ସାଧାରଣତନ୍ତ୍ର ଦିବସର ଶୋଭା ବଢ଼ାଇବ ରାମ ମନ୍ଦିର ମେଢ଼

ନୂଆଦିଲ୍ଲୀ,୧୧।୧୨: ପ୍ରତ୍ୟେକ ବର୍ଷ ଜାନୁୟାରୀ ୨୬ ତାରିଖ ତଥା ସାଧାରଣତନ୍ତ୍ର ଦିବସ ପୂରା ଦେଶରେ ବେଶ ଧୂମଧାମରେ ପାଳନ କରାଯାଏ। ଏଥି ନେଇ ମାସେ ଆଗରୁ ଆରମ୍ଭ ହୋଇଥାଏ ପ୍ରସ୍ତୁତି। କିନ୍ତୁ ଆସନ୍ତା ବର୍ଷର ସାଧାରଣତନ୍ତ୍ର ଦିବସ ଦେଶବାସୀଙ୍କ ପାଇଁ ବେଶ ସ୍ବତନ୍ତ୍ର । ଏହାର କାରଣ ହେଉଛି ଅଯୋଦ୍ଧାର ରାମ ମନ୍ଦିର।

ଅଯୋଦ୍ଧାରେ ନିର୍ମାଣ ହେଉଥିବା ଭବ୍ୟ ରାମ ମନ୍ଦିରର ପ୍ରଦର୍ଶନ ଜାନୁୟାରୀ ୨୬ ତାରିଖରେ ଦେଶର ରାଜଧାନୀରେ ହେବାକୁ ଥିବା ସାଧାରଣତନ୍ତ୍ର ପରେଡରେ କରାଯିବ। ଉତ୍ତର ପ୍ରଦେଶ (ୟୁପି)ର ସୂଚନା ଓ ଅଧିକାର ବିଭାଗ ପକ୍ଷରୁ ଏ ନେଇ ସ୍ପଷ୍ଠ କରାଯାଇଛି। ଏହି ମେଢ଼ରେ ନଜର ଆସିବ ୟୁପିର ସଂସ୍କୃତି ଓ ପରମ୍ପରା। ଦିଲ୍ଲୀରେ ଆୟୋଜିତ ବୈଠକବେଳେ ୟୁପି ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଉଲ୍ଲେଖଥାଉ କି, ବହୁ ବାଦବିବାଦ ପରେ ଗତ ଅଗଷ୍ଟରେ ରାମ ମନ୍ଦିରର ଶୀଳାନ୍ୟାଶ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।


Enter your email to get our daily news in your inbox.

All Right Reserved By Dharitri.Com

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri