ସାଧାରଣତନ୍ତ୍ର ଦିବସରେ ଦୁର୍ଘଟଣା: ନଗର ପରିକ୍ରମା ବେଳେ ବାଇକ୍‌ ଧକ୍କାରେ ଛାତ୍ର ଗୁରୁତର

ଛେଣ୍ଡିପଦା,୨୬।୧(ସ୍ବ.ପ୍ର.):ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଟାଙ୍ଗିର ପଞ୍ଚାୟତ ବରାଳ ବାଲୁଙ୍କେଶ୍ବର ଉଚ୍ଚ ବିଦ୍ୟାଳୟର ଛାତ୍ରୀଛାତ୍ର ରବିବାର ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ନଗର ପରିକ୍ରମା କରୁଥିଲେ। ଏହି ସମୟରେ ବାଇକ୍‌ ଦୁର୍ଘଟଣାରେ ଜଣେ ଛାତ୍ର ଗୁରୁତର ହୋଇଛନ୍ତି। ଗୁରୁତର ଛାତ୍ର ହେଲେ ଟାଙ୍ଗିର ଗ୍ରାମ କଳାକର ସାହୁଙ୍କ ପୁଅ ତଥା ବରାଳ ବାଲୁଙ୍କେଶ୍ବର ଉଚ୍ଚ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀ ଛାତ୍ର ଅବିନାଶ।
ପ୍ରକାଶ ଯେ, ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଉକ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ନଗର ପରିକ୍ରମା ଲାଗି ପୁରୁଣାଗଡ଼ ଗ୍ରାମକୁ ଯାଉଥିଲେ। ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ବାଇକ୍‌ ଅବିନାଶଙ୍କୁ ଧକ୍କା ଦେଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ବାଗଡ଼ିଆ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ପରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଲଡକି ବେହେନ’ ଯୋଜନାର ନାମ ପରିବର୍ତ୍ତନ ପାଇଁ ଏନ୍‌ସିପି ନେତା କଲେ ବଡ଼ ଦାବି

ମୁମ୍ୱାଇ,୩।୨: ମହାରାଷ୍ଟ୍ରରେ ଚାଲିଥିବା ‘ଲଡକି ବେହେନ’ ଯୋଜନାର ନାମ ପରିବର୍ତ୍ତନ ପାଇଁ ମଙ୍ଗଳବାର ଦାବି ଉଠିଛି। ଏନସିପି ନେତା ଅମୋଲ ମିଟକାରୀ କହିଛନ୍ତି, ଅଜିତ ଦାଦା ମହିଳାମାନଙ୍କ…

‘ପ୍ରଚେଷ୍ଟା ଜାରି ରହିଲେ ସଫଳତା ଆପେ ଆପେ ମିଳିବ’ , ମହାବିଦ୍ୟାଳୟର ବାର୍ଷିକୋତ୍ସବରେ ଯୋଗ ଦେଇ ଏମିତି କହିଲେ…

ଭଞ୍ଜନଗର,୩/୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟର ୪୪ ତମ ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଭଞ୍ଜନଗର ଡେପୁଟି କଲେକ୍ଟର ରଚିତା…

ତୃତୀୟ ଶ୍ରେଣୀ ଛାତ୍ରଙ୍କୁ ମାଡ଼ ଘଟଣା: ଆଶ୍ୱାସନା ଦେଲେ ଅଧିକାରୀ

ଦାରିଙ୍ଗବାଡି, ୩।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପାଦ୍ରୀପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟରେ ଗଣିତ ଖାତା ଆଣି ନ ଥିବାରୁ ତୃତୀୟ…

ଟି-୨୦ରେ କମାଲ କଲେ ବାବର ଆଜମ: ଭାଙ୍ଗିଲେ କୋହଲିଙ୍କ ସର୍ବକାଳୀନ ରେକର୍ଡ

ଲାହୋର,୩।୨: ପାକିସ୍ତାନର ଷ୍ଟାର ବ୍ୟାଟ୍ସମ୍ୟାନ ବାବର ଆଜମ ଅନ୍ତର୍ଜାତୀୟ ଟି୨୦ କ୍ରିକେଟରେ ଇତିହାସ ସୃଷ୍ଟି କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ସେ ଭାରତୀୟ କିମ୍ବଦନ୍ତୀ…

ୟୁଜିସି ବିଲ୍‌କୁ ବିରୋଧ, ଜିଲାପାଳଙ୍କୁ ଦାବିପତ୍ର ଦେଲେ…

ବଲାଙ୍ଗୀର,୩ା୨ (ସୁନିଲ କୁମାର ମହାନ୍ତି): ୟୁଜିସି ବିଲ୍‌କୁ ନେଇ ବିରୋଧ ତୀବ୍ର ହେବାରେ ଲାଗିଛି । ଏହି ବିଲ୍‌କୁ ଶୀଘ୍ର ପ୍ରତ୍ୟାହାର କରିବା ପାଇଁ ବଲାଙ୍ଗୀର ଜିଲା…

ଘରେ ଲଗାଉଛନ୍ତି କି ନେମପ୍ଲେଟ୍‌ : ଜାଣନ୍ତୁ କଣ କହେ ବାସ୍ତୁ

ଘରକୁ ଚିହ୍ନାଇବାରେ ସାହାଯ୍ୟ କରିବା ସହିତ ନେମ୍‌ପ୍ଲେଟ୍‌ ଘରର ସୌନ୍ଦର୍ଯ୍ୟକୁ ବି ବଢାଇଥାଏ। ଘର ମଧ୍ୟକୁ ପ୍ରବେଶ କରିବା ପୂର୍ବରୁ ସମସ୍ତଙ୍କର ପ୍ରଥମ ନଜର ଏହା ଉପରେ…

ଭାରତକୁ ନେଇ ଏମିତି କଥା କହୁଥିଲେ ପାକିସ୍ତାନୀ ଖବରଦାତା, ମୁହଁ ବନ୍ଦ କଲେ ଏହି ଖେଳାଳି

ନୂଆଦିଲ୍ଲୀ,୩।୨: ଅଷ୍ଟ୍ରେଲିଆ ଅଧିନାୟକ ମିଚେଲ ମାର୍ଶଙ୍କୁ ପାକିସ୍ତାନର ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ ମ୍ୟାଚ ବର୍ଜନ ଏବଂ ବାଂଲାଦେଶର ଟୁର୍ଣ୍ଣାମେଣ୍ଟରୁ ବାଦ ପଡ଼ିବା ସମ୍ପର୍କରେ ପ୍ରଶ୍ନର ସମ୍ମୁଖୀନ…

ଶୁଭାରମ୍ଭ ହେଲା ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ’ ଯୋଜନା: ଏକା ସଙ୍ଗେ ୨୦୦ ଦମ୍ପତିଙ୍କ ହେଲା ସାମୁହିକ ବିବାହ

ଭୁବନେଶ୍ୱର,୩।୨: ଶୁଭାରମ୍ଭ ହେଲା ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ’ ଯୋଜନା। ଗଞ୍ଜାମ ତାରାତାରିଣୀ ପୀଠରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁଭାରମ୍ଭ କରିଛନ୍ତି। ଏହି ସମୟରେ ୨ ଶହ ବର-କନ୍ୟାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri