ସାଧାରଣତନ୍ତ୍ର ଦିବସରେ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ

ଫୁଲବାଣୀ ଅଫିସ,୨୬ା୧- ସାଧାରଣତନ୍ତ୍ର ଦିବସ ଅବସରରେ ଏକ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ମ୍ୟାଚ ସ୍ଥାନୀୟ କରୋନେସନ ପଡିଆରେ ଆରମ୍ଭ ହୋଇଛି। ପ୍ରଥମ ମ୍ୟାଚ ପ୍ରଶାସନ ଏକାଦଶ ଓ ପୋଲିସ ଏକାଦଶ ମଧ୍ୟରେ ଖେଳ ଆରମ୍ଭ ହୋଇଛି। ଦ୍ୱିତୀୟ ମ୍ୟାଚ ପ୍ରେସ ଏକାଦଶ ଏବଂ ଓକିଲ ଏକାଦଶ ମଧ୍ୟରେ ହେବ। ଅତିଥି ଭାବେ ଜିଲାପାଳ ଡ. ବୃନ୍ଦା ଡି ଏବଂ ଏସ୍‌ପି ପ୍ରତୀକ ଗୀତା ସିଂ ଯୋଗଦେଇ ମ୍ୟାଚ ଉଦ୍‌ଘାଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁପୋଷିତ ଓଡ଼ିଶା ମିଶନ ପ୍ରଶିକ୍ଷଣ: ଶିଶୁ ପୋଷଣ ଉପରେ ଗୁରୁତ୍ୱାରୋପ

ଦାରିଙ୍ଗବାଡି,୩୧।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଋଷିମାଳ ଡିଗ୍ରୀ କଲେଜରେ ସୋମବାର ସୁପୋଷିତ ଓଡ଼ିଶା ମିଶନ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରକୁ…

ଜିଲାସ୍ତରୀୟ ଜନଶୁଣାଣି: ୨୨୧ ଅଭିଯୋଗ ଶୁଣିଲେ ଜିଲାପାଳ-ଏସପି

ଦାରିଙ୍ଗବାଡି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଥିବା ସଭାଗୃହରେ ସୋମବାର ଜିଲାସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି…

ସରକାରୀ ବସ୍‌ରେ ଖୋଲାମେଲାରେ ଯାତାୟାତ କରୁଛନ୍ତି ଯାତ୍ରୀ: ଅଭିଯୋଗ ଆଣିଲେ ଯୁବ ସମାଜସେବୀ

ଦାରିଙ୍ଗବାଡି, ୩୧।୮(ଅରୁଣ ସାହୁ):ଗଞ୍ଜାମର ବ୍ରହ୍ମପୁରରୁ କନ୍ଧମାଳ ଜିଲା ବାଲିଗୁଡାକୁ ଦାରିଙ୍ଗବାଡି ଦେଇ ସରକାରୀ ବସ ଚଳାଚଳ କରୁଛି। ଏହି ଯାତ୍ରୀବାହୀ ବସର ଡୋର ଗ୍ଲାସଟି ଭାଙ୍ଗି ଯାଇଥିବାରୁ…

ଟିଚ୍‌ କନ୍ଧମାଳ: ଲାଲ ବାହାଦୁର ବିଦ୍ୟାପୀଠରେ ପାଠ ପଢ଼ାଇଲେ ବିଡିଓ ପ୍ରୀତିରଞ୍ଜନ, ସିଆଙ୍ଗବାଲିରେ ଉପଜିଲାପାଳ

ଦାରିଙ୍ଗବାଡ଼ି, ୩୧/୮ (ଅରୁଣ ସାହୁ): କନ୍ଧମାଳ ଜିଲା ରେ ଶିକ୍ଷାର ବିକାଶ ଓ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ବୃଦ୍ଧି ଉଦ୍ଦେଶ୍ୟରେ ଜିଲାର ବିଭିନ୍ନ ବିଭାଗର…

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ବର୍ଷା ଜାରି, ଘନ କୁହୁଡ଼ି ସାଙ୍ଗକୁ କୋହଲା ପବନ

ଦାରିଙ୍ଗବାଡ଼ି, ୩୧/୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ କିଛି ଦିନ ହେଲା ଲଘୁଚାପଜନିତ ବର୍ଷା ଲାଗିରହିଛି। ଦିନରାତି ଝିପିଝିପି ବର୍ଷା ହେଉଥିବା ବେଳେ…

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇଲେ ଏସ୍‌ପି: ଭିତ୍ତିଭୂମି ସମ୍ପର୍କରେ କର୍ତ୍ତୃପକ୍ଷଙ୍କ ସହ….

ଦାରିଙ୍ଗବାଡ଼ି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ସୋମବାର କନ୍ଧମାଳ ଏସ୍‌ପି ରମେନ୍ଦ୍ର ପ୍ରସାଦ ପହଞ୍ଚି ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇଛନ୍ତି। ଏସ୍‌ପିଙ୍କୁ…

ଜିଲାସ୍ତରୀୟ ଜନଶୁଣାଣିରେ ଯୋଗଦେଲେ କନ୍ଧମାଳ ଜିଲାପାଳ-ଏସ୍‌ପି

ଦାରିଙ୍ଗବାଡ଼ି,୩୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଜିଲାସ୍ତରୀୟ ସାମୂହିକ ଜନଶୁଣାଣି କାର୍ଯ୍ୟକ୍ରମ ରହିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲାପାଳ ବେଦଭୂଷଣ…

ନିଟ୍‌ରେ ୧୫,୨୭୨ ରାଙ୍କ: ଆଦିତ୍ୟଙ୍କୁ ସମ୍ବର୍ଦ୍ଧନା

ରାଇକିଆ, ୨୯।୮ (ପ୍ରଦୀପ ବେହେରା): ଚଳିତ ବର୍ଷ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିଥିବା ରାଇକିଆର ଛାତ୍ର ଆଦିତ୍ୟ ପାତ୍ରଙ୍କୁ ରାଇକିଆ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri