Posted inଜାତୀୟ

ସାଧାରଣତନ୍ତ୍ର ଦିବସର ଗୋଟିଏ ଦିନ ପୂର୍ବରୁ ପୁଲଓ୍ବାମାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୨୫।୧: ରାତି ପାହିଲେ ସାଧାରଣତନ୍ତ୍ର ଦିବସ। ଏହାର ଗୋଟିଏ ଦିନ ପୂର୍ବରୁ ଦକ୍ଷିଣ କଶ୍ମୀରର ପୁଲଓ୍ବାମା ଜିଲାର ତ୍ରାଲ୍‌ଠାରେ ଶନିବାର ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଆତଙ୍କବାଦୀ ସଂଗଠନ ଜୈଶ୍‌-ଇ-ମହମ୍ମଦ୍‌ର ହାର୍ଡକୋର୍‌ କମାଣ୍ଡରଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୨ ଜଣ ଯବାନଙ୍କ ଦେହରେ ମଧ୍ୟ ଗୁଳି ଲାଗିଛି। ଚିକିତ୍ସା ଲାଗି ସେମାନଙ୍କୁ ହସ୍ପିଟାଲରେ ଭତ୍ତି କରାଯାଇଛି। କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀ ସ୍ଥାନୀୟ ଅଞ୍ଚଳରେ ଘେରାବନ୍ଦୀ ଆରମ୍ଭ କରିଥିଲେ। ଆତଙ୍କବାଦୀଙ୍କ ଆତ୍ମ ସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ତେବେ ସେମାନେ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳି ଚାଳନା କରିଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯିବା ସହିତ ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୦ ଦିନରେ ୩ ସ୍ଥାନରେ ବଡ଼ଧରଣର ଲୁଟ୍‌କୁ ନେଇ ଖେଳିଗଲା ଆତଙ୍କ: ସିସିଟିଭି ଲଗାଇବାକୁ ପରାମର୍ଶ ଦେଲେ ଏସଡିପିଓ

ଦାରିଙ୍ଗବାଡି, ୩ ।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗତ କିଛି ଦିନ ହେଲା ଲୁଟେରା ମାତିଛନ୍ତି । ୧୦ ଦିନ ମଧ୍ୟରେ ୩ଟି…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଲାଗୁ ହେଲା ପେଟ୍ରୋଲ-ଡିଜେଲର ନୂଆ ଦାମ୍‌

ନୂଆଦିଲ୍ଲୀ,୩।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲର ଦର ଏବଂ ତେଲ କମ୍ପାନୀଗୁଡ଼ିକର ରୋଜଗାରକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ରପ୍ତାନି ଉପରେ ଲାଗୁ…

ଭାଜପା ହାରିବାର ୫ ବଡ଼ କାରଣ, ଜାଣନ୍ତୁ…

ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନରେ ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆସିସାରିଛି ଏବଂ ଏଠାରେ ୩୦ ବର୍ଷର ରେକର୍ଡ ଭାଙ୍ଗିଯାଇଛି। ଜନ ସୁରାଜ ପାର୍ଟିର ସଂସ୍ଥାପକ ତଥା…

ପିକେଙ୍କ ବିଜୟଠୁ ଭାଜପାର ପରାଜୟ କାହିଁକି ଚର୍ଚ୍ଚାରେ? ବାଙ୍କୀପୁର ଫଳାଫଳର ପ୍ରଭାବ ପଡ଼ିବ ଦିଲ୍ଲୀ ଗାଦି ଉପରେ!

ପାଟନା,୩।୮: ବାଙ୍କୀପୁରରେ ପ୍ରଶାନ୍ତ କିଶୋରଙ୍କ ବିଜୟ ରାଜନୀତିରେ ଏକ ନୂଆ କୌତୂହଳ ସୃଷ୍ଟି କରିଛି। ଆଜି ସକାଳ ପର୍ଯ୍ୟନ୍ତ ଯେଉଁ ବାଙ୍କୀପୁର ବିଧାନସଭା ଆସନକୁ ଭାଜପାର ଦୁର୍ଗ…

ପ୍ରଶାନ୍ତ କିଶୋରଙ୍କୁ ଜିତାଇଦେଲେ Gen-Z? ହେଲା ବଡ଼ ଖୁଲାସା…

ପାଟନା,୩।୮: ପାଟନାର ହାଇ-ପ୍ରୋଫାଇଲ୍ ବାଙ୍କୀପୁର ବିଧାନସଭା ଆସନରେ ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର ୧୯,୩୨୪ ଭୋଟ୍‌ରେ ବିଜୟ ହାସଲ କରିଛନ୍ତି। ୩୨ ରାଉଣ୍ଡ ଗଣତିରେ…

ରାଗିକି ଇସ୍ତଫା ଦେଲେ ୨ ବିଧାୟକ

ବେଙ୍ଗାଲୁରୁ,୩।୮: କର୍ନାଟକରେ କଂଗ୍ରେସ ସରକାରଙ୍କ କ୍ୟାବିନେଟ ବିସ୍ତାରକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଥିବାବେଳେ ନୂତନ ଭାବରେ ପ୍ରକାଶିତ ମନ୍ତ୍ରୀ ତାଲିକା ସେହି ବିଧାୟକମାନଙ୍କୁ ନିରାଶ କରିଛି…

ଝାଡ଼ଖଣ୍ଡର ‘ସୋନମ ୱାଙ୍ଗଚୁକ୍’! ଜାଣନ୍ତୁ କିଏ ଏହି ଦେବେନ୍ଦ୍ର ମାହାତୋ, ଯିଏ ଛାତ୍ରଙ୍କ ହକ୍‌ ପାଇଁ ଆମରଣ ଅନଶନରେ…

ନୂଆଦିଲ୍ଲୀ,୩।୮: ନିଟ୍ (NEET) ପେପର ଲିକ୍‌କୁ ନେଇ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ ପ୍ରଦର୍ଶନ କିଛିଟା ପ୍ରଶମିତ ହୋଇଥିଲେ ବି ଝାଡ଼ଖଣ୍ଡରେ ଏବେ ବି ନିଆଁ ଜଳୁଛି, ଆଉ ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri