନି ଇଣ୍ଟରନେଟ, ଲୋକେ ହନ୍ତସନ୍ତ

ଦାରିଙ୍ଗବାଡି,୨।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡରେ ଗତ ୩ ଦିନ ହେଲା ବିଦ୍ୟୁତ ସେବା ବାଧାପ୍ରାପ୍ତ ହୋଇପଡିଛି। ପ୍ରାୟ ୮ ପଞ୍ଚାୟତବାସୀ ଅନ୍ଧାରରେ ରହିଥିବା…

ପେଟ୍ରୋଲ-ଡିଜେଲ ଦାମ୍‌କୁ ନେଇ ଆସିଲା ବଡ଼ ଅପଡେଟ୍‌: ଏତେ ଟଙ୍କା ମହଙ୍ଗା ହୋଇଯିବ…

ନୂଆଦିଲ୍ଲୀ,୨।୫: ମେ ମାସ ମୁଦ୍ରାସ୍ଫୀତି କ୍ଷେତ୍ରରେ ଜନସାଧାରଣଙ୍କୁ ଚକିତ କରିପାରେ। ଏହା ୧ ମେ’ ରେ ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି ସହିତ ଆରମ୍ଭ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri